ଯୋଗୀଙ୍କ ମିଶନ ଶକ୍ତି ଯୋଜନା: ୨ ଦିନରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ, ୨୦ଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ
ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମିଶନ ଶକ୍ତି ଯୋଜନାର ଲୋକାର୍ପଣ କରିବାର ୨ ଦିନ ମଧ୍ୟରେ ୧୪ ବଳାତ୍କାର ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ କରାଯାଇଛି। ସେହିପରି ୨୦ ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ କରାଯାଇଛି। ଯୋଗୀ ରାଜ୍ୟରେ…
ଡନ୍ଙ୍କୁ ଏନ୍କାଉଣ୍ଟର ଭୟ: ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ମୁକ୍ତାର ଅନସାରି
ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶର ଡନ୍ ତଥା ବହୁଜନ ସମାଜବାଦୀ ପାର୍ଟି ବିଧାୟକ ମୁକ୍ତାର ଅନସାରି ଏବେ ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ହେଉଛନ୍ତି। ରାଜ୍ୟରେ ଏନ୍କାଉଣ୍ଟର କରାଯିବା ଭୟରେ ସେ ଏଭଳି କରୁଥିବ ଚର୍ଚ୍ଚା ହେଉଛି। ଅପରାଧୀଙ୍କୁ ଏନ୍କାଉଣ୍ଟର କରିବା ଲାଗି…
କରୋନା ଭାଇରସ: ଭାରତକୁ ପ୍ରଶଂସା କଲେ ବିଲ୍ ଗେଟ୍ସ
ନୂଆଦିଲ୍ଲୀ,୨୦ ।୧୦: ବିଶ୍ୱର ନାମୀ ଉଦ୍ଦ୍ୟୋପତି ତଥା ସପ୍ଟୱେୟାର କମ୍ପାନୀ ମାଇକ୍ରୋସପ୍ଟର ସହ-ସଂସ୍ଥାପକ ବିଲ୍ ଗେଟ୍ସ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି । କରୋନା ମହାମାରୀ ଲଢେଇରେ ଭାରତର ଯୋଗଦାନକୁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରାଣ୍ଡ…
ବିହାର ବିଧାନସଭା ନିର୍ବାଚନ: ମାଓବାଦୀଙ୍କ ଟାର୍ଗେଟ୍ରେ ବଡ଼ ନେତା
ପାଟନା, ୨୦।୧୦: ବିହାରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ତେବେ ଗୋଇନ୍ଦା ବିଭାଗ ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗୋଇନ୍ଦା…
କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ
ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ ଜଣାପଡିଥିଲା । ଏବେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)…
ଶୋପିଆନ୍ରେ ଏନ୍କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୨୦।୧୦: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା ମିଳିଛି। ଶୋପିଆନ୍ର ମଲହୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ହୋଇଥିବା ସର୍ଚ୍ଚ ଅପରେଶନ୍ରେ ୨ ଆତଙ୍କବାଦୀଙ୍କୁ ଏନ୍କାଉଣ୍ଟର କରାଯାଇଛି। ସେମାନଙ୍କଠାରୁ ଏ.କେ-୪୭ ରାଇଫଲ ଏବଂ ପିସ୍ତଲ ଜବତ କରାଯାଇଛି। ଏଠାରେ ଆତଙ୍କବାଦୀ…
କୃଷି ଆଇନ୍କୁ ବିରୋଧ କରି ବିଧାନସଭାରେ ରାତିରେ ଶୋଇଲେ ଏଏପି ବିଧାୟକ
ଚଣ୍ଡିଗଡ଼, ୨୦।୧୦: କୃଷି ଆଇନକୁ ବିରୋଧ କରି ପଞ୍ଜାବ ବିଧାନସଭାରେ ପ୍ରଦର୍ଶନ ଜାରି ରହିଛି। ଆମ୍ ଆଦ୍ମୀ ପାର୍ଟି(ଏଏପି)ର ବିଧାୟକମାନେ ସୋମବାରଠାରୁ ଧାରଣାରେ ବସିଛନ୍ତି। ସୋମବାର ରାତିରେ ସେମାନ ବିଧାନସଭା ଭିତରେ କଟାଇଛନ୍ତି। ଏଏପି ବିଧାୟକଙ୍କ ଧାରଣା ନେଇ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍…
ନଭେମ୍ବର-ଡିସେମ୍ବରରେ ଭୟରେ ଥରିବ ଚାଇନା
ନୂଆଦିଲ୍ଲୀ, ୨୦।୧୦: ନଭେମ୍ବର ଏବଂ ଡିସେମ୍ବର ମାସରେ ଚାଇନା ଭୟରେ ଥରିବ ବୋଲି କୁହାଯାଉଛି। ନଭେମ୍ବରରେ ବଙ୍ଗୋପ ସାଗର ଏବଂ ଆରବ ସାଗରରେ ମାଲାବାର ନୌସେନା ଯୁଦ୍ଧାଭ୍ୟାସ କରାଯିବ। ଏଥିରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆ ଯୋଗଦେବେ। ଏହି ଯୁଦ୍ଧାଭ୍ୟାସରେ…
ପରସ୍ପରର ନିକଟତର ହେଉଛନ୍ତି ଚିରାଗ-ତେଜସ୍ୱୀ!
ପାଟନା,୨୦ ।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ଠାରୁ ଅଲଗା ହେବାପରେ ଲୋଜ ଜନଶକ୍ତି ପାର୍ଟି(ଏଲ୍ଜେପି) ଏବେ ମହାମମଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଜେତସ୍ୱୀ ଯାଦବଙ୍କ ନିକଟତର ହେଉଥିବା କୁଯାହାଉଛି । ଏଲ୍ଜେପି ଅଧ୍ୟକ୍ଷ ଚିରାଗ ପାଶୱାନ ଓ ଆର୍ଜେଡି ନେତା ତେଜସ୍ୱୀ ଯାଦବ ଯେଉଁଭଳି…
ଫେବୃୟାରୀ ବେଳକୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁବ ୬୫ କୋଟି
ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳରେ କେନ୍ଦ୍ରୀୟ ସରକାରୀ କମିଟି ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ନେଇ ଲୋକ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଫେବୃୟାରୀ ବେଳକୁ ଦେଶରେ କରୋନା…
ଏମ୍ପିଙ୍କୁ ଫୋନ୍ କରି ସାହାଯ୍ୟ ମାଗିବାରୁ କହିଲେ, ମୁଁ ତୁମ ପିତାଙ୍କ ଚାକର ନୁହେଁ
ଲକ୍ଷ୍ନୌ,୨୦।୧୦: ଉତ୍ତରପ୍ରଦେଶର ପିଲିଭିତର ଭାଜପା ଏମ୍ପି ବରୁଣ ଗାନ୍ଧୀଙ୍କ ଏକ ଅଡିଓ ଭାଇରାଲ ହୋଇଛି। ଏହି ଅଡିଓରେ ବରୁଣ ଗାନ୍ଧୀ ଜଣେ ବ୍ୟକ୍ତିଙ୍କୁ ଗାଳି ଦେଉଥିବାର ଶୁଣିବାକୁ ମିଳୁଛି। ପରେ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ବରୁଣଙ୍କ ସାହାଯ୍ୟ ପାଇଁ ଫୋନ୍ କରିଥିବା…
ବନ୍ଧୁକ ଦେଖାଇ ଦଳିତ ଯୁବତୀଙ୍କୁ ଗଣବଳାତ୍କାର
କାନପୁର, ୨୦ା୧୦: ଉତ୍ତରପ୍ରଦେଶ (ୟୁପି)ରେ ଗଣବଳାତ୍କାର ଘଟଣା ଥମିବାର ନଁା ନେଉନାହିଁ। ହାଥ୍ରସ, ବାରବାଙ୍କି, ବଲିଆରେ ଗଣବଳାତ୍କାର ଘଟଣାକୁ ନେଇ ସମାଲୋଚନାର ସ୍ବର ଲମ୍ବି ଚାଲିଥିବାବେଳେ ଏବେ କାନପୁର ନେହାଟ୍ରେ ଜଣେ ଦଳିତ ଯୁବତୀ (୨୨)ଙ୍କୁ ବନ୍ଧୁକ ଦେଖାଇ ୨ ଯୁବକ…
Archives


