କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବର ୧୦ରୁ ଆରମ୍ଭ ହୋଇପାରେ ସଂସଦ ଅଧିବେଶନ
ନୂଆଦିଲ୍ଲୀ,୨୧।୮: କରୋନା ସଙ୍କଟ ମଧ୍ୟରେ ଖୁବ୍ଶୀଘ୍ର ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରୁ ସଂସଦ ଅଧିବେଶନ ଆରମ୍ଭ ହେବ ବୋଲି ସୂତ୍ରରୁ ସୂଚନା ମିଳିଛି। ସେପ୍ଟେମ୍ବର ୧୦ରୁ ଆରମ୍ଭ ହେବାକୁ ଥିବା ମୌସୁମୀ ଅଧିବେଶନ ୪ସପ୍ତାହ ଧରି…
ଝାଡ଼ଖଣ୍ଡରେ ଭୂକମ୍ପ ଝଟ୍କା
ରାଞ୍ଚି,୨୧।୮: ଝାଡ଼ଖଣ୍ଡର ସାହିବଗଞ୍ଜ ଅଞ୍ଚଳରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ଭୂକମ୍ପ ଅନୁଭୂତ ହୋଇଥିଲା। ଏହି ସମୟରେ ଲୋକମାନେ ଭୟଭୀତ ହୋଇପଡ଼ି ଘରୁ ବାହାରକୁ ପଳାଇଆସିଥିଲେ। ତେବେ ଏଥିରେ…
ରାସ୍ତା ଉପରେ ଅପରାଧୀଙ୍କୁ ବସଉଠ୍ କରାଇଲେ ପୋଲିସ
ଭୋପାଳ,୨୧।୮: ମଧ୍ୟପ୍ରଦେଶର ଇନ୍ଦୋର ସହର ଲଗାତାର ୪ର୍ଥ ଥର ସ୍ବଚ୍ଛତା ପାଇଁ ଭାରତର ସବୁଠୁ ସ୍ବଚ୍ଛ ସହର ଭାବେ ମାନ୍ୟତା ହାସଲ କରିଛି। ସହର ପରେ ଏବେ ଇନ୍ଦୋର ପୋଲିସ କିଛି ଏଭଳି କାର୍ଯ୍ୟ କରିଛି, ଯେଉଁଥିପାଇଁ ତାଙ୍କୁ ବେଶ୍ ପ୍ରଶଂସା…
ଡିପ୍ରେସନରେ ଥିଲେ ଶୁଟର୍, ଶେଷରେ ନେଲେ ଏମିତି ପଦକ୍ଷେପ
କୋଲକତା,୨୧।୮: ୩ ବର୍ଷ ଧରି ଶାରୀରିକ ଅସୁସ୍ଥତା ଯୋଗୁ ଡିପ୍ରେସନରେ ଥିବା ଜଣେ ଶୁଟର ଶେଷରେ ଜୀବନ ହାରିଛନ୍ତି। ଯେଉଁ ବନ୍ଧୁକ ସହିତ ସେ ଶୁଟିଂ ଅଭ୍ୟାସ କରୁଥିଲେ ସେହି ବନ୍ଧୁକରେ ଗୁଳି ମାରି ନିଜ ଜୀବନ ନେଇଛନ୍ତି। ପଶ୍ଚିମବଙ୍ଗର ହାଓ୍ବାଡାର…
ଲାଲୁଙ୍କ ସୁରକ୍ଷାରେ ଥିବା ୯ସୁରକ୍ଷାକର୍ମୀ କରୋନା ପଜିଟିଭ୍
ରାଞ୍ଚି,୨୧।୭: ଝାଡ଼ଖଣ୍ଡ ରାଞ୍ଚିରେ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସୁରକ୍ଷାରେ ଥିବା ୯ଜଣ ସୁରକ୍ଷାକର୍ମୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରିପୋର୍ଟ ଆସିବା ପରେ ସୁରକ୍ଷାକର୍ମୀଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଲାଲୁଙ୍କୁ ସଂକ୍ରମଣରୁ…
ଭାଜପା ବିଧାୟକଙ୍କ ପରଲୋକ
ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ଦେଓରିଆର ଭାଜପା ବିଧାୟକ ଜନ୍ମେଜୟ ସିଂହଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବ ରାତିରେ ଲକ୍ଷ୍ନୌ ସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ସେ ଅନ୍ତିମ ନିଶ୍ୱାସ ନେଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ହୋଇଥିଲା। ଗତ କିଛି ଦିନରୁ…
ମୁମ୍ବାଇ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଲା ସିବିଆଇ ଟିମ୍
ମୁମ୍ବାଇ,୨୧।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ସୁପ୍ରିମକୋର୍ଟ ପକ୍ଷରୁ ଗ୍ରୀନ୍ ସିଗ୍ନାଲ ମିଳିବା ପରେ ସିବିଆଇ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟାରେ ସିବିଆଇ ଟିମ୍ ମୁମ୍ବାଇରେ ପହଞ୍ଚିଥିଲା। ଶୁକ୍ରବାର ସକାଳେ ସିବିଆଇର ୧୬ଜଣିଆ ଏସ୍ଆଇଟି ଟିମ୍…
ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୮,୮୯୮ରୁ ଅଧିକ ନୂଆ ଆକ୍ରାନ୍ତ, ୯୮୩ ମୃତ
ନୂଆଦିଲ୍ଲୀ,୨୧।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୮ ହଜାର ୮୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୫ ହଜାର ୮୨୪ରେ ପହଞ୍ଚିଛି। ସେହିପରି…
ପୋଲିସ ଏସ୍ପି ସାଜିଲେ ଲୁଟେରା, ତା’ପରେ ଘଟିଲା ଏମିତି କିଛି
ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶରେ ନୂଆ ନୂଆ ଢଙ୍ଗରେ ଅପରାଧ ଘଟୁଥିବା ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତିରେ ପୋଲିସ ମଧ୍ୟ ନିଜକୁ ଫିଟ ରଖିବା ପାଇଁ ଅନେକ ପନ୍ଥା ଆପଣାଉ ଥିବା ଦେଖାଯାଇଛି। ଲକ୍ଷ୍ମୀପୁର ଖେରୀରେ କ୍ଷଏଭଳି ଘଟଣା ଘଟିଛି। ଜିଲାର ଏସପି ମୋଟରସାଇକେଲରେ…
ପ୍ରେମିକ ସହ ମିଶି ଝିଅ ସହ ଏମିତି କଲେ ମା’
ବରେଲି,୨୧।୮: ଉତ୍ତର ପ୍ରଦେଶର ବରେଲି ଏକ ଅମାନବୀୟ ଘଟଣା ଘଟିଛି। ମା ପ୍ରେମିକଙ୍କ ସହ ମିଶି ତାଙ୍କ ଝିଅକୁ ହତ୍ୟା କରିଛନ୍ତି। ଏହି ମାମଲା କରେଲିର ସୁଭାଷ ନଗର ଅଞ୍ଚଳରେ ଘଟିଛି। ବୁଧବାର ରାତିରେ ଘଟିଥିବା ଏହି ହତ୍ୟା ମାମଲାରେ ପୋଲିସ…
ପାର୍ଲାମେଣ୍ଟ ଅଧିବେଶନ:ଚାଇନା, ଫେସ୍ବୁକ୍ ପ୍ରସଙ୍ଗ ଉଠାଇବ କଂଗ୍ରେସ
ନୂଆଦିଲ୍ଲୀ, ୨୧ା୮:ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୦ରୁ ଆରମ୍ଭ ହେବା ଆଶା କରାଯାଉଥିବା ବେଳେ ଚାଇନା ସହ ସୀମା ବିବାଦ ଏବଂ ଫେସ୍ବୁକ୍ ସହ ଶାସକ ଦଳର ସମ୍ପର୍କ ଆଦି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ଗୃହରେ ସରକାରଙ୍କୁ ଅଡୁଆରେ ପକାଇବାକୁ…
ରାମମନ୍ଦିର: ତମ୍ବା ରହିବ ହଜାରେ ବର୍ଷ
ନୂଆଦିଲ୍ଲୀ, ୨୧ା୮:ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି ଓ ଆଗାମୀ ୪୦ ମାସ ମଧ୍ୟରେ ଏକ ବିରାଟ ଭବ୍ୟ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଜଣେ ସଦସ୍ୟ କହିଛନ୍ତି।…
Archives


