ଜାତୀୟ

ବିହାର ବିଧାନସଭା ନିର୍ବାଚନ: ୫୦ ଆସନରେ ପ୍ରାର୍ଥୀ ଦେବ ଶିବସେନା

ମୁମ୍ବାଇ, ୧୩।୧୦: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏଠାରେ ୪୦ରୁ ୫୦ ଆସନରେ ଶିବସେନା ପ୍ରାର୍ଥୀ ଦେବ ବୋଲି ଯୋଜନା କରିଛନ୍ତି। ଏନେଇ ଶିବସେନା ପକ୍ଷରୁ ସଞ୍ଜୟ ରାଉତ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରେ ଶିବସେନା ପ୍ରତିନିଧି ଏନେଇ ବିହାର ଯିବେ…

ତଙ୍ଗଧାରରେ ଅସ୍ତ୍ରଶସ୍ତ୍ର ଚୋରା କାରବାରର ପର୍ଦ୍ଦାଫାଶ୍‌

ଶ୍ରୀନଗର, ୧୩।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଲଗାତାର ଏଲ୍‌ଓସି ବାଟ ଦେଇ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣର ଉଦ୍ୟମ ଅବ୍ୟାହତ ରଖିଛି। ତଙ୍ଗଧାର ସେକ୍ଟରରେ ଅସ୍ତ୍ରଶସ୍ତ୍ର ଚୋରା କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ଭାରତୀୟ ସେନା…

ଗୋବର ଦ୍ୱାରା କମ୍ ହେବ ରେଡିଏଶନ!

ନୂଆଦିଲ୍ଲୀ,୧୩ ।୧୦: ଅନେକ ସମୟରେ ଗାଈ ଗୋବରକୁ ନେଇ ବିଭିନ୍ନ ପ୍ରକାର ଦାବି କରାଯାଉଛି । ଆଉ ଏହାପରେ ଏହାକୁ ନେଇ ବିବାଦ ବି ମୁଣ୍ଡ ଟେକୁଛି । ପୁଣିଥଣେ ଏହି ଗାଈ ଗୋବରକୁ ନେଇ ଦାବି କରାଯାଇଛି କି ଏହା…

ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ହାଇଦ୍ରାବାଦ, ୧୩ା୧୦: ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଦେଇଥିବା ରାୟକୁ ସୋସିଆଲ ମିଡିଆରେ ଭୁଲ୍‌ ଭାବେ ଦର୍ଶାଇ ବିଚାରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦିଆଯିବା ପରେ ସୋମବାର ଏହାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ବିଚାରପତିଙ୍କ ମାନହାନି ହେବା ଘଟଣାରେ ମାମଲା ରୁଜୁ କରିବାକୁ…

ଫାରୁକ୍‌ଙ୍କୁ ଭାଜପାର ସମାଲୋଚନା

ନୂଆଦିଲ୍ଲୀ, ୧୩ା୧୦:ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ମନ୍ତବ୍ୟକୁ ନେଇ ଭାଜପା ତୀବ୍ର ସମାଲୋଚନା କରିଛି। ଚାଇନା ୩୭୦ ଧାରା ଉଚ୍ଛେଦକୁ ବେଆଇନ ବୋଲି କହୁଛି। ଏହାର ସହାୟତାରେ ଜମ୍ମୁ-କଶ୍ମୀରରେ ୩୭୦ ଧାରା ପୁନଃ ଲାଗୁ…

ମାତୃତ୍ୱ ଲାଭର ମାତ୍ର ୧୪ ଦିନ ପରେ ଶିଶୁକୁ କୋଳରେ ଧରି କାର୍ଯ୍ୟରେ ଯୋଗଦେଲେ ଏସ୍‌ଡିଏମ୍‌

ଗାଜିଆବାଦ,୧୩ ।୧୦: ନିଜ କାର୍ଯ୍ୟକୁ ଅଗ୍ରାଧିକାର ଦେଉଥିବା ଜଣେ କତ୍ତ;ର୍ବ୍ୟନିଷ୍ଠା ମହିଳା ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ମାତୃତ୍ୱ ଲାଭର ମାତ୍ର ୧୪ ଦିନ ପରେ ନବଜାତକକୁ କୋଳରେ ଧରି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଉତ୍ତର ପ୍ରଦେଶ ମୋଦିନଗର ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ସୌମ୍ୟା…

୨ଟି ଚ୍ୟାନେଲ ବିରୋଧରେ ବଲିଉଡ୍‌ର ୩୮ ପ୍ରଡକ୍ସନ ହାଉସ୍‌ ହାଇକୋର୍ଟରେ ଦାଖଲ କଲେ ଅଭିଯୋଗପତ୍ର

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ତାଙ୍କ ପ୍ରଶଂସକମାନେ ବଲିଉଡ୍‌କୁ ଘେରି ଯାଇଛନ୍ତି। ଏମିତି କେତୋଟି ମିଡିଆ ହାଉସ୍‌ ରହିଛି, ଯାହାକି ବଲିଉଡ୍‌ର ଭାବମୂର୍ତ୍ତିକୁ ଖରାପ କରିବାକୁ ଚେଷ୍ଟା କରିଛନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅପମାନ କରିବା ସହ ଖରାପ ଭାଷା…

ଚଳିତ ବର୍ଷ ଜମ୍ମୁ କଶ୍ମୀରରେ ଶହୀଦ ହୋଇଛନ୍ତି ୫୫ ସୁରକ୍ଷାକର୍ମୀ

ଶ୍ରୀନଗର, ୧୨।୧୦: ଚଳିତ ବର୍ଷ ଜମ୍ମୁ କଶ୍ମୀରରେ ୭୫ଟି ସଫଳ ଅପରେସନ ହୋଇଛି ବୋଲି ୟୁନିୟନ ଟେରିଟୋରୀ ପୋଲିସ ମହାନିର୍ଦ୍ଦେଶକ ଦିଲ୍‌ବାଗ ସିଂ ସୋମବାର କହିଛନ୍ତି। ଏହି ଅପରେସନରେ ୧୮୦ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଅପରପକ୍ଷେ ୫୫ ଜଣ ସୁରକ୍ଷାକର୍ମୀ…

ଟିକେଟ୍‌ ନ ମିଳିବା ପରେ କାନ୍ଦି ପକାଇଲେ ଏହି ବିଧାୟକ

ପାଟନା, ୧୨।୧୦: ବିହାର ପାଟନାର ଓରାଇ ବିଧାନସଭାର ଆର୍‌ଜେଡି ବିଧାୟକ ସୁରେନ୍ଦ୍ର କୁମାରଙ୍କ ଏକ ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଯେଉଁଥିରେ ସେ ଭୋ ଭୋ ହୋଇ କାନ୍ଦୁଥିବାର ଦେଖିବାକୁ ମିଳିଛି। ଭିଡିଓରେ କେବଳ ବିଧାୟକ ନୁହନ୍ତି…

ପ୍ଲାଷ୍ଟିକ କାରଖାନାରେ ଅଗ୍ନିକାଣ୍ଡ

କୋଲକାତା, ୧୨।୧୦-ଉତ୍ତର କୋଲକାତାର ଚିତ୍‌ପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗର ୧୦ଟି ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଚଳାଇଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଏହି ଅଘଟଣରେ…

ହାଥ୍‌ରସ ଗଣବଳାତ୍କାର ମାମଲା: ପୋଲିସର କାର୍ଯ୍ୟାନୁଷ୍ଠାନରେ ଅସନ୍ତୁଷ୍ଟ ହାଇକୋର୍ଟ; ଆସନ୍ତା ୨ରେ ପରବର୍ତ୍ତୀ ଶୁଣାଣି

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ମାମଲାକୁ ନେଇ ସୋମବାର ଆହ୍ଲାବାଦ ହାଇକୋର୍ଟରେ ଶୁଣାଣି ହୋଇଛି। କୋର୍ଟରେ ପୀଡ଼ିତାଙ୍କ ପରିବାର ଓ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ କେତେକ ଅଧିକାରୀ ଉପସ୍ଥିତ ଥିଲେ। ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ…

କଂଗ୍ରେସ ଉପରେ ବର୍ଷିଲେ ଶିବରାଜ

ଭୋପାଳ,୧୨ ।୧୦: କଂଗ୍ରେସ ନେତା ଦିନେଶ ଗୁର୍ଜର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଉପରେ ଭୂମି ଅଧିଗ୍ରହଣ କରିଥିବା ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ଶିବରାଜଙ୍କ ପାଖେ ପୂର୍ବରୁ ମାତ୍ର ୫ ଏକର ଜମି ଥିଲା ହେଲେ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri