ଜାତୀୟ

କୁପଓ୍ବାରାରେ ବାଟ୍‌ ଆକ୍ରମଣ ଉଦ୍ୟମ ପଣ୍ଡ: ଜୀବନ ବିକଳରେ ଦୌଡ଼ିଲେ ପାକିସ୍ତାନୀ କମାଣ୍ଡର-ଆତଙ୍କବାଦୀ

ଶ୍ରୀନଗର, ୧୫।୧୦: ଜମ୍ମୁ-କଶ୍ମୀରରେ ଭାରତୀୟ ସେନା ପକ୍ଷରୁ ପାକିସ୍ତାନ ସୈନ୍ୟ ବାହିନୀର ବର୍ଡର ଆକ୍ସନ୍‌ ଟିମ୍‌(ବାଟ୍‌)ର ଏକ ଆକ୍ରମଣ ଉଦ୍ୟମକୁ ପଣ୍ଡ କରି ଦିଆଯାଇଛି। କୁପଓ୍ବାରା ଜିଲାର ତଙ୍ଗଧାର ସେକ୍ଟରରେ ପାକିସ୍ତାନୀ କମାଣ୍ଡରଙ୍କ ସହିତ ଆତଙ୍କବାଦୀମାନେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟ୍‌ ଆଡ଼କୁ…

ପୃଥ୍ବୀ, ଅଗ୍ନି, ବ୍ରହ୍ମୋସ୍‌ ହେଉଛନ୍ତି କଲାମ୍‌ଙ୍କର ୩ ପୁଅ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। କଲାମ ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍‌କାରରେ କଲାମ୍‌ ଜଣେ ଗଣମାଧ୍ୟମ…

ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଦେଶ

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ଏହି ଅବସରରେ ବହୁ ପ୍ରତିଷ୍ଠିତ ବ୍ୟକ୍ତି କଳାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କଲାମ୍‌ଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ଦେଶ ତାଙ୍କର…

ବିହାରରେ ଏକ୍‌ଜିଟ୍‌ ପୋଲ ଉପରେ କଟକଣା

ନୂଆଦିଲ୍ଲୀ, ୧୫ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ନିିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା ଲଗାଯାଇଛି। ଅକ୍ଟୋବର ୨୮ ସକାଳ ୭ଟାରୁ ନଭେମ୍ବର ୭ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ପରିଚାଳନା ଓ…

ମନ୍ତ୍ରୀ ନ ଆସିବାରୁ କୃଷକଙ୍କ ବୈଠକ ବର୍ଜନ

ନୂଆଦିଲ୍ଲୀ, ୧୫ା୧୦: ନୂଆ କୃଷି ଆଇନକୁ ବିରୋଧ କରି ପଞ୍ଜାବରେ କୃଷକଙ୍କ ବିରୋଧ ଜାରି ରହିଛି। ଏହାର ସମାଧାନ ଲାଗି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବୁଧବାର ଏକ ବୈଠକର ଆୟୋଜନ କରିଥିଲେ। କୃଷି ଆଇନକୁ ନେଇ ରହିଥିବା ଦ୍ୱନ୍ଦ୍ୱ…

ଷ୍ଟାର୍ସ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୫ା୧୦: ବିଶ୍ୱବ୍ୟାଙ୍କ ସହାୟତାରେ ଓଡ଼ିଶା ସମେତ ୬ ରାଜ୍ୟର ସ୍କୁଲ ଶିକ୍ଷାକୁ ଉନ୍ନତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବୁଧବାର ଏକ ନୂଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଷ୍ଟ୍ରେଂଦେନିଂ ଟିଚିଂ-ଲର୍ନିଂ ଆଣ୍ଡ ରିଜଲ୍ଟସ୍‌ ଫର୍‌ ଷ୍ଟେଟ୍ସ (ଷ୍ଟାର୍ସ) ପ୍ରକଳ୍ପରେ ୫,୭୧୮ କୋଟି…

ହାତୀକୁ ବାଟ ଛାଡ଼

ନୂଆଦିଲ୍ଲୀ,୧୫ା୧୦: ହାତୀ ଏକ ଜେଣ୍ଟଲମ୍ୟାନ। ମଣିଷ ହାତୀକୁ ବାଟ ଛାଡ଼ିଦେବା ଉଚିତ। ହାତୀ ଏକ ବିଶାଳକାୟ ଜୀବ ହେଲେ ମଧ୍ୟ ଭଙ୍ଗୁର। ଆମେ ଏକ ଭଙ୍ଗୁରପ୍ରବଣ ଜୈବ ବ୍ୟବସ୍ଥାକୁ ନେଇ ଚଳୁଛେ। ତାମିଲନାଡୁର ନିଲ୍‌ଗିରିସ୍‌ ଏଲିଫେଣ୍ଟ କରିଡର ପ୍ରସଙ୍ଗରେ ବୁଧବାର ମାଡ୍ରାସ୍‌…

