୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୦,୩୮୬
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ହେଲେ ଆଉ ଏକ ଖୁସି ଖବର ହେଉଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୩୮୬ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ନେଇ ଏବେ...
ନିଜକୁ କରୋନା ପଜିଟିଭ୍ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ
ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍ ବାହାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ସରକାର କରୋନାକୁ ନେଇ ସଚେତନ...
ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯିବ ବୋଲି ଜଣାପଡିଛି। ଏଥିପାଇଁ ତାଙ୍କୁ ଦିଲ୍ଲୀର...
ଭେଣ୍ଟିଲେଟରରେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର
ନୂଆଦିଲ୍ଲୀ,୧୯।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ପୁଣି ବିଗିଡ଼ିଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ୨ ଦିନ ପୂର୍ବରୁ ସତ୍ୟେନ୍ଦ୍ରଙ୍କ କରୋନା ପଜିଟିଭ୍ ବାହାରିଥିଲା। ଦିଲ୍ଲୀ ରାଜୀବ ଗାନ୍ଧୀ...
ପିତାଙ୍କୁ ବିଦାୟ ଦେଲେ ଦୁଇ କୁନି ପୁଅ
ନୂଆଦିଲ୍ଲୀ,୧୯।୬: ପୂର୍ବ ଲଦାଖରେ ଭାରତୀୟ ସୀମାରେ ପଶି ଚାଇନା ସେନା ଆକ୍ରମଣ କରିବାରୁ ଜଣେ କର୍ଣ୍ଣେଲଙ୍କ ସମେତ ୨୦ ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନମାନଙ୍କୁ ନିଜ ନିଜ ଗ୍ରାମରେ ଅନ୍ତିମ ସଂସ୍କାର କରାଯାଇଛି। ଶହୀଦଙ୍କ ମଧ୍ୟରେ କର୍ନେଲ...
ପିପିଇ କିଟ୍ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍ ବିଧାୟକ
ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ ମଧ୍ୟପ୍ରଦେଶରୁ ଏକ ନିଆରା ଦୃଶ୍ୟ ନଜରକୁ ଆସିଛି। କଂଗ୍ରେସର ଜଣେ ବିଧାୟକ କରୋନା...
ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ହେଲା ଶସ୍ତା
ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ବେସରକାରୀ ଡାକ୍ତରଖାନାରେ କରୋନା ଚିକିତ୍ସା ମହଙ୍ଗା ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରଣାଳୟ ରାଜ୍ୟରେ ଡା. ଭି.କେ...
ଫୋନ୍ରୁ ୫୨ଚାଇନା ଆପ୍ ହଟାଇବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଲା ଉତ୍ତରପ୍ରଦେଶ ଏସ୍ଟିଏଫ୍
ଲକ୍ଷ୍ନୌ, ୧୯।୬: ଉତ୍ତରପ୍ରଦେଶର ସ୍ପେଶିଆଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଶୁକ୍ରବାର ଏକ ଗୋପନୀୟ ଲେଟର ଜାରି କରିଛି। ଏଥିରେ ଏସ୍ଟିଏଫ୍ର ସମସ୍ତ କର୍ମଚାରୀଙ୍କୁ ଚାଇନା ଆପ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ନିଜ ଫୋନ୍ରେ ଥିବା ସମସ୍ତ ୫୨ଟି ଚାଇନା ଆପ୍କୁ ତୁରନ୍ତ...
ଉତ୍ତେଜନା ମଧ୍ୟରେ ମସ୍କୋ ଗସ୍ତ କରିବେ ପ୍ରତିରକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ,୧୯।୬: ଲଦାଖ ଏଲ୍ଏସିରେ ଚାଇନା ସହ ଦେଖାଦେଖଇଥିବା ଉତ୍ତେଜନା ମଧ୍ୟରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ରୁଷ ଯାତ୍ରା କରିବେ। କିନ୍ତୁ ଏହି ଗସ୍ତ ସମୟରେ ରାଜନାଥ ଚାଇନାର ବରିଷ୍ଠ ଅଧିକାରୀଙ୍କୁ ଭେଟିବେ ନାହିଁ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ...
ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର
ନୂଆଦିଲ୍ଲୀ,୧୯।୬:ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ବଢିଛି। ପେଟ୍ରୋଲ ଲିଟର ପିଛା ୫୬ ପଇସା ଏବଂ ଡିଜେଲ ଲିଟର ପିଛା ୬୩ ପଇସା ବଢିଛି। ଗତ ୧୩ ଦିନ ହେବ ଲଗାତର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି...
୮ ରାଜ୍ୟର ୧୯ଟି ରାଜ୍ୟ ସଭା ଆସନ ପାଇଁ ଚାଲିଛି ନିର୍ବାଚନ
ନୂଆଦିଲ୍ଲୀ,୧୯।୬: ୮ ରାଜ୍ୟର ୧୯ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସକାଳ ୯ଟାରେ ନିର୍ବାଚନ ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶ ଏବଂ ଗୁଜରାଟରୁ ୪ଟି, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରୁ ୩ଟି, ଝାଡଖଣ୍ଡ ୨ଟି ଏବଂ ମଣିପୁର, ମିଜୋରାମ ଏବଂ ମେଘାଳୟରୁ...
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୭ ଆତଙ୍କବାଦୀ
ଶ୍ରୀନଗର,୧୯।୬: ଜମ୍ମୁ-କଶ୍ମୀରର ପମ୍ପୋର ଏବଂ ଶୋପିଆନରେ ଶୁକ୍ରବାର ସକାଳୁ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଆତଙ୍କବାଦୀ ଟଳିପଡିଥିବା ସୂଚନା ମିଳିଛି। ଶୋପିଆନ୍ରେ ୪ ଏବଂ ପାମ୍ପୋରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଦୁଇ...
Archives


