ଜାତୀୟ

୩ ମାସ ବେତନର ୫୦% ବେରୋଜଗାରୀ ଭତ୍ତା ମିଳିବ

ନୂଆଦିଲ୍ଲୀ, ୨୨।୮: କୋଭିଡ୍‌ ମହାମାରୀ ଯୋଗୁ ଚଳିତ ବର୍ଷ ମାର୍ଚ୍ଚ ୨୪ରୁ ଡିସେମ୍ବର ୩୧ ମଧ୍ୟରେ ଯେଉଁମାନେ ଚାକିରି ହରାଇବେ ସେମାନଙ୍କୁ ବେରୋଜଗାରୀ ଭତ୍ତା ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କର୍ମଚାରୀ ରାଜ୍ୟ ବୀମା ନିଗମ (ଇଏସ୍‌ଆଇସି) ସଦସ୍ୟ…

ଗୋଗୋଇଙ୍କ ବିରୋଧରେ ତଦନ୍ତ ଆବେଦନ ଖାରଜ

ନୂଆଦିଲ୍ଲୀ, ୨୨।୮(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ସୁପ୍ରିମକୋର୍ଟର ବିଚାରପତି ଥିବାବେଳେ ତାଙ୍କ ବ୍ୟବହାରର ତଦନ୍ତ ଲାଗି ତିନିଜଣିଆ ବିଚାରପତି କମିଟି ଗଠନ ଲାଗି ପିଟିଶନ ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଏହି ଆବେଦନକୁ ଶୁକ୍ରବାର ଖାରଜ…

ବିଦ୍ୟୁତ୍‌ ପ୍ଲାଣ୍ଟରେ ନିଆଁ: ୯ ମୃତ

ହାଇଦ୍ରାବାଦ, ୨୨।୮: ତେଲଙ୍ଗାନାର ଶ୍ରୀଶୈଳମ୍‌ଠାରେ ଥିବା ଏକ ଜଳବିଦ୍ୟୁତ୍‌ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ଘଟିଛି। ଗୁରୁବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର ଅଛନ୍ତି। ସେମାନେ ହେଲେ ସନ୍ଦର ନାଏକ,…

ରାଜୀବ କୁମାର ଇସି ନିଯୁକ୍ତ

ନୂଆଦିଲ୍ଲୀ, ୨୨ା୮ : ପୂର୍ବତନ ଅର୍ଥ ସଚିବ ରାଜୀବ କୁମାରଙ୍କୁ ଶୁକ୍ରବାର ନିର୍ବାଚନ କମିଶନର(ଇସି) ଭାବେ ନିଯୁକ୍ତି ଦିଆଯାଇଛି। ସେ ଅଗଷ୍ଟ ୩୧ରେ କାର୍ଯ୍ୟଭାର ଗ୍ରହଣ କରିବେ ବୋଲି ଆଇନ ମନ୍ତ୍ରଣାଳୟର ବିଜ୍ଞପ୍ତି ପ୍ରକାଶ ପାଇଛି। ଇସି ଅଶୋକ ଲାଭାସା ଆସନ୍ତା…

ନିର୍ବାଚନ ଲାଗି ଗାଇଡ୍‌ଲାଇନ ଜାରି

ନୂଆଦିଲ୍ଲୀ, ୨୨।୮: କରୋନା ମହାମାରୀ ବେଳେ ନିର୍ବାଚନ ଓ ଉପନିର୍ବାଚନ ପରିଚାଳନା ଲାଗି ନିର୍ବାଚନ କମିଶନ (ଇସି) ଶୁକ୍ରବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ବିଭିନ୍ନ ରାଜନୈତିକ ଦଳ ତଥା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କ ମତାମତ…

ମାଟି ତଳୁ ବାହାରିଲା ୫ କୋଟି ଟଙ୍କାର ଅଳଙ୍କାର: ଲୁଟି ନେଲେ ଲୋକେ

ପାଟନା, ୨୧।୮- ବିହାରର ମୁଜାଫରପୁର ନିକଟ ସାହେବଗଞ୍ଜ ନିକଟରେ ଏକ ଭଙ୍ଗା ଘରର କାନ୍ଥ ଖନନ ସମୟରେ ମାଟି ତଳୁ ବାହାରିଛି ଅଳଙ୍କାର। ୬ଟି ପିତଳ ବାକ୍ସରେ ସୁନା ଓ ରୂପା ଭର୍ତ୍ତି ଅଳଙ୍କାର ବାହାରିଛି। ତେବେ ଉକ୍ତ ଅଳଙ୍କାରକୁ ୪…

ପ୍ରଶଂସକଙ୍କ ପ୍ରାର୍ଥନା ଭିକ୍ଷା କଲେ ଶାରଦା

ପାଟନା,୨୧।୮: ପଦ୍ମ ଭୂଷଣରେ ସମ୍ମାନୀତ ଲୋକପ୍ରିୟ ଲୋକ ସଙ୍ଗିତ ଗାୟିକା ଶାରଦା ସିହ୍ନା କରୋନା ଭାଇରସରେ ପୀଡ଼ିତ ହୋଇଛନ୍ତି। ସେ ନିଜେ ଏକ ଭିଡିଓ ଜାରି କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ଭିଡିଓରେ ସେ କହିଛନ୍ତି କରୋନା ମହାମାରୀଠାରୁ…

ତେଜ ପ୍ରତାପଙ୍କ ବିରୋଧରେ ନିର୍ବାଚନ ଲଢିବେ ଐଶ୍ୱର୍ଯ୍ୟା !

ପାଟନା,୨୧।୮: ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ତଥା ତେଜ ପ୍ରତାପ ଯାଦବଙ୍କ ଶ୍ୱଶୁର ବିଧାୟକ ଚନ୍ଦ୍ରିକା ରାୟ ଗୁରୁବାର ଜନତା ଦଳ ୟୁନାଇଟେଡ(ଜେଡିୟୁ)ରେ ସାମିଲ ହୋଇଛନ୍ତି। ଏବେ ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଅନୁମାନ କରାଯାଉଛି…

ପାଣି ଛିଞ୍ଚିଲେ ମରିବ କରୋନା ଭାଇରସ!

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସକୁ ମାରିବାକୁ କିଏ କେତେ ପ୍ରକାର ଗବେଷଣା କରୁଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଉପରେ ବେଶ୍‌ ଗୁରୁତ୍ୱ ଦିଆଯାଉଛି। ରୁଷିଆ ପ୍ରଥମ କରୋନା ଭ୍ୟାକ୍ସିନ ପ୍ରସ୍ତୁତ କରିଥିବା ଦାବି କରୁଥିବା ବେଳେ ଏହାକୁ ନେଇ କିନ୍ତୁ ଉଠୁଛି…

ମୋଦିଙ୍କୁ ମିଳିବ ଟ୍ରମ୍ପଙ୍କ ଭଳି ସୁବିଧା

ନୂଆଦିଲ୍ଲୀ,୨୧।୮: ଭାରତର ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କ ବିମାନ ଯାତ୍ରାକୁ ସୁରକ୍ଷିତ କରିବାକୁ ଆସନ୍ତା ସପ୍ତାହରେ ହାଇସିକ୍ୟୁରିଟି ଥିବା ବିମାନ ଦେଶରେ ଲ୍ୟାଣ୍ଡ କରିବାର ଯୋଜନା ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମିଳୁଥିବା ଏୟାର ଫୋର୍ସ ଓ୍ବାନ ଭଳି ଏବେ ଭାରତର…

କରୋନା ମୃତକଙ୍କ ସଂସ୍କାର କରୁଛନ୍ତି ଚା’ବାଲା: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। କାରଣ ସଂକ୍ରମିତଙ୍କୁ ଛୁଇଁଦେଲେ ଏହା ସୁସ୍ଥ ବ୍ୟକ୍ତିଙ୍କ ଶରୀରକୁ ଚାଲି ଯାଉଥିବାରୁ ଲୋକେ ଏହାଠାରୁ ଯଥା ସମ୍ଭବ ଦୂରେଇ ରହିବାକୁ ଚାହୁଁଛନ୍ତି। ଏମିତିକି କରୋନା ସଂକ୍ରମଣରେ ଯେଉଁମାନଙ୍କର ମୃତ୍ୟୁ…

ବିହାର ନିର୍ବାଚନ ପାଇଁ ନୂଆ ଗାଇଡଲାଇନ ଜାରି କଲେ ନିର୍ବାଚନ କମିଶନ

ପାଟନା,୨୧।୮: କରୋନା ସଙ୍କଟ ମଧ୍ୟରେ ବିହାର ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ବିହାର ନିର୍ବାଚନ ପାଇଁ ଶୁକ୍ରବାର ନିର୍ବାଚନ କମିଶନ ଏକ ନୂଆ ଗାଇଡଲାଇନ ଜାରି କରିଛନ୍ତି। ଏହି ଗାଇଡଲାଇନ ଅନୁସାରେ ଚଳିତ ଥର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri