କୋଇଲା ଆମଦାନୀ କମାଇବ ଭାରତ: ଖଣି ନିଲାମ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ, ୧୮।୬: ଶକ୍ତି କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭର କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର ୪୧ଟି କୋଇଲା ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ ସମ୍ପର୍କରେ ଗୁରୁବାର ଘୋଷଣା କରିଛନ୍ତି। ଏହାଦ୍ୱାରା ବିଦେଶରୁ କୋଇଲା...
ଗାଁରେ ହେବ କରୋନା ଟେଷ୍ଟ: ମୋବାଇଲ ଲ୍ୟାବ୍ର ଶୁଭାରମ୍ଭ
ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଗାଁରେ କରୋନା ଟେଷ୍ଟ ପାଇଁ ସରକାରଙ୍କ ପକ୍ଷରୁ ମୋବାଇଲ ଲ୍ୟାବ୍ର ଶୁଭାରମ୍ଭ କରାଯାଇଛି। ଏହା ଦ୍ୱାରା ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇପାରିବ। କେନ୍ଦ୍ରୀୟ...
୫୦ ବର୍ଷ ତଳେ ଆତ୍ମନିର୍ଭର ଭାରତ ପ୍ରସ୍ତାବକୁ ଇନ୍ଦିରା ଗାନ୍ଧୀ କରିଥିଲେ ନିନ୍ଦା: ସୁବ୍ରମଣ୍ୟମ ସ୍ବାମୀ
ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଜାରି ରହିଥିବାବେଳେ ଆର୍ଥିକ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଆତ୍ମନିର୍ଭର ଭାରତ ନିର୍ମାଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଏହାକୁ ଭାଜପା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ସ୍ବାଗତ କରିବା ସହିତ କଂଗ୍ରେସକୁ...
ଦିଲ୍ଲୀରେ ପ୍ରଥମ ଥର ହେଲା ରାପିଡ ଆଣ୍ଡିଜେନ୍ ଟେଷ୍ଟ: ୨୪୨ କଣ୍ଟେନମେଣ୍ଟ ଜୋନ୍ରେ ହେବ ପରୀକ୍ଷା
ନୂଆଦିଲ୍ଲୀ,୧୮।୬: ଦିଲ୍ଲୀରେ ଦ୍ରୁତଗତିରେ ବଢ଼ୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ଗୁରୁବାରଠାରୁ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟିଂ ଆରମ୍ଭ ହୋଇଛି। ଏହି ଟେଷ୍ଟିଂ ଦ୍ୱାରା ବହୁତ କମ୍ ସମୟ ମଧ୍ୟରେ କରୋନା ରିପୋର୍ଟ ଉପଲବ୍ଧ ହୋଇପାରିବ। ମାତ୍ର ୩୦ ମିନିଟ୍ରୁ ୧ଘଣ୍ଟା...
ଚାଇନିଜ୍ ଖାଦ୍ୟ ବିକ୍ରି କରୁଥିବା ରେସ୍ତୋରାଁ ଉପରେ ନିଷେଧାଜ୍ଞା ଜାରି କରାଯିବା ଦରକାର: ରାମଦାସ ଅଠାଓ୍ବଲେ
ନୂଆଦିଲ୍ଲୀ,୧୮।୬: ରିପବ୍ଲିକ ପାର୍ଟି ଅଫ୍ ଇଣ୍ଡିଆ(ଆର୍ପିଆଇ-ଏ)ର ନେତା ରାମଦାସ ଅଠାଓ୍ବେଲେ ଗୁରୁବାର ଚାଇନିଜ ଖାଦ୍ୟକୁ ନେଇ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି, ଯେଉଁ ରେସ୍ତୋରାଁ ଚାଇନିଜ ଖାଦ୍ୟ ବିକ୍ରି କରୁଛନ୍ତି ସେଭଳି ରେସ୍ତୋରାଁ ଉପରେ ସରକାର ନିଷେଧାଜ୍ଞା ଜାରି କରିବା...
ଜୁଲାଇ ୨ରୁ ହେବ ରାମଲଲା ମନ୍ଦିର ନିର୍ମାଣର ଔପଚାରିକ ଶୁଭାରମ୍ଭ
ଅଯୋଧ୍ୟା,୧୮।୬: ବହୁ ପ୍ରତିକ୍ଷିତ ଅଯୋଧ୍ୟା ରାମ ମନ୍ଦିରର ନିର୍ମାଣ କାର୍ଯ୍ୟ ଜୁଲାଇ ୨ରୁ ଔପଚାରିକ ଭାବେ ଆରମ୍ଭ ହେବ। କାରଣ ଜୁଲାଇ ୨ରେ ଦେବତାମାନଙ୍କର ଦେବଶୟନ ଏକାଦଶୀର ମଙ୍ଗଳ ମୁହୂର୍ତ୍ତରେ ମନ୍ଦିରର ଭୂମି ପୂଜା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...
ଆରୋଗ୍ୟ ସେତୁ ଆପ୍ର ରେକର୍ଡ: ୪୫ ଦିନରେ ୧୩ କୋଟି ଡାଉନଲୋଡ୍
ନୂଆଦିଲ୍ଲୀ, ୧୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆରୋଗ୍ୟ ସେତୁ ଆପ୍ ଜାରି କରାଯାଇଛି। ଗତ ୪୫ ଦିନ ମଧ୍ୟରେ ଏହି ଆପ୍କୁ ୧୩ କୋଟିରୁ ଅଧିକ ଥର ଡାଉନଲୋଡ୍ କରାଯାଇଛି। ଏହୀ ଆପ୍...
ପାକିସ୍ତାନ-ଚାଇନା-ନେପାଳ ସହିତ ସୀମା ବିବାଦ: ମୋଦିଙ୍କ ପାଇଁ ପାଲଟିଛି ଅଗ୍ନି ପରୀକ୍ଷା
ନୂଆଦିଲ୍ଲୀ, ୧୮।୬: ଭାରତ ସହିତ ପାକିସ୍ତାନ,ଚାଇନା ଓ ନେପାଳର ସୀମା ବିବାଦ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଗ୍ନି ପରୀକ୍ଷା ପାଲଟିଛି। ଚାଇନାର ସୀମା ବିବାଦ ଯୋଗୁ ଗଲଓ୍ବାନ ଘାଟିରେ ସଂଘର୍ଷ ଘଟି ସାରିଛି। ଏହାର...
ବିପର୍ଯ୍ୟୟ ସମୟରେ କାନ୍ଦିବା ଭାରତର ଲକ୍ଷଣ ନୁହେଁ, କରୋନା ଦେଶପାଇଁ ଏକ ସୁଯୋଗ: ମୋଦି
ନୂଆଦିଲ୍ଲୀ,୧୮।୬: ଆତ୍ମନିର୍ଭରଶୀଳ ଭାରତ ଅଭିଯାନକୁ ନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଣିଜି୍ୟକ କ୍ଷେତ୍ର ପାଇଁ ୪୧ କୋଇଲା ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଭାରତ ବିପର୍ଯ୍ୟୟ ସମୟରେ କାନ୍ଦିବା ଦେଶ ନୁହେଁ।...
ଦିଲ୍ଲୀ-ଏନ୍ସିଆରରେ କରୋନା ସ୍ଥିତିକୁ ନେଇ ଶାହାଙ୍କ ବଡ଼ ବୈଠକ
ନୂଆଦିଲ୍ଲୀ,୧୮।୬: ଦେଶରେ କେରାନା ଭାଇରସ୍ ମାମଲା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀ ମଧ୍ୟ ପଛରେ ପଡ଼ିନାହିଁ। ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। କରୋନା ମୁକାବିଲା...
ପୋଲିସ ଷ୍ଟେଶନରେ ବଲିଉଡ୍ ଅଭିନେତା ସୁଶାନ୍ତଙ୍କ ବାନ୍ଧବୀ ରିଆ
ମୁମ୍ବାଇ,୧୮।୬: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ଏବେବି ଯେମିତି ଅସମାହିତ ପ୍ରଶ୍ନ ହୋଇରହିଛି। ଡିପ୍ରେଶନ ଯୋଗୁ ସେ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି କୁହାଯାଉଥିବା ବେଳେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଏବେବି ଅନେକଙ୍କ...
କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ
ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ ପୋଲିସଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ...
Archives


