ଜାତୀୟ

୫ ବର୍ଷରେ ଦେଶରେ ୧୫ ଏମ୍ସ୍‌-୬ ଆଇଆଇଟି ସ୍ଥାପିତ ହୋଇଛି: ମୋଦି

ନୂଆଦିଲ୍ଲୀ, ୧୯।୧୦: ଗତ ୫ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଉଚ୍ଚଶିକ୍ଷା କ୍ଷେତ୍ରରେ ବହୁ ବିକାଶ କାର୍ଯ୍ୟ କରିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ଦେଶରେ ୧୫ଟି ନୂଆ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ୍‌) ସ୍ଥାପିତ ହୋଇଛି। ସେହିପରି ୬ଟି ଭାରତୀୟ ପ୍ରାଦ୍ୟୋଗିକ…

କମଲନାଥଙ୍କ ଉପରେ ବର୍ଷିଲେ ଶିବରାଜ କହିଲେ କଂଗ୍ରେସରେ ଭରି ରହିଛି ଅହଂକାର

ଇନ୍ଦୋର,୧୯ ।୧୦: ମଧ୍ୟପ୍ରଦେଶ ଉପନିର୍ବାଚନ ପୂର୍ବରୁ ରାଜ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ବୟାନକୁ ନେଇ ବିବାଦ ମୁଣ୍ଡ ଟେକିଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ୨ ଘଣ୍ଟା ପାଇଁ ସାଙ୍କେତିକ ମୌନ ବ୍ରତ ରଖିଛନ୍ତି ।…

ଦୂର୍ଗା ମଣ୍ଡପରେ ପୂଜାପାଇବେ ପ୍ରବାସୀ ମହିଳା ଶ୍ରମିକଙ୍କ ପ୍ରତିମୂର୍ତ୍ତି

କୋଲକାତା, ୧୯।୧୦: ମହାମାରୀ କରୋନା ସମୟରେ ସବୁଠାରୁ ଅଧିକ କଷ୍ଟ ସହିବାକୁ ପଡ଼ିଥିଲା ପ୍ରବାସୀ ଶ୍ରମିକଙ୍କୁ। ସେମାନଙ୍କୁ ନିଜ ଘରକୁ ଫେରିବା ପାଇଁ ଶହ ଶହ କିଲୋମିଟର ଚାଲିବାକୁ ପଡ଼ିଥିଲା। ଏହି ସମୟରେ ସେମାନଙ୍କ ଗୋଡ଼ ଫାଟିଯାଉଥିବା ବେଳେ ପୋଲିସ ଠାରୁ…

୭ମାସ ପରେ ଖୋଲିଲା ସ୍କୁଲ

ଲକ୍ଷ୍ନୌ/ଚଣ୍ଡିଗଡ଼, ୧୯।୧୦: ଦୀର୍ଘ ୭ ମାସ ପରେ ପଞ୍ଜାବ ଏବଂ ଉତ୍ତରପ୍ରଦେଶରେ ସୋମବାର ସ୍କୁଲ ଖୋଲିଛି। ସରକାରୀ ମାର୍ଗଦର୍ଶିକାକୁ ପାଳନ କରାଯାଇ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲକୁ ଆସିବାକୁ ଅନୁମତି ପ୍ରଦାନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା…

ଚିରାଗଙ୍କୁ ସମର୍ଥନ କଲେ ତେଜସ୍ୱୀ

ପାଟନା,୧୯ ।୧୦: ଆସନ୍ତା ୨୮ ତାରିଖରେ ବିହାରରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ସମୟ ଯେତିକି ପାଖେଇ ଆସୁଛି ରାଜନୀତି ବି ସେତିକି ସରଗରମ ହେଉଛି । ଏହି କ୍ରମରେ ସୋମବାର ଜେଡିୟୁ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ନୀତୀଶ…

ହାଥରସ୍‌ ମାମଲା: ଘଟଣା ଘଟିଥିବା ଜମିର ମାଲିକ ମାଗିଲେ କ୍ଷତି ପୂରଣ

ଲକ୍ଷ୍ନୌ, ୧୯।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାରେ ପ୍ରତିଦିନ ନୂଆ ନୂଆ ଖବର ଆସିବାରେ ଲାଗିଛି। ବଳାତ୍କାର ଘଟଣା ଘଟିଥିବା ଚାଷ ଜମିରେ ଏବେ ଫସଲ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି। ଏନେଇ ସମ୍ପୃକ୍ତ ଜମି ମାଲିକ ଏବେ କ୍ଷତି ପୂରଣ ମାଗିଛନ୍ତି।…

ଭୁଲ ଟୁଇଟ୍‌କୁ ନେଇ ଉତ୍ତେଜନା: ଜମ୍ମୁ-କଶ୍ମୀରକୁ ଚାଇନାର ଅଂଶ ବୋଲି ଦର୍ଶାଯାଇଛି

ନୂଆଦିଲ୍ଲୀ, ୧୯।୧୦: ଟୁଇଟରରେ ଏକ ଭୁଲ ଟୁଇଟ୍‌ ନେଇ ଦେଶରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ନୀତୀନ ଏ. ଗୋଖଲେ ଟୁଇଟର ହ୍ୟାଣ୍ଡେଲରୁ ଅପଲୋଡ଼ କରାଯାଇଛି ଯେ, ଜମ୍ମୁ-କଶ୍ମୀରକୁ ଚାଇନାର ଅଂଶ ବୋଲି ଦର୍ଶାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଟୁଇଟର୍‌…

ମୃତ୍ୟୁ ପୂର୍ବରୁ ନିଜର ଶୋକ ବାର୍ତ୍ତା ଲେଖି ଚର୍ଚ୍ଚାକୁ ଆସିଲେ ବ୍ୟକ୍ତି

ଚେନ୍ନାଇ,୧୯ ।୧୦: ଜୀବନ ତାକୁ କୁହାଯାଏ ଯେତେବେଳେ ଜଣେ କିଛି ଯୋଜନା ପ୍ର୍‌ସ୍ତୁତିରେ ବ୍ୟସ୍ତ ରହିଯାଏ । ଜନ ଲେନନଙ୍କ ଏହି ଉକ୍ତି ଚେନ୍ନାଇରେ ରହୁଥିବା ସେପ୍ଟୁନରିୟମ ଏଜ୍ଜି ଉମା ମହେଶଙ୍କର ବୋଲି ଏବେ କୁହାଯାଉଛି । ଗତ ଶୁକ୍ରବାର ୭୨…

ଉପନିର୍ବାଚନ ପୂର୍ବରୁ ବାକ୍‌ଯୁଦ୍ଧ: କମଳନାଥଙ୍କୁ କଳଙ୍କନାଥ କହିଲେ ଇମର୍ତି ଦେବୀ

ଭୋପାଳ, ୧୯।୧୦: ମଧ୍ୟପ୍ରଦେଶରେ ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ଦିନ ପାଖେଇ ଆସୁଛି। ଏପରି ସ୍ଥଳେ କଂଗ୍ରେସ ଏବଂ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ବଢ଼ିବାରେ ଲାଗିଛି। ଏହି ମର୍ମରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଭାଜପା ସଦସ୍ୟା ତତା ମନ୍ତ୍ରୀ ଇମର୍ତି ଦେବୀ…

ସୀମା ବିବାଦ: ଆସାମ-ମିଜୋରାମରେ ଜଳାପୋଡ଼ା

ନୂଆଦିଲ୍ଲୀ, ୧୯।୧୦: ସୀମା ବିବାଦକୁ ନେଇ ଆସାମ ଏବଂ ମିଜୋରାମରେ ଦୁଇଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିବା ସହିତ ବ୍ୟାପକ ଜଳାପୋଡ଼ା ଘଟିଛି। ଦୁଇ ରାଜ୍ୟରର ସୀମାବର୍ତ୍ତୀ ଅଞ୍ଚଳ ଏପରି ଘଟିଛି। ଏସମ୍ପର୍କରେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ମହିଳା ମନ୍ତ୍ରୀଙ୍କ ଅପମାନ ସହି ପାରିଲେନି ଶିବରାଜ

ଭୋପାଳ,୧୯ ।୧୦: ମଧ୍ୟପ୍ରଦେଶରେ ୨୫ରୁ ଊର୍ଦ୍ଧ୍ୱ ଆସନରେ ଉପନିର୍ବାଚନ ହେବାକୁ ଯାଉଛି । ଏହାପରେ ଜଣାପଡିବ ଶାସନ ଭାର କାହା ହାତରେ ରହିବ । ଏହି ଉପନିର୍ବାଚନକୁ ନେଇ ପ୍ରଚାର ମଧ୍ୟ ଜୋର ଧରିଛି । ଆଉ ଏହାରି ଭିତରେ ରାଜନେତାମାନେ…

ଭାରତରେ ପାକିସ୍ତାନଠାରୁ ବି ଖରାପ ସ୍ଥିତି

ନୂଆଦିଲ୍ଲୀ,୧୯ା୧୦: ସରକାର ଯୋଜନା ପରେ ଯୋଜନା ଗଢ଼ୁଛନ୍ତି। କିନ୍ତୁ ସେଗୁଡ଼ିକର ସୁବିଧା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁନାହିଁ। ଦୁର୍ନୀତି ଓ ବାଟମାରଣା ଯୋଗୁ ଭାରତରେ ଅନାହାର ଓ କୁପୋଷଣ ବଢ଼ିବାରେ ଲାଗିଛି। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri