ଜାତୀୟ

ରାମଲୀଳା ପାଇଁ ଚାଲିଛି ପ୍ରସ୍ତୁତି, ମନୋଜ ତିଓ୍ବାରୀ କରିବେ ଅଭିନୟ

ନୂଆଦିଲ୍ଲୀ,୩୦।୮: କରୋନା ସମୟରେ ଦେଶରେ ସବୁ ମହୋତ୍ସବ ଫିକା ପଡିଯାଇଛି। ମାସ ମାସ ଧରି ଠପ୍‌ ହୋଇଯାଇଛି ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ। ଧୀରେ ଧୀରେ ସବୁକିଛି ସାଧାରଣ ହେବାକୁ ଲାଗିଛି। ଏବେ ରାମଲୀଳା ମଞ୍ଚସ୍ଥ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରବିବାର…

ଦୁର୍ନୀତିଗ୍ରସ୍ତ, ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବେ ମୋଦି ସରକାର

ନୂଆଦିଲ୍ଲୀ,୩୦।୮: ଦୁର୍ନୀତିଗ୍ରସ୍ତ ତଥା ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍‌ କରିବାକୁ ମୋଦି ସରକାର ବର୍ତ୍ତମାନ ପ୍ରସ୍ତୁତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଏଭଳି ସରକାରୀ କର୍ମଚାରୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଦୁର୍ନୀତିଗ୍ରସ୍ତ ତଥା ଅଯୋଗ୍ୟ କର୍ମଚାରୀଙ୍କୁ ବାଧ୍ୟତାମୂଳକ…

କରୋନା ଆକ୍ରାନ୍ତ ଜଣାପଡିବା ପରେ ଏମିତି ନିଷ୍ପତ୍ତି ନେଲେ ସମାଜବାଦୀ ପାର୍ଟି ନେତା

ବରେଲି,୩୦।୮: ବରେଲିର ଏସଆରଏମଏସ ମେଡ଼ିକାଲ କଲେଜରେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ସମାଜବାଦୀ ପାର୍ଟି ନେତା ରମଣ ଚୌଧୁରୀ ଦିଲ୍ଲୀ-ବରେଲି-ନୈନିତାଲ ରାଜପଥର ଏକ ଓଭରବ୍ରିଜରୁ ତଳକୁ ଡ଼େଇଁ ଆତ୍ମହତ୍ୟା କରିଛନ୍ତି। ଏହା ଏକ ଦୁର୍ଘଟଣା ହୋଇଥିବା ପୋଲିସ ସନ୍ଦେହ କରୁଥିଲେ…

ନିଟ୍‌, ଜେଇଇ ପରୀକ୍ଷାକୁ ବିରୋଧ କରୁଥିବା ଏହି ୯ ବର୍ଷୀୟା ଝିଅ କିଏ ଜାଣନ୍ତି କି

ମଣିପୁରର ଲିସିପ୍ରିୟା କଙ୍ଗୁଜାମଙ୍କୁ ମାତ୍ର ୯ ବର୍ଷ ବୟସ। କଲେଜରେ ପଢିବାକୁ ତାଙ୍କର ପ୍ରାୟ ୧୦ ବର୍ଷ ଅଛି, ତଥାପି ସେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷାକୁ ସ୍ଥଗିତ ରଖିବାକୁ ଦାବି କରୁଛନ୍ତି। ଏହି କୁନି ଆକ୍ଟିଭିଷ୍ଟ(ଜଳବାୟୁ ପରିବର୍ତ୍ତନ କାର୍ଯ୍ୟକର୍ତ୍ତା) କହିଛନ୍ତି…

ଆମେ କାହା ହାତରେ ଚାଲୁଥିବା କଣ୍ଡେଇ ନୁହେଁ: ଫାରୁଖ

ନୂଆଦିଲ୍ଲୀ,୩୦।୮: ପଡୋଶୀ ଦେଶ ପାକିସ୍ତାନ ଉପରେ ବର୍ଷିଛନ୍ତି ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନସର ନେତା ଫାରୁକ ଅବଦୁଲ୍ଲା। ସେ କହିଛନ୍ତି ସେମାନେ କାହାର ହାତରେ ଚାଲୁଥିବା କଣ୍ଢେଇ ନୁହେଁଁ। ପାକିସ୍ତାନ ସବୁବେଳେ ଜମ୍ମୁ କଶ୍ମୀରର ରାଜନୀତିକ ଦଳମାନଙ୍କୁ…

ସ୍ବାମୀ କରିଥିଲେ ଏମିତି କାମ, ରକ୍ତରେ ‘ଆଇ ଲଭ୍‌ ୟୁ ବାବୁ’ ଲେଖି ସ୍ତ୍ରୀ କଲେ…

କାନପୁର,୩୦।୮: ଉତ୍ତର ପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବତୀଙ୍କ ଆତ୍ମହତ୍ୟା ଖବର ଜଣାପଡିବା ପୋଲିସ ଘଟଣାସ୍ଥଳରୁ ଏକ ସୁଇସାଇଟ୍‌ ନୋଟ୍‌ ଜବତ କରିଛି। ନୋଟ୍‌ରେ ଆଇ ଲଭ୍‌ ୟୁ ବାବୁ ଲେଖାଯାଇଥିବାବେଳେ କ’ଣ ପାଇଁ…

ବିଳମ୍ବିତ ରାତିରେ ପାର୍ଟି କରୁଥିଲେ କିଛି ଯୁବତୀ, ଆଉ ତା’ ପରେ…

ଲକ୍ଷ୍ନୌ,୩୦ା୮: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାଠାରେ ବିନା ଅନୁମତିରେ ପାର୍ଟି କରୁଥିବା ୭ ବିଦେଶୀ ପୁରୁଷ ଏବଂ ୪ ବିଦେଶୀ ଯୁବତୀଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଛି। ରାତିରେ ଏହିମାନେ ବିନା ଅନୁମତିରେ ପାର୍ଟି କରୁଥିଲେ। ପୋଲିସ ଘଟଣାସ୍ଥଳରୁ ୭ ପୁରୁଷ…

ସିଲ୍‌ ହେଲା ଲତାଙ୍କ ଘର

ମୁମ୍ବାଇ,୩୦।୮: କରୋନା ମହାମାରୀ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇ ସାରିଛି। କରୋନା କବଳରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଆସି ଗଲେଣି। ବଲିଉଡ୍‌ ମହାନାୟକ ବିଗ୍‌ ବିଙ୍କଠାରୁ ଆରମ୍ଭ…

କୋହଲିଙ୍କ ଘରେ କରୋନା ସଂକ୍ରମଣ…

ବଲିଉଡ୍‌, ୩୦।୮: ବଲିଉଡ୍‌ ଅଭିନେତା ତଥା ‘ୟାରିୟାଁ’ ଫେମ୍‌ ହିଂମାଶ କୋହଲିଙ୍କ ଘରେ କରୋନା ସଂକ୍ରମଣ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ହିଂମାଶ ଏବେ ଦିଲ୍ଲୀରେ ପରିବାର ସହିତ ରହୁଛନ୍ତି। ତାଙ୍କ ପରିବାର ସଦସ୍ୟଙ୍କଠାରେ କରୋନାର ଲକ୍ଷଣ ପ୍ରକାଶ ପାଇଥିଲା। ଏହାପରେ ସମସ୍ତଙ୍କର…

କ୍ୱାରାଣ୍ଟାଇନ ସେଣ୍ଟରରେ କିଲୋ ପ୍ରତି ୫୮୦ ଟଙ୍କାରେ କିଣାଯାଇଛି ଟମାଟୋ

କାଙ୍କେର,୩୦।୮: ଛତିଶଗଡ଼ର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଟମାଟୋ କିଲୋପ୍ରତି ୫୮୦ ଟଙ୍କାରେ କିଣା ଯାଇଥିବା ଜଣାପଡିଛି। କାଙ୍କେର ଜିଲାର କ୍ୱାରାଣ୍ଟାଇନ ସେଣ୍ଟରରେ ଟମାଟୋର ଏହି ମହଙ୍ଗା ଦର ସ୍ଥାନୀୟ ଜନ ପ୍ରତିନିଧିଙ୍କ ଭ୍ରଷ୍ଟାଚାରକୁ ପଦାରେ ପକାଇଛି ବୋଲି କୁହାଯାଉଛି। ତେବେ ଏହି…

ଜେଇଇ-ନିଟ୍‌ ବଦଳରେ ଖେଳନା କଥା ଆଲୋଚନା କରୁଛନ୍ତି ମୋଦି: ରାହୁଲ

ନୂଆଦିଲ୍ଲୀ,୩୦।୮: ଏଥର ବି କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରବିବାର ମୋଦିଙ୍କ ‘ମନ କି ମାତ୍‌’ କାର୍ଯ୍ୟକ୍ରମ ସରିବା ପରେ ରାହୁଲ କହିଛନ୍ତି ମୋଦି ଏବେ ଜେଇଇ-ନିଟ୍‌ ବଦଳରେ ଖେଳନାକୁ ନେଇ ଚର୍ଚ୍ଚା…

ପିପିଇ କିଟ୍‌ ପିନ୍ଧି ଡାକ୍ତରଖାନା ଟଏଲେଟ୍‌ ସଫା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଭିଡିଓ ଭାଇରାଲ

ଚେନ୍ନାଇ,୩୦ା୮: ସରକାରୀ ଡାକ୍ତରଖାନାର ଟଏଲେଟ୍‌ ଅବସ୍ଥା କିପିର କରାଯାଏ ତାହା ଊଣା ଅଧିକେ ସମସ୍ତଙ୍କୁ ଜଣା। ଦେଶର ଅଧିକାଂଶ ସରକାରୀ ଡାକ୍ତରଖାନା ଅବସ୍ଥା ଏମିତି। ଏହି ସମୟରେ ପୁଡୁଚେରୀରେ ଥିବା ସରକାରୀ ଡାକ୍ତରଖାନାର ଚିତ୍ର ଲୋକଲୋଚନକୁ ଆସିଛି। ଯେତେବେଳେ ଖୋଦ୍‌ ସ୍ବାସ୍ଥ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri