‘ଚାଇନାର ମୁକାବିଲା ପାଇଁ ଭାରତୀୟ ସେନା ସମର୍ଥ’
ନୂଆଦିଲ୍ଲୀ,୪ା୯(ପି.ଟି.): ଚାଇନାର ଆକ୍ରମଣାତ୍ମକ କାର୍ଯ୍ୟାନୁଷ୍ଠାନର ଉପଯୁକ୍ତ ମୁକାବିଲା ଲାଗି ଭାରତୀୟ ସେନା ସମର୍ଥ ବୋଲି ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଜେନେରାଲ ବିପିନ ରାଓ୍ବତ ଗୁରୁବାର କହିଛନ୍ତି। ପୂର୍ବ ଲଦାଖର କେତେକ ଅଞ୍ଚଳରେ ସ୍ଥିତାବସ୍ଥା ବଦଳାଇବା ପାଇଁ ବେଜିଂ ଉଦ୍ୟମ…
ପିଏମ୍ କେୟାର୍ସ ପାଣ୍ଠିକୁ ୨.୨୫ ଲକ୍ଷ ଦାନ କରିଛନ୍ତି ମୋଦି
ନୂଆଦିଲ୍ଲୀ,୪ା୯:କରୋନା ମହାମାରୀ ସଙ୍କଟର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୭ରେ ପିଏମ୍ କେୟାର୍ସ ପାଣ୍ଠି ଘୋଷଣା କରିଥିଲେ। ଏହାର ପ୍ରଥମ ଅଡିଟ୍ ରିପୋର୍ଟ ବୁଧବାର ସର୍ବସାଧାରଣରେ ପ୍ରକାଶ ପାଇଥିଲା। ପାଣ୍ଠି ଗଠନ ହେବାର ପ୍ରଥମ ୫ ଦିନ ମଧ୍ୟରେ…
ପକ୍ଷପାତ କରେନାହିଁ, ଘୃଣାକୁ ନିନ୍ଦାକରେ
ନୂଆଦିଲ୍ଲୀ,୩ା୯(ପି.ଟି.):ଫେସ୍ବୁକ୍ ରାଜନୈତିକ ଦୃଷ୍ଟିରୁ ପକ୍ଷପାତ କରୁଥିବା ଏବଂ ଭାରତର ଗଣତାନ୍ତ୍ରିକ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ନେଇ ବିବାଦ ଦେଖାଦେଇଥିବାବେଳେ କଂଗ୍ରେସ କରିଥିବା ଅଭିଯୋଗ ଉପରେ ସୋସିଆଲ ମିଡିଆ ପ୍ଲାଟଫର୍ମ ପକ୍ଷରୁ ଜବାବ ରଖାଯାଇଛି। ଏହା ପକ୍ଷପାତ କରେନାହିଁ ଏବଂ ଯେକୌଣସି ପ୍ରକାର…
ସୀମା ସ୍ଥିତି ଅନୁଧ୍ୟାନ କଲେ ସେନାମୁଖ୍ୟ
ନୂଆଦିଲ୍ଲୀ,୪ା୯(ପି.ଟି.) :ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଓ୍ବଣେ ଗୁରୁବାର ଲଦାଖକୁ ଦୁଇଦିନିଆ ଗସ୍ତରେ ଯାଇ ଉକ୍ତ ଅଞ୍ଚଳର ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିକଟରେ ଚାଇନା ସେନା ପୋଙ୍ଗୟାଙ୍ଗ ହ୍ରଦର ଦକ୍ଷିଣ ପାର୍ଶ୍ୱରେ ସ୍ଥିତାବସ୍ଥା ବଦଳାଇବା ପାଇଁ ଉଦ୍ୟମ କରିଥିଲା, ଯାହାକୁ…
ଯୋଗ୍ୟ ଆକାଉଣ୍ଟକୁ ଋଣ ପୁନର୍ଗଠନ ସୁବିଧା
ନୂଆଦିଲ୍ଲୀ,୪ା୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ବ୍ୟାଙ୍କ ସିଇଓଙ୍କ ସହ ଆଲୋଚନା କରିଛନ୍ତି। କୋଭିଡ୍-୧୯ ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥା ଲାଗି ଘୋଷଣା ହୋଇଥିବା ଋଣ ଯୋଜନା ଏବଂ ମୋରାଟୋରିୟମ ପରବର୍ତ୍ତୀ ସମୟରେ ଋଣ ପୁନର୍ଗଠନ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ସମୀକ୍ଷା କରାଯାଇଛି।…
ଜୀବନ ବଞ୍ଚାଇବ ଷ୍ଟେରଏଡ୍
ନୂଆଦିଲ୍ଲୀ,୪ା୯:ସାରା ବିଶ୍ୱରେ କରୋନା ମହାମାରୀ ବଢ଼ିଚାଲିଥିଲାବେଳେ ଷ୍ଟେରଏଡ୍ ଚିକିତ୍ସା ଆଶାର ସଞ୍ଚାର କରିଛି। ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କ ଜୀବନ ବଞ୍ଚାଇବାରେ ଷ୍ଟେରଏଡ୍ ସହାୟକ ହୋଇପାରିବ। ଅନ୍ତର୍ଜାତୀୟ କ୍ଲିନିକାଲ ପରୀକ୍ଷାରୁ ଏହା ସ୍ପଷ୍ଟ ହୋଇଛି। ଷ୍ଟେରଏଡ ଶସ୍ତା ହୋଇଥିବାବେଳେ ଏହା ବହୁଳ…
ରେଳ ଲାଇନ କଡ଼ରୁ ହଟିବ ୪୮ ହଜାର ଝୁମ୍ପୁଡ଼ି: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୩।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବ। ଏନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପର୍ଯ୍ୟାୟକ୍ରମେ ଝୁମ୍ପୁଡ଼ିଗୁଡ଼ିକୁ ହଟାଯିବ। ରେଲଓ୍ବେ ସୁରକ୍ଷା ଜୋନ୍ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ…
ହନିଟ୍ରାପ୍ଙ୍କ ସହିତ ଜେଲରଙ୍କ ଫଟୋ ଭାଇରାଲ
ଭୋପାଳ, ୩।୯: ଜଣେ ଜିଲା ଜେଲରଙ୍କ ଫଟୋ ଏବେ ସୋସିଆଲ୍ ମିଡ଼ଆରେ ଭାଇରାଲ ହେବାରେ ଲାଗିଛି। ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ହନିଟ୍ରାପ୍ ଶ୍ୱେତା ବିଜୟ ଜୈନଙ୍କ ସହିତ ଇନ୍ଦୋର ଜିଲା ଜେଲର କେ.କେ.କୁଳଶ୍ରେଷ୍ଠଙ୍କ ଫଟୋ ସୋସିଆଲ୍ ମିଡ଼ିଆରେ ଅପ୍ଲୋଡ୍ କରାଯାଇଛି। ଏହାକୁ ନେଇ…
ମାସ୍କ ପିନ୍ଧିବା ପାଇଁ ପୋଲିସ କଲା ଏମିତି ଅନୁରୋଧ, ଜାଣିଲେ କରିବେ ପ୍ରଶଂସା
ପୁଣେ,୩ା୯: କରୋନା ଭାଇରସ୍ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ସଂକ୍ରମଣ ବଢୁଥିବାରୁ ସର୍ବସାଧାରଣ ସ୍ଥାନକୁ ନ ଯିବା ପାଇଁ ବାରଣ କରାଯାଉଛି। ଯଦି ଜରୁରୀ କାମ ପଡ଼େ ତେବେ ମାସ୍କ ବାନ୍ଧିବାକୁ ଲଗାତର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି। ମାତ୍ର…
ଏଲ୍ଏସିରେ ଉତ୍ତେଜନା: ଲଦାଖରେ ପହଞ୍ଚିଲେ ସେନାଧ୍ୟକ୍ଷ
ଲେହ, ୩।୯: ଭାରତ ଚାଇନା ମଧ୍ୟରେ ଏଲ୍ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସ୍ଥିତିର ସମୀକ୍ଷା ପାଇଁ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଲଦାଖର ଲେହରେ ପହଞ୍ଚିଛନ୍ତି। ସେ ଫିଲ୍ଡ କମାଣ୍ଡରଙ୍କ ସହିତ ଆଲୋଚନା କରିଛନ୍ତି। ଏଲ୍ଏସିରେ ଭାରତୀୟ ସେନାର ପ୍ରସ୍ତୁତି…
୧୫ ବର୍ଷ ହେବ ଗୋଟିଏ ବି ଦିନ ସ୍କୁଲ ବନ୍ଦ କରିନାହାନ୍ତି ଏହି ବାଳିକା
ଭୋପାଳ,୩।୯: ୧୫ ବର୍ଷ ହେବ ଗୋଟିଏ ବି ଦିନ ସ୍କୁଲ ବନ୍ଦ ନ କରି ରେକର୍ଡ ହାସଲ କରିଛନ୍ତି ଭୋପାଳ ରେ ରହୁଥିବା ଅଦିତି ଭାର୍ଗଭ। ବର୍ଷା କିମ୍ବା ଶୀତ ହେଉ କିମ୍ବା ଖରାପ ସ୍ବାସ୍ଥ୍ୟ ହେଉ, ଆଦିତି ସମସ୍ତ ଅସୁବିଧା…
ପରମ୍ପରା ଭାଙ୍ଗିଲେ ଉପରାଜ୍ୟପାଳ: ଲୋକଙ୍କ ବିଶ୍ୱାସ ଜିଣିବା ପ୍ରୟାସ…
ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଲୋକଙ୍କ ବିଶ୍ୱାସ ଜିଣିବା ପାଇଁ ପ୍ରଚଳିତ ପରମ୍ପରାକୁ ଭଙ୍ଗ କରିଛନ୍ତି। ପୁଲଓ୍ବାମା ଗସ୍ତ ସମୟରେ ସେ ହେଲିକପ୍ଟରର ବ୍ୟବହାର କରି ନାହାଁନ୍ତି। ସଡ଼କ ପଥରେ ସେ ପୁଲଓ୍ବାମାରେ ପହଞ୍ଚି ୪୦କୋଟି ୮୬ ଲକ୍ଷ…
Archives


