ଜାତୀୟ

ନୂତନବର୍ଷ ଆରମ୍ଭରେ ଉପଲବ୍ଧ ହେବ କରୋନା ଟିକା: ୧୦ ବର୍ଷ ପର୍ଯ୍ୟନ୍ତ ରହିବ ଏହାର ପ୍ରଭାବ

ନୂଆଦିଲ୍ଲୀ,୧୮ା୧୦: କରୋନା ଭୂତାଣୁରେ ପରିବର୍ତ୍ତନ ହୋଇଥିଲେ ମଧ୍ୟ ଏହା ପାଇଁ ପ୍ରସ୍ତୁତ ଟିକା ଦୀର୍ଘ ସମୟ ପର୍ଯ୍ୟନ୍ତ ପ୍ରଭାବଶାଳୀ ରହିବ ବୋଲି ଆଇସିଏମ୍‌ଆରର ମହାନିର୍ଦ୍ଦେଶକ ଡକ୍ଟର ବଳରାମ ଭାର୍ଗବ କହିଛନ୍ତି। ଏହି ପରିବର୍ତ୍ତନକୁ ସେ ‘ଡ୍ରଫ୍ଟସ’ (ସାମାନ୍ୟ ପରିବର୍ତ୍ତନ) ବୋଲି କହିଛନ୍ତି।…

ସିଂହର ଲାଇଭ୍‌ ଶୋ’ କରୁଥିଲେ କିଛି ବ୍ୟକ୍ତି, ଆଉ ତା’ ପରେ…

ଗାନ୍ଧିନଗର,୧୮ା୧୦: ଆଜିକାଲି ଲୋକମାନେ ନିଜର ସଉକ ପାଇଁ କିଛି ବି କରିବାକୁ ପଛାଉନାହାନ୍ତି। ବେଳେବେଳେ ଏହି ସଉକ ପାଇଁ ଜେଲ୍‌ ଯିବା ଏପରିକି ଜୀବନ ମଧ୍ୟ ଯାଉଥିବା ଅନେକ ନଜିର ରହିଛି। ଏବେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ଗୁଜରାଟର…

ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଚେନ୍ନାଇ, ୧୮।୧୦: ଡିଆର୍‌ଡିଓକୁ ରବିବାର ପୁଣି ଏକ ସଫଳତା ମିଳିଛି। ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ରୁଏଜ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ସମ୍ପନ୍ନ ହୋଇଛି। ଆଇଏନ୍‌ଏସ୍‌ ଚେନ୍ନାଇରେ ଏହାର ପରୀକ୍ଷଣ କରାଯାଇଛି। ଆରବ ସାଗରରେ ଏହା ଲକ୍ଷ୍ୟଭେଦ କରିଥିବା ଡିଆର୍‌ଡିଓ ପକ୍ଷରୁ ସୂଚନା ଦିଆଯାଇଛି।…

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଗ୍ରେନେଡ୍‌ ମାଡ଼ କଲେ ଆତଙ୍କବାଦୀ

ଶ୍ରୀନଗର, ୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଜାରି ରହିଛି। ଏଥିରେ ଭୟଭୀତ ହୋଇ ଆତଙ୍କବାଦୀମାନେ ବିଭିନ୍ନ ରଣନୀତି ଆପଣାଉଛନ୍ତି। ଅପରେଶନ୍‌ରେ ବାଧା ସୃଷ୍ଟି କରାଇବା ଲାଗି ଆତଙ୍କବାଦୀମାନେ ପୁଲଓ୍ବାମା ଜିଲାରେ ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ରବିବାର ପୂର୍ବାହ୍ନ ୧୧ଟା…

ଅନ୍‌ଲାଇନରେ ପାଠ ପଢି ପାରୁ ନ ଥିବା ପିଲାଙ୍କୁ ଶିକ୍ଷାଦାନ କରୁଛନ୍ତି କନଷ୍ଟେବଳ

ନୂଆଦିଲ୍ଲୀ,୧୮ ।୧୦: କରୋନା ମହାମାରୀ ପରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏବେ ପିଲାମାନଙ୍କୁ ଅନ୍‌ଲାଇନରେ ପାଠପଢାଯାଉଛି । ଏତିକି ବେଳେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ରାଜଧାନୀ ଦିଲ୍ଲୀର କନଷ୍ଟେବଳ ଥାନ ସିଂ । ରେଡ ଫୋର୍ଟ ଅଞ୍ଚଳରେ…

ବଲିଆ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ୩ ଦିନ ପରେ ଗିରଫ

ଲକ୍ଷ୍ନୌ, ୧୮।୧୦: ଉତ୍ତରପ୍ରଦେଶ ବଲିଆରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଧିରେନ୍ଦ୍ର ପ୍ରତାପ ସିଂଙ୍କୁ ୩ ଦିନ ପରେ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିବାକୁ ସକ୍ଷମ ହୋଇଛନ୍ତି। ଜନେଶ୍ୱର ମିଶ୍ର ପାର୍କ ଅଞ୍ଚଳରୁ ଧିରେନ୍ଦ୍ରଙ୍କୁ ରବିବାର ଭୋର୍‌ ସମୟରେ ଗିରଫ…

ପ୍ରାର୍ଥୀଙ୍କ ବିଶ୍ୱାସ ଗର୍ଭସ୍ଥ ସନ୍ତାନ ଦେବ ବିଜୟ

ପାଟନା,୧୮ ।୧୦: ବିହାର ବିଧାନସଭା ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ସବୁ ପ୍ରାର୍ଥୀ ବିଜୟ ଲକ୍ଷ୍ୟ ହାସଲରେ ଲାଗି ପଡିଛନ୍ତି । ଏତିକିବେଳେ ଜେଡିୟୁର ଜଣେ ମହିଳା ପ୍ରାର୍ଥୀ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଶୁଷୁମ୍ଲତା କୁଶାବାହା ଗର୍ଭବତୀ…

ସାତ ଶହ କରୋନା ସଂକ୍ରମିତ ପ୍ରସୂତିଙ୍କ ପ୍ରସବ କରାଇ ରେକର୍ଡ କଲା ମୁମ୍ବାଇର ଏକ ହସ୍ପିଟାଲ

ମୁମ୍ବାଇ,୧୮ ।୧୦: କରୋନା ମହାମାରୀ ସମୟରେ ସୁରକ୍ଷିତ ପ୍ରସବ ଉଭୟ ପ୍ରସୂତି ଓ ଡାକ୍ତରଙ୍କ ପାଇଁ ଚ୍ୟାଲେଞ୍ଜ ପାଲଟି ଯାଇଛି । ଏଥିରେ ଉଭୟ ମା’ ଓ ଶିଶୁ ଉଭୟଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଜରୁରୀ । ତେବେ ଏହି…

ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା: ରାଜ୍ୟରେ ଅପରାଧୀଙ୍କୁ ଦିଆଯାଉଛି ସୁରକ୍ଷା

ଲକ୍ଷ୍ନୌ, ୧୮।୧୦: ଉତ୍ତରପ୍ରଦେଶର ଆଇନ ବ୍ୟବସ୍ଥା ନେଇ କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ସରକାର ରାଜ୍ୟରେ ଝିଅ ବୋହୂଙ୍କୁ ସୁରକ୍ଷା ନ ଦେଇ…

ଗ୍ରେଟର ନୋଏଡ଼ା ଆକାଶରେ ଏଲିଅନ୍‌: ଲୋକେ ଆତଙ୍କିତ !

ନୋଏଡା, ୧୮।୧୦: ଆକାଶରେ ଲାଲ୍‌ ରଙ୍ଗର ଏଲିଅନ୍‌ ନେଇ ଉତ୍ତରପ୍ରଦେଶ ଗ୍ରେଟର ନୋଏଡ଼ା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ସ୍ଥାନୀୟ ଦଙ୍କୌର ଅଞ୍ଚଳର ପାରସୌଲ ଗାଁରେ ଲୋକ ଏଭଳି ଏକ ଅଜବ ପ୍ରାଣୀ ଆକାଶରୁ ଖସି ଗାଁ କେନାଲ ଗଛପତ୍ର…

ଭାରତୀୟ ସୀମାରେ କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା

ଲେହ, ୧୮।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଦୁଇପକ୍ଷଙ୍କ ମଧ୍ୟରେ ଶାନ୍ତି ଆଲୋଚନା ଉଦ୍ୟମ ବିଫଳ ହେଉଥିବାରୁ ଯୁଦ୍ଧ ଆଶଙ୍କା ଘନିଭୂତ ହେବାରେ ଲାଗିଛି। ଏପରିସ୍ଥଳେ ଚାଇନା ଭାରତ ସୀମାରେ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି।…

‘ଟିକା ଯୋଗାଣ ପ୍ରକ୍ରିୟା ତ୍ୱରାନ୍ବିତ କର’

ନୂଆଦିଲ୍ଲୀ, ୧୮ା୧୦: ନିର୍ବାଚନ ଓ ପ୍ରକୃତିକ ଦୁର୍ବିପାକ ସମୟରେ ଯେଭଳି ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଏ, କରୋନା ଟିକା ଯୋଗାଣ କ୍ଷେତ୍ରରେ ସେହିଭଳି ପ୍ରକ୍ରିୟା ଜାରି ରହିବା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଶନିବାର କରୋନା ଟିକା ପ୍ରସ୍ତୁତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri