ଖୁସି ଖବର: ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସୁସ୍ଥତା ହାର
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏହା ସରକାର ତଥା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ହେଲେ ଖୁସିର କଥା ହେଉଛି ଦେଶରେ ବେଳକୁ ବେଳ ସୁସ୍ଥତା ହାରରେ ବୃଦ୍ଧି ପରିଲକ୍ଷିତ...
ମାତ୍ର ୧୨୦ ଭାରତୀୟ ଯବାନଙ୍କ ଦ୍ୱାରା ୧୩୦୦ ଚାଇନା ସୈନ୍ୟ ହୋଇଥିଲେ ନିହତ
ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ଯୋଗୁ ଭାରତ ଚାଇନା ସୀମାରେ ଉତ୍ତେଜନା ସୃଷ୍ଟି ହୋଇଛି। ତେବେ ଚାଇନା ୧୯୬୨ର ଇତିହାସକୁ ଏବେ ବି ଭୁଲିନି। ନଭେମ୍ବର ୧୮ ତାରିଖ ଦୀପାବଳି ଦିନ ଲଦାଖର ଚୁଶୁଲ ଘାଟିରେ ୧୩୦୦...
ବ୍ୟବସାୟୀଙ୍କ କ୍ରୋଧ: ଜାଳିଦେଲେ ଚାଇନା ସାମଗ୍ରୀ
ନୂଆଦିଲ୍ଲୀ,୨୨।୬: ଭାରତ-ଚାଇନା ମଧ୍ୟରେ ଲାଗିଥିବା ସୀମା ବିବାଦକୁ ନେଇ ଏବେ ଦିଲ୍ଲୀରେ ବ୍ୟବସାୟୀଙ୍କ କ୍ରୋଧ ଦେଖିବାକୁ ମିଳିଛି। କରୋଲ ବାଗରେ କନଫେଡେରେଶନ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି)ଦ୍ୱାରା କରାଯାଇଥିବା ଅଭିଯାନରେ ବ୍ୟବସାୟୀମାନେ ଚାଇନା ସାମଗ୍ରୀକୁ ପୋଡି ଦେଇଛନ୍ତି। ଏହାସହ ବଲିଉଡ୍...
ତ୍ରିପୁରାରେ ମୋବାଇଲ୍ ଜରିଆରେ ହେବ ଅନ୍ଲାଇନ ପାଠପଢ଼ା
ଅଗରତାଲା,୨୨।୬: କରୋନା ଲକ୍ଡାଉନ ଯୋଗୁ ଦେଶବ୍ୟାପି ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେତେକ ରାଜ୍ୟ ଅନ୍ଲାଇନରେ ଶିକ୍ଷା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ଏବେ ତ୍ରିପୁରା ସରକାର ମଧ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଏକ...
୫୮ ବର୍ଷ ପରେ ଭାରତ-ଚାଇନା ସୀମାରେ ଯୁଦ୍ଧ ସଜବାଜ
ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ପରେ ସୀମାରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ଗୋଟିଏ ପଟେ ଶାନ୍ତିପୂର୍ଣ୍ଣ ଆଲୋଚନା ପାଇଁ ଉଭୟ ପକ୍ଷ ଉଦ୍ୟମ କରୁଥିବାବେଳେ ଅନ୍ୟପଟେ ସୀମାରେ ସଜବାଜ ହେବାରେ ଲାଗିଛନ୍ତି। ୫୮ ବର୍ଷ...
ସୁଶାନ୍ତଙ୍କ ପରିବାରକୁ ଭେଟିଲେ ଭାଜପା ନେତା ମନୋଜ
ନୂଆଦିଲ୍ଲୀ,୨୨।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ସିବିଆଇ ଯାଞ୍ଚ ପାଇଁ ଦାବି କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍ପି ତଥା ଭୋଜପୁରୀ ଅଭିନେତା ମନୋଜ ତିଓ୍ବାରୀ। ସୋମବାର ସେ ପାଟନା ଗସ୍ତ କରିବା ସହ ସୁଶାନ୍ତଙ୍କ...
ଉତ୍ତରପ୍ରଦେଶରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ: ଶହେ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ କରାଗଲା ପରୀକ୍ଷା
ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର କିଙ୍ଗ୍ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍ୟୁ)ରେ ଏଣିକି କରୋନାର ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ ହୋଇଯାଇଛି। କେଜିଏମ୍ୟୁ ହେଉଛି ରାଜ୍ୟର ଏକମାତ୍ର ହସ୍ପିଟାଲ ଯେଉଁଠାରେ ଆଣ୍ଟିବଡ଼ି ଟେଷ୍ଟିଂ ଆରମ୍ଭ କରାଯାଇଛି। ସୋମବାର ପ୍ରଥମ ପର୍ଯ୍ୟାୟରେ ଶହେ ଜଣ ସ୍ବାସ୍ଥ୍ୟକର୍ମୀ ଓ...
ଚାଇନା ବିରୋଧରେ ଭାରତ ଲଢୁଛି ଦୁଇଟି ଯୁଦ୍ଧ: କେଜରିଓ୍ବାଲ
ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ଏଥିରେ ସେ ଚାଇନାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆଜି ଭାରତ ଚାଇନା ବିରୋଧର ୨ ପ୍ରକାର ଯୁଦ୍ଧ ଲଢୁଛି।...
ଦେଶର ହିତ ପାଇଁ ମନମୋହନଙ୍କ ଉପଦେଶ ଗ୍ରହଣ କରନ୍ତୁ ମୋଦି: ରାହୁଲ
ନୂଆଦିଲ୍ଲୀ,୨୨।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସ ନେତା ଡ. ମନମୋହନ ସିଂ। ସେ କହିଛନ୍ତି ଏହି ଘଡିସନ୍ଧି ମୁହୂର୍ତ୍ତରେ ଦେଶବାସୀ ଏକାଠି ହେବା ଜରୁରୀ। ଚାଇନାକୁ କଡା ଜବାବ ଦେବାକୁ ହେଲେ...
ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ
ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଉପସ୍ଥାପନ କରିଛନ୍ତି। ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରା ବନ୍ଦ ନ...
ନୌଶେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଭାରତୀୟ ଯବାନ ଶହୀଦ,୧୨ରୁ ଅଧିକ ପାକିସ୍ତାନୀ ସୈନ୍ୟ ଆହତ
ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀରର ନୌଶେରାସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ପୁଞ୍ଛ ଜିଲାର କ୍ରିଷ୍ଣାଘାଟି, ରାଜୌରୀ ଏବଂ ନୌଶେରା ସେକ୍ଟରକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଭୋର୍ ୩ଟା...
ବାଳିକା ଗୃହରେ ୭ ନାବାଳିକା ଗର୍ଭବତୀ: ଯୋଗୀ ସରକାରଙ୍କୁ ଘେରିଲା କଂଗ୍ରେସ
କାନପୁର,୨୨।୬: ଉତ୍ତରପ୍ରଦେଶ କାନପୁରରେ ଥିବା ସରକାରୀ ବାଳିକା ଗୃହରେ ୭ ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଘେରିଛନ୍ତି। ଏଠାରେ ଥିବା ୫୭ ନାବାଳିକାଙ୍କ ମଧ୍ୟରୁ...
Archives


