ଜାତୀୟ

ଆସନ୍ତା ୨୫ ବର୍ଷ ଦେଶ ପାଇଁ ସବୁଠାରୁ ମହତ୍ୱପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୨ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ଏକତା ନଗରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ଫୋନ ପାଇଁ ୧୫ କି.ମି. ରାସ୍ତାରେ ଘୋଷାଡିଲେ ଲୁଟେରା, ବିଟେକ୍‌ ଛାତ୍ରୀଙ୍କ ଯନ୍ତ୍ରଣାଦାୟକ ମୃତ୍ୟୁ, ସାମ୍ନାକୁ ଆସିଲା ଗାଜିଆବାଦ ଘଟଣାର ପୂରା ଭିଡିଓ…

ଗାଜିଆବାଦ, ୩୧।୧୦: ଗାଜିଆବାଦର ଏକ ଅଟୋ ରିକ୍ସାରେ ଯାତ୍ରା କରୁଥିବା କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷର ଛାତ୍ରୀ କିର୍ତ୍ତି ସିଂ (୧୯) ଗତ ଶୁକ୍ରବାର ଲୁଟ୍‌ର ଶିକାର ହୋଇଥିଲେ। କିର୍ତ୍ତି ଏବଂ ତାଙ୍କ ସାଙ୍ଗ ୯ ନମ୍ବର ଜାତୀୟ ରାଜପଥରେ...

ଖୁସି ଖବର: ବିନା ଭିଜାରେ ଯାଇହେବ ଥାଇଲ୍ୟାଣ୍ଡ, ସରକାର କଲେ ଘୋଷଣା

ନୂଆଦିଲ୍ଲୀ/ବ୍ୟାଙ୍କକ୍‌,୩୧।୧୦: ଭାରତରୁ ଥାଇଲ୍ୟାଣ୍ଡ ଯାତ୍ରା କରିବାକୁ ଯୋଜନା କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର ଅଛି। ଥାଇଲ୍ୟାଣ୍ଡ ଯିବା ପାଇଁ ସେମାନଙ୍କୁ ଆଉ ଭିଜା ଦରକାର ହେବ ନାହିଁ । ଥାଇଲ୍ୟାଣ୍ଡର ସରକାରୀ ମୁଖପାତ୍ର କହିଛନ୍ତି ଯେ ଭାରତ...

ଭାଜପାରେ ଏଣ୍ଟ୍ରି ହେଉଛି ସଚ୍ଚିନ ପାଇଲଟ କ୍ୟାମ୍ପ

ଜୟପୁର,୩୧।୧୦: ନଭେମ୍ବର ୨୫ରେ ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ଏହାପୂର୍ବରୁ କଂଗ୍ରେସ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହେଉଛି। ଟିକେଟ ନ ପାଇ କ୍ରୋଧିତ ନେତାମାନେ ଭାରତୀୟ ଜନତା ପାର୍ଟି (ଭାଜପା) ରେ ପ୍ରବେଶ କରିଛନ୍ତି।...

ଚନ୍ଦ୍ରବାବୁ ନାଇଡୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି , ୪ ସପ୍ତାହ ପାଇଁ ମିଳିଲା ଜାମିନ

ଅମରାବତୀ,୩୧।୧୦: ଦକ୍ଷତା ବିକାଶ ମାମଲାରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ଚାରି ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ହାଇକୋର୍ଟର ଓକିଲ ସୁନକାରା କୃଷ୍ଣମୂର୍ତ୍ତି ଏହି ସୂଚନା ଦେଇଛନ୍ତି।...

ମରାଠା ସଂରକ୍ଷଣର ଦାବି ମଧ୍ୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ଶିବିରରେ ଝଡ, ଇସ୍ତଫା ଦେଲେ ୨ ଏମ୍‌ପି

ମୁମ୍ବାଇ,୩୧।୧୦: ମରାଠା ସଂରକ୍ଷଣ ଦାବି ଏବଂ ପ୍ରଦର୍ଶନ ମଧ୍ୟରେ ମରାଠା ସମ୍ପ୍ରଦାୟ ସହ ଏକତା ଦେଖାଇବା ପାଇଁ ହଙ୍ଗୋଲିରୁ ଶିବସେନା ଲୋକସଭା ଏମ୍‌ପି ହେମନ୍ତ ପାଟିଲ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ଦିଲ୍ଲୀର ଲୋକସଭା ସଚିବାଳୟକୁ ପଠାଇଛନ୍ତି। ଏହି...

ସଦସ୍ୟତା ଫେରିପାଇବାର ୨ ମାସ ବିତିଗଲାଣି, ହେଲେ ଏ ପର୍ଯ୍ୟନ୍ତ ସରକାରୀ ବଙ୍ଗଳାକୁ ଫେରିନାହାନ୍ତି ରାହୁଲ

ନୂଆଦିଲ୍ଲୀ,୩୧।୧୦: ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ଉପରେ ରୋକ ଲାଗିବା ପରେ ତାଙ୍କ ସଂସଦ ସଦସ୍ୟତା ଫେରିପାଇବାର ଦୁଇ ମାସରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ରାହୁଲ ଗାନ୍ଧୀ ତାଙ୍କ ପୁରୁଣା ସରକାରୀ ବଙ୍ଗଳାକୁ ଫେରିନାହାଁନ୍ତି। ଗଣମାଧ୍ୟମ ରିପୋର୍ଟ...

ଷ୍ଟାଚ୍ୟୁ ଅଫ ୟୁନିଟିରେ ପହଞ୍ଚି ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ଭୋପାଳ,୩୧।୧୦: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗଜୁରାଟ ଗସ୍ତର ଦ୍ୱିତୀୟ ଦିନ। ମଙ୍ଗଳବାର ସକାଳେ ସର୍ଦ୍ଦାର ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ ସେ କେବାଡିଆରେ ଷ୍ଟାଚ୍ୟୁ ଅଫ ୟୁନିଟିରେ ପହଞ୍ଚିଛନ୍ତି। ଏଠାରେ ସେ ଦେଶର ପ୍ରଥମ ଗୃହମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ...

ମୁକେଶ ଅମ୍ବାନୀଙ୍କୁ ପୁଣି ହତ୍ୟା ଧମକ: ୪୦୦ କୋଟି ଟଙ୍କା ଦାବି

ମୁମ୍ବାଇ,୩୧।୧୦: ଏସିଆ ଏବଂ ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କୁ ତୃତୀୟ ଥର ପାଇଁ ହତ୍ୟା ଧମକ ମିଳିଛି। ଇମେଲ୍‌ ଯୋଗେ ଏହି ଧମକ ଦିଆଯାଇଛି। ଏଥର ଧମକ ଦେଉଥିବା ବ୍ୟକ୍ତି ୪୦୦ କୋଟି ଟଙ୍କା ମାଗିଛନ୍ତି। ଏହାପୂର୍ବରୁ...

ଇଡି ଅଫିସରେ ଗେହଲଟ୍‌ଙ୍କ ପୁଅ

ନୂଆଦିଲ୍ଲୀ,୩୧ା୧୦ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ପୁଅ ବୈଭବ ଗେହଲଟ୍‌ଙ୍କୁ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଜେରା କରାଯାଇଛି। ଏକ ବିଦେଶୀ ବିନିମୟ ପରିଚାଳନା ଆଇନ (ଏଫ୍‌ଇଏମ୍‌ଏ) ଉଲ୍ଲଂଘନ ମାମଲାରେ ହାଜର ହେବା ପାଇଁ ବୈଭବଙ୍କୁ ସଂଘୀୟ...

ସୂଚନା କମିଶନ ପଦବୀ ପୂରଣ କର

ନୂଆଦିଲ୍ଲୀ,୩୧ା୧୦: କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ଗୁଡ଼ିକରେ ଖାଲିଥିବା ପଦବୀଗୁଡ଼ିକୁ ପୁରଣ କରିବା ପାଇଁ ପଦକ୍ଷେପ ନେବା ସକାଶେ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟଥା ୨୦୦୫ରେ ପ୍ରଣୀତ ସୂଚନା...

ଗଛକୁ ପିଟିଲା କାର୍‌: ଗୋଟିଏ ପରିବାର ସଫା

ଲକ୍ଷ୍ନୌ,୩୧।୧୦: ଉତ୍ତରପ୍ରଦେଶର ହାରଦୋଇରେ ଏକ ଅଭାବନୀୟ ଘଟଣା ଘଟିଛି। ହାରଦୋଇର ସାୟାଜପୁର କୋଟୱାଲୀ ଅନ୍ତର୍ଗତ ବିଲହୌର-କାଟ୍ରା ରାସ୍ତାରେ ଏକ ଅନିୟନ୍ତ୍ରିତ କାର ଗଛ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଚାରି ବର୍ଷର ଶିଶୁ ସମେତ ପାଞ୍ଚ ଜଣଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri