ଜାତୀୟ

ମଞ୍ଚ ଉପରେ ନେତାଜୀଙ୍କ ନାଁ ଭୁଲିଗଲେ ଭାଜପା ଏମ୍‌ପି

ଭୋପାଳ,୨୪ ।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଭାରତୀୟ ଜନତା ପାର୍ଟି(ଭାଜପା) ବହୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଦେଖାଯାଇଥିଲା ।…

ସାକ୍ଷୀ ମହାରାଜଙ୍କ ବିବାଦୀୟ ମନ୍ତବ୍ୟ: ନେତାଜୀଙ୍କ ହତ୍ୟା ପଛରେ କଂଗ୍ରେସ ହାତ

ଉନ୍ନାଓ, ୨୪।୧: ସବୁବେଳେ ନିଜ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ରହୁଥିବା ଭାଜପା ଏମ୍‌ପି ସାକ୍ଷୀ ମହାରାଜଙ୍କୁ ନେଇ ଏବେ ଦେଶର ରାଜନୈତିକ ମହଲରେ ଉଷ୍ଣତା ବଢ଼ିବାରେ ଲାଗିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହତ୍ୟା ପଛରେ କଂଗ୍ରେସର ହାତ ଥିବା ସେ…

ତୈଳଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୨୪ ।୧: ତୈଳ ଦର ବୃଦ୍ଧିକୁ ନେଇ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ମୋଦି ଉଚ୍ଚ ମୁଦ୍ରାସ୍ପିତିକୁ ନ ଦେଖି ଟ୍ୟାକ୍ସ କଲେକଶନରେ ବ୍ୟସ୍ତ ରହିଛନ୍ତି । ଗ୍ୟାସ, ଡିଜେଲ,…

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀରେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ, ୨୪।୧: ଜାନୁୟାରୀ ୨୬ରେ ଦିଲ୍ଲୀ, ଅଯୋଧ୍ୟା ଏବଂ ବୋଧଗୟାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଆଧାରରେ ଦିଲ୍ଲୀକୁ ହାଇ ଆଲର୍ଟରେ ରଖାଯାଇଛି। ସୁରକ୍ଷା…

କୃଷକ ଆନ୍ଦୋଳନ: ଗୋଟିଏ ଗୋଡ଼ରେ ସାଇକେଲ ଚଲାଇ ପଞ୍ଜାବରୁ ଦିଲ୍ଲୀ ପହଞ୍ଚିଲେ ଜଗତାର

ନୂଆଦିଲ୍ଲୀ,୨୪ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ବିଭିନ୍ନ ସୀମାରେ ଭିନ୍ନ ଭିନ୍ନ ରାଜ୍ୟରୁ ଆସିଥିବା କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ଏମାନଙ୍କ ଦାବି ହେଲା ଯେପର୍ଯ୍ୟନ୍ତ କେନ୍ଦ୍ର ସରକାର ନୂଆ କୃଷି ଆଇନକୁ ଫେରାଇ…

ଜୟ ହିନ୍ଦ୍‌ କହିବା ଅବା ଜନ ଗଣ ମନ ଗାନ କରିବା ନୁହେଁ ରାଷ୍ଟ୍ରବାଦ: ଉପରାଷ୍ଟ୍ରପତି

ହାଇଦ୍ରାବାଦ୍‌,୨୪।୧: କେବଳ ଜୟ ହିନ୍ଦ୍‌ କହିବା ଅବା ଜନ ଗଣ ମନ ଗାନ କରିବା ରାଷ୍ଟ୍ରବାଦ ନୁହେଁ। ଦେଶର ସମସ୍ତ ଜନତାଙ୍କ ସୁଖ ସୁବିଧା ପ୍ରତି ଧ୍ୟାନ ଦେବା, କୌଣସି ଭେଦଭାବ ନ କରିବା ହିଁ ପ୍ରକୃତ ଜୟ ହିନ୍ଦ୍‌। ସେହିପରି…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଲାଲୁ

ନୂଆଦିଲ୍ଲୀ,୨୪।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡିର ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଶନିବାର ରାତିରେ ଏମ୍ସର କରୋନାରି କେୟାର ୟୁନିଟ୍‌ (ସିସିୟୁ)ରେ ଭର୍ତ୍ତି କରାଯାଇଛି। ଗୋ ଖାଦ୍ୟ ମାମଲାରେ…

ଜଳ ଯୁଦ୍ଧ ପାଇଁ ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୨୪।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଠାରେ ଜାଣିଶୁଣି ଚାଇନା ସୀମା ବିବାଦକୁ ଅଧିକ ସଙ୍କଟ ଜନକ କରୁଛି। ଇତିମଧ୍ୟରେ ଦୁଇପକ୍ଷଙ୍କ ମଧ୍ୟରେ ୮ଥର କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି। ତେବେ…

ଟ୍ରାକ୍ଟର ପରେଡକୁ ଅନୁମତି

ନୂଆଦିଲ୍ଲୀ, ୨୪।୧: ସାଧାରଣତନ୍ତ୍ର ଦିବସରେ ରାଜଧାନୀ ଦିଲ୍ଲୀରେ ୧୦୦ କିଲୋମିଟର ଟ୍ରାକ୍ଟର ପରେଡ୍‌ ପାଇଁ ଦିଲ୍ଲୀ ପୋଲିସ ଶନିବାର ଅନୁମତି ଦେଇଥିବା କୃଷକ ନେତାମାନେ ଦାବି କରିଛନ୍ତି। ଦିଲ୍ଲୀର ଗାଜିପୁର, ସିଙ୍ଘୁ ଏବଂ ଟିକ୍ରି ସୀମାରୁ ଏହି ଟ୍ରାକ୍ଟର ପରେଡ୍‌ ଆରମ୍ଭ…

ପାଳିରେ ହେଉ ୪ ରାଜଧାନୀ: ମମତା

କୋଲକାତା, ୨୪।୧: ଭାରତରେ ପାଳିକରି ୪ଟି ରାଜଧାନୀ ହେବା ଆବଶ୍ୟକ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ନେତାଜୀ ଜୟନ୍ତୀ ପାଳନ ଅବସରରେ ଏକ ସଭାକୁ ସମ୍ବୋଧିତ କରି ମମତା କହିଥିଲେ, ଭାରତରେ ଗୋଟିଏ ନୁହେଁ, ପାଳିକରି ୪ଟି ରାଜଧାନୀ…

୪ କୃଷକ ନେତାଙ୍କୁ ହତ୍ୟା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୨୪।୧(ପି.ଟି.): ୪ ଜଣ କୃଷକ ନେତାଙ୍କୁ ହତ୍ୟା କରିବା ସହ ଜାନୁୟାରୀ ୨୬ରେ ଦିଲ୍ଲୀରେ ହେବାକୁ ଥିବା ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଭଣ୍ଡୁର କରିବା ନିମନ୍ତେ ଷଡ଼ଯନ୍ତ୍ର ହେଉଥିବା ଶନିବାର ଆନ୍ଦୋଳନରତ ଚାଷୀ ସଂଗଠନର ନେତାମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର…

ଏଲ୍‌ଓସିରୁ ଏଲ୍‌ଏସି ଭାରତ ଶକ୍ତ

କୋଲକାତା,୨୪ା୧: ନିୟନ୍ତ୍ରଣରେଖା (ଏଲ୍‌ଓସି)ରୁ ନେଇ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ପର୍ଯ୍ୟନ୍ତ ସବୁଠି ଭାରତ ଶକ୍ତିଶାଳୀ ହେବାରେ ଲାଗିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୀବିତ ଥିଲେ ତାଙ୍କ ପଦାଙ୍କ ଅନୁସରଣ କରି ଏହା ସମ୍ଭବ ହୋଇପାରିଥିବା ଦେଖି ଗର୍ବ ଅନୁଭବ କରିଥାଆନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?