ଭାରତକୁ ଟପିବ ବାଂଲାଦେଶ

ନୂଆଦିଲ୍ଲୀ,୧୫।୧୦: ଚଳିତ କ୍ୟାଲେଣ୍ଡର ବର୍ଷରେ ମୁଣ୍ଡ ପିଛା ମୋଟ ଘରୋଇ ଉତ୍ପାଦ(ଜିଡିପି) କ୍ଷେତ୍ରରେ ବାଂଲାଦେଶ ଭାରତକୁ ପଛରେ ପକାଇଦେବ। କୋଭିଡ୍‌-୧୯ ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ଝଟକା ଲାଗିଛି। ଫଳରେ ଏହା ଜିଡିପି ଉପରେ ପ୍ରଭାବ ପକାଇଥିବା ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍‌ଏଫ୍‌) ପକ୍ଷରୁ…

ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହେଲେ ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୧୫ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ କରୋନାରେ ପୀଡ଼ିତ ହୋଇଛନ୍ତି । ବୁଧବାର ସେ ଅସୁସ୍ଥ ଅନୁଭବ କରିବାରୁ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମୁଲାୟମଙ୍କ ପୁଅ ଅଖିଳେଶ…

ହାଇଦ୍ରାବାଦ ପରେ ମୁମ୍ବାଇରେ ପ୍ରବଳ ବର୍ଷା: ରେଡ ଆଲର୍ଟ ଜାରି

ମୁମ୍ବାଇ,୧୫ ।୧୦:ହାଇଦ୍ରାବଦରେ ବୁଧବାର ହୋଇଥିବା ବର୍ଷାରେ ରାସ୍ତା ଉପରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଏବେ ବର୍ଷାରେ ମୁମ୍ବାଇ ହୋଇଛି ବେହାଲ । ବୁଧବାର ମଧ୍ୟରାତ୍ରିରୁ ମୁମ୍ବାଇରେ ମୂଷଳ ଧାରାରେ ବର୍ଷା ଲାଗି ରହିଥିବା ବେଳେ ଅଧିକାଂଶ ଅଞ୍ଚଳ…

ବୃଦ୍ଧଙ୍କୁ ଫ୍ରିଜ୍‌ରେ ରଖି ପରିବାର ଲୋକେ ମୃତ୍ୟୁକୁ କରିଥିଲେ ଅପେକ୍ଷା: ଆଉ ତାପରେ…

ଚେନ୍ନାଇ, ୧୫।୧୦: ତାମିଲନାଡ଼ୁର ସାଲେମ ଜିଲାରୁ ୭୪ ବର୍ଷୀୟ ଜଣେ ବୃଦ୍ଧଙ୍କୁ ଜୀବିତ ଅବସ୍ଥାରେ ଫ୍ରିଜ୍‌ ମଧ୍ୟରୁ ଉଦ୍ଧାର କରାଯାଇଛି। ସେ ହେଲେ ବାଲ ସୁବ୍ରମଣ୍ୟମ କୁମାର। ସୂଚନାଯୋଗ୍ୟ, ନିକଟରେ ସୁବ୍ରମଣ୍ୟମ ହସ୍ପିଟାଲରୁ ଘରକୁ ଫେରିଥିଲେ। ଏହାପରେ ତାଙ୍କ ଭାଇ ଏକ…

ଚାଲାଣ କାଟିଲାବେଳେ ‘ସାର୍‌, ମ୍ୟାଡାମ୍‌’ ସମ୍ବୋଧନ କରିବେ ଟ୍ରାଫିକ କର୍ମଚାରୀ

ମୁମ୍ବାଇ, ୧୪।୧୦: କେବେ ଅଟକି ଯାଉ ନ ଥିବା କିମ୍ବା କେତେବେଳେ ମଧ୍ୟ ଥକି ପଡ଼ୁ ନ ଥିବା ମୁମ୍ବାଇ ରାସ୍ତାକୁ ଓହ୍ଲାଇ ଟ୍ରାଫିକର ଦାୟିତ୍ୱ ଭାର ସମ୍ଭାଳୁଥିବା ମୁମ୍ବାଇ ଟ୍ରାଫିକ ବିଭାଗର କର୍ମଚାରୀଙ୍କ ପାଇଁ ନୂଆ ଗାଇଡ୍‌ ଲାଇନ୍‌ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri