ଡରାଇଲାଣି କରୋନା: ଗୋଟିଏ ଦିନରେ ସର୍ବାଧିକ ୧୬,୯୨୨ ସଂକ୍ରମିତ
ନୂଆଦିଲ୍ଲୀ,୨୫।୬: ଦେଶରେ କରୋନା ସ୍ଥିତି ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ଯଦିଓ ଲକ୍ଡାଉନ ପରେ ଲୋକେ କରୋନା ଭାଇରସକୁ ସାମାନ୍ୟ ହାଲ୍କା ଭାବେ ଗ୍ରହଣ କରୁଛନ୍ତି ତଥାପି ଏହା ବେଳକୁ ବେଳ ତା’ର କାୟା ବିସ୍ତାର କରିବାରେ ଲାଗିଛି।...
ଜୁନ୍ ୨୪ ସୁଦ୍ଧା ପରୀକ୍ଷା ହେଲାଣି ୭୫ ଲକ୍ଷ ନମୁନା: ଆଇସିଏମ୍ଆର୍
ନୂଆଦିଲ୍ଲୀ,୨୫।୬: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢି ଚାଲିଥିବା ବେଳେ ଏହାର ନମୁନା ପରୀକ୍ଷା ଯେତେଶୀଘ୍ର ହୋଇ ପାରିବ ସେତେଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ଚିକିତ୍ସା ମଧ୍ୟ କରାଯାଇ ପାରିବ ବୋଲି କୁହାଯାଉଛି। ତେଣୁ ଦେଶରେ...
ପତଞ୍ଜଳିର କରୋନିଲକୁ ମହାରାଷ୍ଟ୍ର ଆସିବା ମନା: ନକଲି ଔଷଧ ରାଜ୍ୟରେ ହେବନି ବିକ୍ରି, କହିଲେ ମନ୍ତ୍ରୀ
ମୁମ୍ବାଇ, ୨୫।୬: ପତଞ୍ଜଳି ପକ୍ଷରୁ କରୋନା ପାଇଁ ପ୍ରସ୍ତୁତ କରାଯାଇଥିବା କରୋନିଲକୁ ରାଜ୍ୟରେ ବିକ୍ରି ଲାଗି ମହାରାଷ୍ଟ୍ର ସରକାର ମନା କରିଛନ୍ତି। କୌଣସି ନକଲି ଔଷଧର ବିକ୍ରି ରାଜ୍ୟରେ ହେବନି ବୋଲି ଗୃହମନ୍ତ୍ରୀ ଅନୀଲ ଦେଶମୁଖ କହିଛନ୍ତି। କରୋନିଲର କ୍ଲିନିକାଲ...
ଜରୁରୀକାଳୀନ ପରିସ୍ଥିତିକୁ ୪୫ ବର୍ଷ ବିତିଲେ ବି ବଦଳିନି କଂଗ୍ରେସର ମାନସିକତା: ଶାହା
ନୂଆଦିଲ୍ଲୀ, ୨୫।୬: ଦେଶରେ ଜରୁରୀକାଳୀନ ପରିସ୍ଥିତିକୁ ଇତିମଧ୍ୟରେ ୪୫ ବର୍ଷ ବିତିଛି। ୧୯୭୫ ଜୁନ୍ ୨୫ରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ସମ୍ପର୍କରେ ଘୋଷଣା କରାଯାଇଥିଲା। ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ କ୍ଷମତା ହାସଲ ପାଇଁ ଏପରି କରିଥିଲେ। ତେବେ...
ଅଧାରାତିରେ ଥରିଲା ମିଜୋରାମ
ଆଇଜଲ, ୨୫।୬: ମିଜୋରାମରେ ବୁଧବାର ବିଳମ୍ବିତ ରାତ୍ରରେ ଭୂକମ୍ପ ଅନୁଭୁତ ହୋଇଛି। ରାତ୍ର ୧ଟା ୧୪ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର...
ହାଜତରେ ବାପ-ପୁଅଙ୍କ ମୃତ୍ୟୁ
ତୁତିକୋରିନ୍ (ତାମିଲନାଡ଼ୁ), ୨୫ା୬: ତାମିଲନାଡ଼ୁର ସଥନକୁଲମ୍ ପୋଲିସଷ୍ଟେଶନରେ ବାପା-ପୁଅଙ୍କ ହାତଜ ମୃତ୍ୟୁକୁ ନେଇ ପରିସ୍ଥିତି ସରଗରମ୍ ହୋଇପଡ଼ିଛି। ଏହାକୁ ବିରୋଧ କରି ବୁଧବାର ଜିଲାର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ମାଡ୍ରାସ ହାଇକୋର୍ଟର ମଦୁରାଇ ଖଣ୍ଡପୀଠ ପକ୍ଷରୁ...
ଭର୍ତ୍ତୃହରିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର
ଚେନ୍ନାଇ, ୨୫ା୬: ବିଜେଡି ଏମ୍ପି ଭର୍ତ୍ତୃହରି ମହତାବଙ୍କ ସମେତ ପାର୍ଲାମେଣ୍ଟର ୧୦ ସଦସ୍ୟଙ୍କୁ ୨୦୨୦ର ସଂସଦରତ୍ନ ପୁରସ୍କାର ଦିଆଯିବ। ସପ୍ତଦଶ ଲୋକ ସଭାର ପ୍ରଥମ ବର୍ଷରେ ସେମାନଙ୍କ ବିଭିନ୍ନ କାର୍ଯ୍ୟଦକ୍ଷତାକୁ ଭିତ୍ତିକରି ଏଭଳି ସମ୍ମାନ ପ୍ରଦାନ କରାଯାଉଥିବା ପ୍ରାଇମ୍ ପଏଣ୍ଟ...
ମହାକାଶ କାର୍ଯ୍ୟକ୍ରମରେ ଘରୋଇ କ୍ଷେତ୍ରକୁ ସୁଯୋଗ
ନୂଆଦିଲ୍ଲୀ,୨୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ମହାକାଶ କ୍ଷେତ୍ରରେ ବଡ଼ ସଂସ୍କାର ଆଣିବା ଲାଗି ଐତିହାସିକ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟର ଏହି ଅନୁମୋଦନ ଫଳରେ ମହାକାଶ ସମ୍ପତ୍ତି ସମସ୍ତଙ୍କ ପାଇଁ ମୁକ୍ତ ରହିବ...
ଅଭାବନୀୟ ଘଟଣା: ଶୌଚ ଯାଇଥିବାବେଳେ ପ୍ରସବ କଲେ ମହିଳା, ଜଙ୍ଗଲୀ ଜନ୍ତୁଙ୍କ ଶିକାର ହେଲା ନବଜାତ
ଆଗ୍ରା, ୨୪।୬- ଉତ୍ତର ପ୍ରଦେଶର ଆଗ୍ରା ସହରରୁ ସମସ୍ତଙ୍କୁ ଚକିତ କଲା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ପିନାହଟ ଥାନା ଅନ୍ତର୍ଗତ ଯୋଧପୁର ଗ୍ରାମରେ ଶିଳ୍ପି ଚୌହାନ ନାମକ ଜଣେ ଗର୍ଭବତୀ ମହିଳା ପଦାକୁ ଶୌଚ ହେବାକୁ ଯାଇଥିବାବେଳେ...
ମହାରାଷ୍ଟ୍ର ପରେ ଏବେ ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୩୭୮୮ ନୂଆ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ, ୨୪।୬: ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ଆସିଥିବା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ...
ପଶ୍ଚିମବଙ୍ଗରେ ବଢ଼ିଲା ଲକ୍ଡାଉନ
କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍ଡାଉନ। ଜୁଲାଇ ୩୧ ଯାଏଁ ଲକ୍ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ବୁଧବାର ରାଜ୍ୟର ମୁଖ୍ୟମନ୍ତ୍ରୀ...
ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ
ମୁମ୍ବାଇ,୨୪।୫: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ ବୁଧବାରକୁ ଆସିଛି। ଏହି ରିପୋର୍ଟରେ ସୁଶାନ୍ତଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ହେବାରୁ ହୋଇଥିବା ନେଇ ଦର୍ଶାଯାଇଛି। ଅର୍ଥାତ୍ ସେ ଆତ୍ମହତ୍ୟା କରିଛନ୍ତି ବୋଲି ଏହି ରିପୋର୍ଟରୁ ସ୍ପଷ୍ଟ ହୋଇଯାଇଛି।...
Archives


