ଜାତୀୟ

ଟୁଇଟରକୁ ଚେତାବନୀ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୨ ।୧୦: ଭାରତର ଭୁଲ୍ ମାନଚିତ୍ର ଦେଖାଇବା ଅଭିଯୋଗରେ କେନ୍ଦ୍ର ସରକାର ଟୁଇଟରକୁ କଡା ଚେତାବନୀ ଦେଇଛନ୍ତି । ସରକାର କହିଛନ୍ତି ଦେଶର ସାର୍ବଭୌମତ୍ନ ଓ ଅଖଣ୍ଡତାକୁ ଅବମାନନା କରିବା ପାଇଁ ଟୁଇଟରର ପ୍ରାୟସ ଗ୍ରହଣୀୟ ନୁହେଁ । ଏହାପରେ ଟୁଇଟର…

ଝିଅଙ୍କ ବିବାହ ବୟସ ବୃଦ୍ଧି ଆଇନ ଦ୍ୱାରା ସାମାଜିକ-ଆର୍ଥିକ ବିକାଶ ସମ୍ଭବ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ମାତୃ ମୃତ୍ୟୁ ହାର ବଢ଼ିବାରେ ଲାଗିଛି। ତେବେ ଏହାକୁ ରୋକିବାରେ ଝିଅଙ୍କ ବିବାହ ବୟସ ବୃଦ୍ଧି ଆଇନ ସକ୍ଷମ ହେବ। ବିବାହ ବୟସ ବଢ଼ିଲେ ବହୁବିଧ ସାମାଜିକ ଆର୍ଥିକ ବିକାଶ ସମ୍ଭବ ହୋଇ ପାରିବ। ଭାରତୀୟ ଷ୍ଟେଟ୍‌…

ଦୁର୍ଗାପୂଜାରେ ନିର୍ବାଚନୀ ଶଙ୍ଖ ଫୁଙ୍କିଲେ ମୋଦି: ମିଶନ ପଶ୍ଚିମବଙ୍ଗ ଆରମ୍ଭ

ନୂଆଦିଲ୍ଲୀ, ୨୨।୧୦: ଦେଶରେ ଦ୍ରୁତ ଗତିରେ ମହିଳା ସଶକ୍ତି କରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୨୨ କୋଟି ମହିଳାଙ୍କ ପାଇଁ ବ୍ୟାଙ୍କରେ ସଞ୍ଚୟ ଖାତା ଖୋଲାଯାଇଛି। ସେହିପରି ମହିଳାଙ୍କୁ ସହଜ ସୁଧହାରରେ ଋଣ ଦେବା ଯୋଗୁ ମହିଳାଙ୍କ ବିକାଶ ସମ୍ଭବ…

ବାଲାକୋଟରେ ଆତଙ୍କବାଦୀଙ୍କ କଣ୍ଟ୍ରୋଲ୍‌ ରୁମ୍‌: ଭାରତରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୨୨।୧୦: ପାକିସ୍ତାନ ସୈନ୍ୟ ବିଭାଗ ପକ୍ଷରୁ ପୁଣି ଥରେ ବାଲାକୋଟରେ ଆତଙ୍କବାଦୀଙ୍କ ପାଇଁ କଣ୍ଟ୍ରୋଲ ରୁମ୍‌ ସ୍ଥାପନ କରାଯାଇଛି। ମୁଜାଫରାବାଦ ଦେଇ ଭାରତରେ ଅନୁପ୍ରବେଶ କରିବାକୁ ଆତଙ୍କବାଦୀଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭାରତ ପକ୍ଷରୁ…

ମହାରାଷ୍ଟ୍ରରେ କୌଣସି ମାମଲାର ଯାଞ୍ଚ ପୂର୍ବରୁ ସିବିଆଇକୁ ନେବାକୁ ପଡିବ ରାଜ୍ୟ ସରକାରଙ୍କ ଅନୁମତି

ମୁମ୍ବାଇ,୨୨ ।୧୦: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର କୌଣସି ମାମଲାର ଯାଞ୍ଚ ପାଇଁ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ସିବିଆଇକୁ ଦେଇଥିବା ସହମତିକୁ ପ୍ରତ୍ୟାହର କରି ନେଇଛନ୍ତି । ତେଣୁ ଏହାପରେ ରାଜ୍ୟର ଯେ କୌଣସି ମାମଲାର ତଦନ୍ତ ପାଇଁ ସିବିଆଇକୁ ରାଜ୍ୟ…

କରୋନା ସଂକ୍ରମିତ ମହିଳା ହସ୍ପିଟାଲରୁ ଲୁଚି ପଳାଇଲେ, ସ୍ବାମୀ କଲେ ନିଖୋଜ ଅଭିଯୋଗ

ନୂଆଦିଲ୍ଲୀ,୨୨।୧୦:ଗ୍ରେଟର କୈଲାଶ ଅଞ୍ଚଳରେ ରହୁଥିବା ଜଣେ କରୋନା ସଂକ୍ରମିତ ମହିଳା ଏମ୍ସରୁ ଫେରାର୍‌ ହୋଇ ମଧ୍ୟପ୍ରଦେଶର ମୁରୈନା ପଳାଇଯାଇଛନ୍ତି। ପୋଲିସକୁ ବିଭ୍ରାନ୍ତ କରିବାକୁ ସେ ନିଖୋଜ ଥିବା ଅଭିଯୋଗ କରିଛନ୍ତି ମହିଳାଙ୍କ ସ୍ବାମୀ। କିନ୍ତୁ ମାମଲାର ବିରୋଧ ହେବାରୁ ଏହି ମାମଲା…

ଗୁମର ଖୋଲିଲେ ଭାଜପା ନେତା: ବିମୁଦ୍ରୀକରଣ ସମୟରେ ସୁରଟରେ ହୋଇଥିଲା ୨ ହଜାର କୋଟିର ଦୁର୍ନୀତି

ନୂଆଦିଲ୍ଲୀ, ୨୨।୧୦: ଦେଶରେ ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ହୋଇଥିଲା। ଇତିମଧ୍ୟରେ ଏହାକୁ ବହୁ ବିତର୍କ ଜାରି ରହିଛି। ତେବେ ଭାଜପା ନେତା ପି.ଭି.ଏସ୍‌ ଶର୍ମାଙ୍କ ପକ୍ଷରୁ ସୋସିଆଲ ମିଡ଼ିଆରେ ଏସମ୍ପର୍କରେ କରାଯାଇଥିବା ଅଭିଯୋଗକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।…

ଜମ୍ମୁ-କଶ୍ମୀରରେ କଳା ଦିବସ ପାଳନ: ୭୩ ବର୍ଷ ତଳେ ପାକିସ୍ତାନ କରିଥିଲା ଆକ୍ରମଣ

ଶ୍ରୀନଗର, ୨୨।୧୦: ଗୁରୁବାର ଜମ୍ମୁ-କଶ୍ମୀରରେ କଳା ଦିବସ ପାଳନ କରାଯାଉଛି। ୭୩ ବର୍ଷ ତଳେ ୧୯୪୭ ଅକ୍ଟୋବର ୨୨ରେ ପାକିସ୍ତାନ ସୈନ୍ୟ କବାୟଲିଙ୍କ ସହିତ ମିଳିତ ହୋଇ ଏଠାରେ ଅବୈଧ ଭାବେ ପ୍ରବେଶ କରି ଲୁଟପାଟ କରିବା ସହିତ ହଣାକଟା ଆରମ୍ଭ…

ନିବେଶ ବୃଦ୍ଧି ପାଇଁ ୧୫ ଗ୍ଲୋବାଲ୍‌ ଫଣ୍ଡ୍‌ ହାଉସ୍‌ ସହିତ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ, ୨୨।୧୦: ଦେଶରେ ବିବେଶ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍‌ ଶୀଘ୍ର ୧୫ ଗ୍ଲୋବାଲ ଫଣ୍ଡ୍‌ ସାଉସ୍‌ର ପ୍ରତିନିଧିଙ୍କ ସହିତ ଆଲୋଚନା କରିବେ। ଏସମ୍ପର୍କରେ ଅର୍ଥ ବ୍ୟାପାର ବିଭାଗ ସଚିବ ତରୁଣ ବଜାଜ ସୂଚନା ଦେଇଛନ୍ତି। ଦେଶର ଭିତ୍ତିଭୂମି…

ବିହାର ବିଧାନସଭା ନିର୍ବାଚନରେ ଭାଜପାର ୧୧ ସଂକଳ୍ପ: ମାଗଣା କରୋନା ଟିକା-୧୯ଲକ୍ଷଙ୍କୁ ନିଯୁକ୍ତି

ପାଟନା, ୨୨।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୧ ସଂକଳ୍ପ ଥିବା ଘୋଷଣା ପତ୍ର ଗୁରୁବାର ଜାରି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ ଘୋଷଣା ପତ୍ର ଜାରି କରାଯାଇଛି। ଏହି ଅବସରରେ ରାଜ୍ୟ ଭାଜପା ଅଧ୍ୟକ୍ଷ ସଞ୍ଜୟ…

ଖୋଲିଲା ଅନ୍ତର୍ଜାତୀୟ ଝୁଲାପୋଲ ‘ଧାରଚୁଲା’: ପେନସନ ନେବାକୁ ଭାରତ ଆସିଲେ ୨୩୮ ନେପାଳ ନାଗରିକ

ଡେରାଡୁନ୍‌, ୨୨।୧୦: ଭାରତ ନେପାଳ ମଧ୍ୟରେ ଥିବା ଅନ୍ତର୍ଜାତୀୟ ଝୁଲାପୋଲ ‘ଧାରଚୁଲା’କୁ ୩ ଦିନ ପାଇଁ ଖୋଲା ଯାଇଛି। ଏହାକୁ ଶୁକ୍ରବାର ପୁଣି ବନ୍ଦ କରି ଦିଆଯିବ। ଭାରତରେ ଥିବା ନେପାଳର ନାଗରିକ ଏବଂ ନେପାଳରେ ବାସ କରୁଥିବା ଭାରତୀୟ ଏହି…

ନୌସେନାରେ ସାମିଲ ହେଲା କଓ୍ବରାତ୍ତିି

ବିଶାଖାପଟ୍ଟନମ୍‌, ୨୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ ଗୁରୁବାର ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ୍‌ ସ୍ଥିିତ ନାଭାଲ ଡକୟାର୍ଡରେ ନୌସେନାରେ ସାମିଲ କରାଯାଇଛି। ସେନା ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri