ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ
ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଉପସ୍ଥାପନ କରିଛନ୍ତି। ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରା ବନ୍ଦ ନ...
ନୌଶେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଭାରତୀୟ ଯବାନ ଶହୀଦ,୧୨ରୁ ଅଧିକ ପାକିସ୍ତାନୀ ସୈନ୍ୟ ଆହତ
ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀରର ନୌଶେରାସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ପୁଞ୍ଛ ଜିଲାର କ୍ରିଷ୍ଣାଘାଟି, ରାଜୌରୀ ଏବଂ ନୌଶେରା ସେକ୍ଟରକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଭୋର୍ ୩ଟା...
ବାଳିକା ଗୃହରେ ୭ ନାବାଳିକା ଗର୍ଭବତୀ: ଯୋଗୀ ସରକାରଙ୍କୁ ଘେରିଲା କଂଗ୍ରେସ
କାନପୁର,୨୨।୬: ଉତ୍ତରପ୍ରଦେଶ କାନପୁରରେ ଥିବା ସରକାରୀ ବାଳିକା ଗୃହରେ ୭ ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଘେରିଛନ୍ତି। ଏଠାରେ ଥିବା ୫୭ ନାବାଳିକାଙ୍କ ମଧ୍ୟରୁ...
ଚାଇନାକୁ ଝଟ୍କା: ଉଦ୍ଧବ ସରକାର ରଦ୍ଦ କଲେ ୫ ହଜାର କୋଟିର ୩ ଚୁକ୍ତି
ମୁମ୍ବାଇ, ୨୨।୬: ଗଲଓ୍ବାନ ଘାଟିରେ ଭାରତ ସୀମା ଭିତରକୁ ଅନୁପ୍ରବେଶ କରିବା ଚାଇନା ପାଇଁ ମହଙ୍ଗା ପଡ଼ିଛି। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାର ଚାଇନା ସହିତ ଚୁକ୍ତି ସ୍ବାକ୍ଷର କରାଯାଇଥିବା ୫ ହଜାର କୋଟି ଟଙ୍କାର ୩ ପ୍ରକଳ୍ପକୁ...
ଥରିଲା ମିଜୋରାମ: ଭୋର୍ ୪ଟାରେ ଆତଙ୍କିତ ହେଲେ ଲୋକେ
ଆଇଜଲ, ୨୨।୬: ମିଜୋରାମରେ ସୋମବାର ଭୋର୍ ସମୟରେ ଭୂକମ୍ପ ଅନୁଭୁତ ହୋଇଛି। ଭୋର୍ ୪ଟା ୧୦ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର...
ଚାଇନାକୁ କଡ଼ା ଜବାବ ଦେବାକୁ ଭାରତବାସୀ ହୁଅନ୍ତୁ ଏକଜୁଟ: ମନମୋହନ ସିଂ
ନୂଆଦିଲ୍ଲୀ, ୨୨।୬: ଭାରତ ଚାଇନା ସୀମାରେ ବୃଦ୍ଧି ପାଉଥିବା ଉତ୍ତେଜନା ନେଇ କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୁହଁ ଖୋଲିଛନ୍ତି। ଏଥିପାଇଁ ଭାରତବାସୀଙ୍କୁ ଏକଜୁଟ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ଗଲଓ୍ବାନରେ ଶହୀଦ୍ ହୋଇଥିବା ଯବାନଙ୍କ...
ପୂର୍ବତନ ଆଇଏଫ୍ଏସ୍ ଅଫିସରଙ୍କ ସ୍ତ୍ରୀଙ୍କୁ ହତ୍ୟା
ନୂଆଦିଲ୍ଲୀ,୨୨ା୬: ଦିଲ୍ଲୀର ସଫଦରଜଙ୍ଗ ଏନ୍କ୍ଲେଭସ୍ଥିତ ଘରେ ରହୁଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟର ଅବସରପ୍ରାପ୍ତ ଅଫିସରଙ୍କ ଘରେ ଶନିବାର ରାତିରେ କେତେକ ଦୁର୍ବୃତ୍ତ ପ୍ରବେଶ କରି ଛୁରିରେ ଆକ୍ରମଣ କରିଥିଲେ। ଆକ୍ରମଣରେ ପୂର୍ବତନ ଆଇଏଫ୍ଏସ୍ ଅଫିସର ବି.ଆର୍. ଚାଓ୍ବଲାଙ୍କ ସ୍ତ୍ରୀ କାନ୍ତା ଚାଓ୍ବଲାଙ୍କର...
ସୀମାନ୍ତ ଗାଁରେ ନେପାଳ ରେଡିଓ ଶୁଭୁଛି
ଡେରାଡୁନ/ପିଥୋରାଗଡ଼,୨୨ା୬: ଭାରତର ସୀମାନ୍ତ ଅଞ୍ଚଳ କାଲାପାନି, ଲିପୁଲେଖ ଓ ଲିମ୍ପିୟାଧୁରାକୁ ନେପାଳ ନୂଆ ମାନଚିତ୍ରରେ ନିଜର ବୋଲି ଦାବି କରିବା ସହ ଆଉ କେତେକ ବଦମାସି ଆରମ୍ଭ କରିଛି। ଏବେ ସୀମାନ୍ତ ଗ୍ରାମଗୁଡ଼ିକରେ ନେପାଳର ରେଡିଓ ଫ୍ରିକ୍ୱେନ୍ସି ଆସୁଛି। ଫଳରେ...
ଏଲ୍ଏସି: କିଏ ସତ କହୁଛନ୍ତି
ନୂଆଦିଲ୍ଲୀ,୨୨ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ସହ ସଂଘର୍ଷ ବେଳେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି) ଚରମ ଉତ୍ତେଜନା ପ୍ରକାଶ ପାଇଛି। ଗତ ସୋମବାର ଗଲଓ୍ବାନରେ ପ୍ରକୃତରେ କ’ଣ ଘଟିଥିଲା। ଚାଇନା...
ସେନାକୁ ଅସ୍ତ୍ର ବ୍ୟବହାର ସ୍ବାଧୀନତା
ନୂଆଦିଲ୍ଲୀ,୨୨ା୬(ପି.ଟି./ଆଇଏଏନ୍ଏସ୍) : ସମୟ ସହ ତାଳ ଦେଇ ପରିବର୍ତ୍ତିତ ପରିସ୍ଥିତିରେ ଆଭିମୁଖ୍ୟ ବଦଳାଇଛି ଭାରତ। ଗଲଓ୍ବାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ସହ ସଂଘର୍ଷରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଏବେ ସୀମାନ୍ତ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ ଭାରତ...
ପ୍ରେମିକାକୁ ହତ୍ୟା କରିବା ପୂର୍ବରୁ ଇଣ୍ଟରନେଟ୍ରୁ ବନ୍ଧୁକ ତିଆରି କଳା ଶିଖିଥିଲେ ପ୍ରେମିକ
କୋଲକାତା, ୨୧।୬- ପ୍ରଥମେ ଇଣ୍ଟରନେଟ୍ରୁ ବନ୍ଧୁକ ତିଆରି କରିବା କଳା ଶିଖିଲେ। ଏହାପରେ ନିଜେ ପ୍ରସ୍ତୁତ କରିଥିବା ସେହି ହାତ ତିଆରି ବନ୍ଧୁକରେ ପୂର୍ବତନ ପ୍ରେମିକାଙ୍କୁ ଗୁଳି କରି ହତ୍ୟା କଲେ। କୋଲକାତାରେ ଘଟିଥିବା ଏଭଳି ଏକ ବିରଳ ଘଟଣାକୁ...
ଚାଇନା ଭାଷା କହୁଛନ୍ତି ମୋଦି: କପିଲ ସିବଲ
ନୂଆଦିଲ୍ଲୀ,୨୧।୬: ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିQବନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକରେ କହିଥିଲେ ଯାହାକୁ ନେଇ ରାଜନୀତି ଆରମ୍ଭ...
Archives


