ଚିନ୍ତାରେ କପିଲ
ନୂଆଦିଲ୍ଲୀ,୩୦।୮: କଂଗ୍ରେସର ନେତୃତ୍ୱ ପରିବର୍ତ୍ତନକୁ ନେଇ ଯେଉଁ ଚିଠି ଲେଖାଯାଇଥିଲା ଏବେ ପର୍ଯ୍ୟନ୍ତ ଏହାର ସମାଧାନ ହୋଇ ପାରୁନାହିଁ। ଚିଠି ଲେଖି ଥିବା କଂଗ୍ରେସ ନେତାଙ୍କ ମଧ୍ୟରେ ଜଣେ ଥିଲେ ବରିଷ୍ଠ ନେତା କପିଲ ଶିବଲ। ଏବେ ସେ ଏହାକୁ ନେଇ…
ଭିକାରିଙ୍କୁ ଚାକିରି ଦେବେ ରାଜ୍ୟ ସରକାର
ଜୟପୁର, ୩୦।୮: ଭିକାରିଙ୍କୁ ଚାକିରି ଦେବାକୁ ରାଜସ୍ଥାନ ସରକାର ଅଣ୍ଟା ଭିଡ଼ିଛନ୍ତି। ରାସ୍ତାଘାଟ, ପର୍ଯ୍ୟଟନସ୍ଥଳ, ଧର୍ମସ୍ଥଳ ଆଦିରେ ଭିକାରିଙ୍କ ଯୋଗୁ ଭିଡ଼ ସୃଷ୍ଟି ହେଉଛି। ତେଣୁ ଭିକାରିଙ୍କୁ କର୍ମନିଯୁକ୍ତି ଦେବା ଲାଗି ଯୋଜନା କରାଯାଉଛି। ଏନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ…
ପୁଣି ନୂଆ ବିପଦ: କରୋନା ଯୋଗୁ ପ୍ରଜନନ କ୍ଷମତା ହରାଇ ବସୁଛନ୍ତି ପୁରୁଷ !
ନୂଆଦିଲ୍ଲୀ, ୩୦।୮: କରୋନା ମହାମାରୀର ପ୍ରଭାବ ଯୋଗୁ ପରବର୍ତ୍ତୀ ସମୟରେ ନୂଆ ବିପଦ ଦେଖାଦେବାର ଆଶଙ୍କା ସୃଷ୍ଟି ହୋଇଛି। କରୋନା ପ୍ରଭାବରେ ପୁରୁଷ ପ୍ରଜନନ କ୍ଷମତା ହରାଇ ବସୁଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। କରୋନା ଆକ୍ରାନ୍ତ ପୁରୁଷଙ୍କର ଟେଷ୍ଟୋଷ୍ଟେରନ୍…
ଏକାଧିକ ଲଢ଼େଇ ଲଢୁଛି ଦେଶ: ମୋଦି
ନୂଆଦିଲ୍ଲୀ, ୩୦।୮: କରୋନା ମହାମାରୀ ସଙ୍କଟ ସମୟରେ ଦେଶ ଏକାଧିକ ଲଢ଼େଇ ଲଢୁଛି। ସୀମାରେ ଲଢ଼େଇ ସହିତ ଦେଶ ଭିତରେ ଆର୍ଥିକ କ୍ଷେତ୍ରକୁ ସୁଦୃଢ଼ କରାଯିବା ଲାଗି ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ ଆତ୍ମନିର୍ଭର ଭାରତ ଗଠନ ଅପରିହାର୍ଯ୍ୟ ହୋଇପଡ଼ିଛି। ଆତ୍ମନିର୍ଭର…
ହରିୟାଣାରେ ଆଉ ଲାଗୁ ହେବନି ଲକ୍ଡାଉନ
ଚଣ୍ଡିଗଡ଼,୩୦।୮: ହରିୟାଣାରେ ସପ୍ତାହର ଯେଉଁ ୨ ଦିନ ଲକ୍ଡାଉନ ନିୟମ ଲାଗୁ କରାଯାଉଥିଲା ଏବେ ସରକାର ଏହାକୁ ହଟାଇ ଦେଇଛନ୍ତି। ଏହି ସୂଚନା ହରିୟାଣାର ଗୃହମନ୍ତ୍ରୀ ଅନିଲ ବିଜ ଟୁଇଟ୍ କରି ଜଣାଇଛନ୍ତି। ସେ ଲେଖିଛନ୍ତି ଅନ୍ଲକ୍-୪ରେ କେନ୍ଦ୍ର ସରକାର ରାଜ୍ୟ…
କେବେ ନିର୍ବାଚନ ଲଢି ନ ଥିବା ନେତା ଏବେ ଦାବି କରୁଛନ୍ତି ନିର୍ବାଚନ ପାଇଁ: ଜାଖଡ
ନୂଆଦିଲ୍ଲୀ,୩୦।୮: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦଳରେ ପରିବର୍ତ୍ତନ କରିବାକୁ ନିକଟରେ ୨୩ ଜଣ କଂଗ୍ରେସ ନେତା ଚିଠି ଲେଖିଥିଲେ। ଯାହାକୁ ନେଇ ଆଜିବି ଚାଲିଛି ଆଲୋଚନା। ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ସୁନିଲ ଜାଖଡ ଚିଠି ଲେଖିଥିବା ନିଜ ଦଳୀୟ…
ପୁତ୍ର ମୋହରେ ଅନ୍ଧ କଂଗ୍ରେସ: ଦଳରେ ବାଡ଼ ଡିଆଁ ଆଶଙ୍କା ଘନଉଛି !
ନୂଆଦିଲ୍ଲୀ, ୩୦।୮: କଂଗ୍ରେସରେ ଘର କନ୍ଦଳ ଏବେ ପଦାକୁ ଆସିବାରେ ଲାଗିଛି। ଗାନ୍ଧୀ ପରିବାର ଉପରେ ଆଶ୍ରିତ କଂଗ୍ରେସ ଦଳରେ ଚାଲିଥିବା କାମଚଳା ନୀତି ଯୋଗୁ ବହୁ ସଦସ୍ୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅସନ୍ତୋଷ ଲାଗି ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଚିନ୍ତା…
୪ ସନ୍ତାନଙ୍କ ମା’ଙ୍କୁ ଭେଟିବାକୁ ଆସିଲେ ପ୍ରେମିକ: ବେଡ୍ରୁମ୍ରେ ଧରାପଡ଼ି ଖାଇଲେ ନିସ୍ତୁକ ମାଡ଼…
ପାଟନା, ୩୦।୮: ପ୍ରେମିକ ପ୍ରେମିକାଙ୍କୁ ଭେଟିବାକୁ ତାଙ୍କ ଶ୍ୱଶୁର ଘରକୁ ଆସି ହଟହଟା ହୋଇଛନ୍ତି। ପ୍ରେମିକା ୪ ସନ୍ତାନଙ୍କ ମା’। ଶ୍ୱଶୁର ଘର ଲୋକେ ପ୍ରେମିକଙ୍କୁ ବେଡ୍ରୁମ୍ରୁ ଘୋଷାଡ଼ି ଘୋଷାଡ଼ି ରାସ୍ତା ତଳେ ପକାଇ ବିଧା ଗୋଇଠା ସହିତ ନିସ୍ତୁକ ମାଡ଼…
ପୁଣି ରେକର୍ଡ କଲା କରୋନା: ୨୪ ଘଣ୍ଟାରେ ୭୮ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, ୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମଣ ପୁଣି ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪…
ଶୋ’ରୁମ୍ରେ ପଶି ଗୁଳି କଲେ ଅପରାଧୀ: ସିସିଟିଭି ଫୁଟେଜ୍ ଭାଇରାଲ…
ଚଣ୍ଡିଗଡ଼, ୩୦।୮: ଅପରାଧୀ ଏବେ ଆଉ ଆଇନ ବ୍ୟବସ୍ଥାକୁ ଭ୍ରୁକ୍ଷେପ କରୁ ନାହାଁନ୍ତି। ହରିୟାଣାରେ ଘଟିଥିବା ଏକ ହତ୍ୟା ଘଟଣା ଏହାର ଉଦାହରଣ ପାଲଟିଛି। ସ୍ଥାନୀୟ ଯମୁନାନଗରର ଓ୍ବାର୍କଶପ୍ ରୋଡ୍ରେ ଶୋ’ରୁମ୍ରେ ବସିଥିବା ଜଣେ ବ୍ୟବସାୟୀଙ୍କୁ ଦୁଇଜଣ ଅପରାଧୀ ଗୁଳି କରି…
ସିଆର୍ପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ଆକ୍ରମଣ: ଜଣେ ଯବାନ ଶହୀଦ୍, ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୩୦।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ ଜାରି ରହିଛି। ଶନିବାର ବିଳମ୍ବିତ ରାତ୍ରରେ ସିଆର୍ପିଏଫ୍ ପାଟ୍ରୋଲିଂ ଟିମ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ଏନ୍କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗର…
କରୋନା ରୋଗୀଙ୍କ ଫୁସ୍ଫୁସ୍ ପ୍ରତିରୋପଣ
ଚେନ୍ନାଇ, ୩୦ା୮: ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଜଣେ ୪୮ ବର୍ଷୀୟ କରୋନା ରୋଗୀଙ୍କ ଫୁସ୍ଫୁସ୍କୁ ସଫଳତାର ସହ ପ୍ରତିରୋପଣ କରାଯାଇଛି। ଉକ୍ତ ରୋଗୀଙ୍କ ଫୁସ୍ଫୁସ୍ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିଲା। ଜଣେ କରୋନା ରୋଗୀଙ୍କ ଫୁସ୍ଫୁସ୍ ପ୍ରତିରୋପଣ କରାଯିବା ଏସିଆରେ…
Archives


