ଜାତୀୟ

ଭୁଟାନ ସହ ଚାଇନାର ନୂଆ ସୀମା ବିବାଦ

ନୂଆଦିଲ୍ଲୀ,୧।୭(ଆଇଏଏନ୍‌ଏସ୍‌): ପୂର୍ବ ଲଦାଖରେ ଭାରତ ସହ ସୀମା ବିବାଦ ଲାଗି ରହିଥିବାବେଳେ ଏବେ ସହଯୋଗୀ ଭୁଟାନ ସହ ଚାଇନା ନୂଆ ସୀମା ବିବାଦ ଆରମ୍ଭ କରିଛି। ଜୁନ୍‌ ପ୍ରଥମ ସପ୍ତାହରେ ବିଶ୍ୱ ପରିବେଶ ସୁବିଧା (ଜିଇଏଫ୍‌) ପରିଷଦର ଭର୍ଚୁଆଲ ବୈଠକରେ...

ରାତିସାରା ବାପ-ପୁଅଙ୍କୁ ଲାଠିମାଡ଼ ହୋଇଥିଲା

ମଦୁରାଇ,୧।୭: ମଦୁରାଇର ସଥକୁଲମ୍‌ ହାଜତରେ ବାପ-ପୁଅଙ୍କ ମୃତ୍ୟୁକୁ ନେଇ ବିବାଦ ଦେଖାଦେଇଥିବା ବେଳେ ମହିଳା ହେଡ୍‌ କନ୍‌ଷ୍ଟେବଳ କୋଭିଲପଟ୍ଟି ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ଙ୍କ ଆଗରେ ସବୁ ସତ ମାନିଯାଇଛନ୍ତି। ସେ କହିଛନ୍ତି ଯେ, ଜୁନ୍‌ ୧୯ରେ ଗିରଫ ହୋଇଥିବା ପି....

ସିନ୍ଦୂର ପିନ୍ଧିବାକୁ ମନାକରିବାରୁ ଛାଡ଼ପତ୍ର

ଗୁଆହାଟୀ,୧।୭: ଜଣେ ବିବାହିତା ହିନ୍ଦୁ ମହିଳା ଶଙ୍ଖା ଓ ସିନ୍ଦୂର ପିନ୍ଧିବାକୁ ମନା କରିବାରୁ ଶେଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଛାଡ଼ପତ୍ର ଦିଆଯାଇଛି। ମୁଖ୍ୟ ବିଚାରପତି ଅଜୟ ଲାମ୍ବାଙ୍କ ଅଧ୍ୟକ୍ଷତାରେ ଗଠିତ ଗୁଆହାଟୀ ହାଇକୋର୍ଟ ଫାମିଲି କୋର୍ଟ ରାୟକୁ ଖାରଜ...

ଭାଇଜାଗ୍‌ ଫାର୍ମରେ ଗ୍ୟାସ୍‌ ଲିକ୍‌: ୨ ମୃତ

ବିଶାଖାପାଟଣା,୧।୭(ଆଇଏଏନ୍‌ଏସ୍‌): ବିଶାଖାପାଟଣାସ୍ଥିତ ଏକ ଫାର୍ମାସ୍ୟୁଟିକାଲ ୟୁନିଟ୍‌ରେ ଗ୍ୟାସ୍‌ ଲିକ୍‌ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୪ ଗୁରୁତର ହୋଇପଡ଼ିଛନ୍ତି। ପର୍‌ଓ୍ବାଡ଼ାର ଜବାହରଲାଲ୍‌ ନେହେରୁ ଫାର୍ମା କମ୍ପାନୀର ସାଇନର ଲାଇଫ୍‌ ସାଇନ୍‌ସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ରେ ସୋମବାର ରାତ ୧୧.୩୦ରେ ଘଟିଥିଲା।...

ଚିନ୍ତାବ୍ୟକ୍ତ କଲା ଚାଇନା

ନୂଆଦିଲ୍ଲୀ/ବେଜିଂ,୧।୭: କେନ୍ଦ୍ର ସରକାର ଦେଶରେ ଚାଇନା ଭିଡିଓ ଆପ୍‌ ଟିକ୍‌ଟକ୍‌ ସମେତ ୫୯ଟି ଆପ୍ଲିକେଶନ ଉପରେ ସୋମବାର କଟକଣା ଜାରି କରିଛନ୍ତି। ଟିକ୍‌ଟକ୍‌କୁ ଗୁଗଲ ପ୍ଲେ ଷ୍ଟୋର ଓ ଆପ୍‌ ଷ୍ଟୋରରୁ ହଟାଇ ଦିଆଯାଇଛି। ଫଳରେ ଏହା କାମ କରିବା...

ଭାରତରେ ୪.୫୮ କୋଟି ମହିଳା ନିଖୋଜ

ଜାତିସଂଘ,୧।୭: ବିଗତ ୫୦ ବର୍ଷ ମଧ୍ୟରେ ବିଶ୍ୱରେ ୧୪ କୋଟି ୨୬ ଲକ୍ଷ ମହିଳା ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏକତୃତୀୟାଂଶ ଅର୍ଥାତ୍‌ ୪ କୋଟି ୫୮ ଲକ୍ଷ ମହିଳା ଭାରତର ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ସଦ୍ୟ...

ପୁଣି ସଫା ହେଲେ ୩ ଆତଙ୍କବାଦୀ

ଶ୍ରୀନଗର,୧।୭: ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଜାରି ରହିଛି। ଟ୍ରାଲ ଅଞ୍ଚଳରେ ଜୈଶ-ଏ-ମହମ୍ମଦର ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ବିଳମ୍ବିତ ରାତିରେ ଏହି ଏନକାଉଣ୍ଟର ଆରମ୍ଭ...

ଚାଇନା ଆପ୍‌ ବ୍ୟାନ୍‌: ଟିକ୍‌ଟକ୍‌ ଖୋଲିଲେ ଆସୁଛି ଏଭଳି ନୋଟିସ୍‌

ନୂଆଦିଲ୍ଲୀ,୩୦।୬: ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ଘୋଷଣା କରିଛନ୍ତି। ଏପରିସ୍ଥଳେ ମଙ୍ଗଳବାର ସକାଳୁ ଗୁଗୁଲ୍‌ ପ୍ଲେ ଷ୍ଟୋରରୁ ଏହି ଆପ୍‌ଗୁଡ଼ିକୁ ହଟାଯାଇଛି। ଏଣୁ ଟିକ୍‌ଟକ୍‌ ମଧ୍ୟ କାମ କରୁ ନ ଥିବା ଦେଖିବାକୁ...

ମୋଦିଙ୍କ ଦୂରଦର୍ଶୀ ନିଷ୍ପତ୍ତିକୁ ସ୍ବାଗତ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୩୦।୬: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମ୍ବୋଧନ ପରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏନେଇ ସେ ଗୋଟିଏ ପରେ ଗୋଟିଏ ୪ଟି...

ମୋଦିଙ୍କୁ ଟକ୍କର ଦେଲେ ଦିଦି: ୨୦୨୧ ଜୁନ୍‌ ପର୍ଯ୍ୟନ୍ତ ମାଗଣାରେ ଦେବେ ରାଶନ

କୋଲକାତା,୩୦।୬: ଅନ୍‌ଲକ୍‌ ୨.୦ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୪ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ। ଏଥିରେ ସେ ଦେଶର ଗରିବ ଭଉଣୀ ଭାଇଙ୍କ ପାଇଁ ଆସନ୍ତା ନଭେମ୍ବର ମାସ ପର୍ଯ୍ୟନ୍ତ ମାଗଣାରେ ରାଶନ ଯୋଗାଇ...

ଭୋକରେ ରହିବେ ନାହିଁ ଦେଶର କୌଣସି ଗରିବ ଭଉଣୀ-ଭାଇ: ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହାସହ ଗୋଟିଏ ଦେଶ ଗୋଟିଏ ରାଶନ କାର୍ଡ କଥା ମଧ୍ୟ କହିଛନ୍ତି ମୋଦି। ଆଜି...

ଏହି ପତ୍ରକୁ ମେଥି ଶାଗ ଭାବି ଖାଇବା ପରେ ବେହୋସ୍‌ ପରିବାର ଲୋକେ

କନୌଜ,୩୦।୬: ପରିବାର ଲୋକ ହୁଅନ୍ତୁ କି ସାଙ୍ଗ କିମ୍ବା ସର୍ମ୍ପକୀୟଙ୍କ ସହ ବେଳେବେଳେ ଆମେ ମଜାକରେ କିଛି ଏଭଳି କରିଥାଉ, ଯାହା ପରବର୍ତ୍ତୀ ସମୟରେ ସେମାନଙ୍କୁ ଦୁଃଖ ଦେବା ସହିତ ତାଙ୍କୁ କ୍ଷତି ପହଞ୍ଚାଇଥାଏ। ଆଉ ଯେତେବେଳେ ଏହି କାର୍ଯ୍ୟକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri