ଜାତୀୟ

ସ୍ତ୍ରୀ’ର କଟାମୁଣ୍ଡ ଧରି ଥାନାରେ ସ୍ବାମୀ

ଲକ୍ଷ୍ନୌ, ୯।୧୦- ପଡ଼ୋଶୀ ସହିତ ପରକୀୟା ପ୍ରୀତିକୁ ନେଇ ଚିନ୍ନର ଯାଦବ ନାମକ ଜଣେ ଯୁବକ ତାଙ୍କ ସ୍ତ୍ରୀ ବିମଳାଙ୍କୁ ହତ୍ୟା କରିଛନ୍ତି। ଏହାପରେ କଟାମୁଣ୍ଡ ଧରି ଚିନ୍ନର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଏଭଳି ଘଟଣା ଶୁକ୍ରବାର ଉତ୍ତରପ୍ରଦେଶର ବଣ୍ଡା ଜିଲା…

ଋଶିକେଶରେ ବିଦେଶୀ ମହିଳାଙ୍କୁ ବଳାତ୍କାର

ଋଶିକେଶ,୯।୧୦- ଋଶିକେଶରେ ଜଣେ ଆମେରିକୀୟ ମହିଳା (୩୭)ଙ୍କୁ ଜଣେ ସ୍ଥାନୀୟ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୋଗ ଶିକ୍ଷା ଲାଗି ସେ ଏଠାକୁ ଆସିଥିବାବେଳେ ଶିକ୍ଷାଦେବା ବାହାନାରେ ଯୁବକ ଜଣକ ମିଶିବା ସହ ଘରକୁ ଡାକି ବଳାତ୍କାର କରିଥିବା ବିଦେଶୀ…

ଜମିବାଡି ବିବାଦ: ପୁରୋହିତଙ୍କୁ ଜାଳିଦେଲେ ଦୁର୍ବୃତ୍ତ

ଜୟପୁର,୯।୧୦-ରାଜସ୍ଥାନର କରୌଲି ଜିଲାରେ ଜମି ବିବାଦକୁ କେନ୍ଦ୍ର କରି ଜଣେ ପୁରୋହିତଙ୍କୁ ହତ୍ୟା କରାଯାଇଛି। କିଛି ଦୁର୍ବୃତ୍ତ ତାଙ୍କ ଦେହରେ ନିଆଁ ଲଗାଇ ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବାବୁଲାଲ ବୈଷ୍ଣବ(୫୦)। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ…

ଶନିବାର ହେବ ପାଶୱାନଙ୍କ ଅନ୍ତିମ ସଂସ୍କାର

ପାଟନା,୯ ।୧୦: କେନ୍ଦ୍ରମନ୍ତ୍ରୀ ତଥା ଏଲ୍‌ଜେପିର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତଃ ରାମବିଳାସ ପାଶୱାନଙ୍କ ମର ଶରୀରକୁ ଶୁକ୍ରବାର ପାଟନା ନିଆଯାଇଛି । ସେଠାରେ ତାଙ୍କ ମର ଶରୀରକୁ ଶହୀଦ ପିର ଅଲ୍ଲି ଖାଁ ମାର୍ଗରେ ଥିବା ଏଲ୍‌ଜେପି କାର୍ଯ୍ୟାଳୟରେ ରଖାଯିବ ।…

ପାକିସ୍ତାନର ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇକୁ ଗୁପ୍ତ ସୂଚନା ହେଇ ହାଲ୍ କର୍ମଚାରୀ ଗିରଫ

ନାସିକ,୯ ।୧୦: ମହାରାଷ୍ଟ୍ରର ଆଣ୍ଟି ଟେରୋରିଜମ ସ୍କାଡ(ଏଟିଏସ୍‌)କୁ ଶୁକ୍ରବାର ଏକ ବଡ ସଫଳତା ମିଳିଛି । ଏଟିଏସ୍ ଦ୍ୱାରା ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ଏଚ୍‌ଏଏଲ୍‌) ନାସିକ ୟୁନିଟର ଜଣେ କର୍ମଚାରୀଙ୍କୁ ଗିରଫ କରାଯାଇଛି । ଉକ୍ତ ବ୍ୟକ୍ତି ଜଣଙ୍କ ଭାରତୀୟ ଯୁଦ୍ଧ ବିମାନ…

ସାଇକେଲରେ ଆସି ପ୍ରାର୍ଥିପତ୍ର ଦାଖଲ କଲେ ଦର୍ଜି, କହିଲେ ବିଧାୟକ ହେଲେ ପ୍ରଥମେ ନିଜର ବିକାଶ କରିବି

ଶେଖପୁରା,୯ ।୧୦: ବିଧାୟକ ହେଲେ ପ୍ରଥମେ ଜନତାଙ୍କ ପାଇଁ କାମ କରିବି । ଏଭଳି କଥା ପ୍ରାୟ ସବୁ ରାଜନେତା ନିର୍ବାଚନ ପୂର୍ବରୁ କହିଥିବା ସମସ୍ତେ ଜାଣନ୍ତି । ହେଲେ ଶେଖପୁରାର ବରବିଘା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିବା ଜଣେ…

ମେଡ ଇନ୍ ଇଣ୍ଡିଆର ଦମ୍ : ଆଣ୍ଟି ବିକିରଣ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୯ ।୧୦: ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଂଗଠନ ବା ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ(ଡିଆର୍‌ଡିଓ) ପୁଣିଥରେ ଇତିହାସ ରଚିଛି । ଭାରତ ଶୁକ୍ରବାର ଆଣ୍ଟି ରେଡିଏଶନ ମିଶାଇଲ ‘ରୁଦ୍ରମ’ର ସଫଳ ପରୀକ୍ଷଣ କରିଛି । ଏହି କ୍ଷେପଣାସ୍ତ୍ରକୁ…

ପାଶୱାନଙ୍କ କାର୍ଯ୍ୟ ସମ୍ଭାଳିବେ ଗୋୟଲ

ନୂଆଦିଲ୍ଲୀ,୯ ।୧୦: ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ମୃତ୍ୟୁ ହୋଇଯାଇଛି । ତେବେ ସେ ଯେଉଁ ଦାୟିତ୍ୱରେ ଥିଲେ ଏବେ ସେହି ଦାୟିତ୍ୱ ସମ୍ଭାଳିବେ ପିୟୁଷ ଗୋୟଲ । ଗୋୟଲଙ୍କୁ ଏବେ ଅତିରିକ୍ତ ଭାବେ ଉପଭୋକ୍ତା ବ୍ୟାପାର, ଖାଦ୍ୟ…

ଭିପି ସିଂଙ୍କଠାରୁ ମୋଦିଙ୍କ ପର୍ଯ୍ୟନ୍ତ ୬ ଜଣ ପ୍ରଧାନମନ୍ତ୍ରୀଙ୍କ ସହ କାମ କରିଛନ୍ତି ପାଶୱାନ

ନୂଆଦିଲ୍ଲୀ,୯ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ ଦଳିତ ନେତା ରାମବିଳାସ ପାଶୱାନଙ୍କ ଦେହାନ୍ତ ହେବା ତାଙ୍କ ଦଳ ପାଇଁ ଏକ ବଡ ଝଟକା । ତେବେ ବିହାରରେ ପାଶୱାନ ଏକ ମାତ୍ର ନେତା…

ଲିବ୍ୟାରେ ଅପହରଣର ଶିକାର ହେଲେ ୭ ଭାରତୀୟ

ନୂଆଦିଲ୍ଲୀ,୯।୧୦: ୭ ଭାରତୀୟଙ୍କୁ ଲିବ୍ୟାରୁ କିଛି ଦୁର୍ବୃତ୍ତ ଅପହରଣ କରି ନେଇଛନ୍ତି। ଏନେଇ  ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅପହୃତଙ୍କୁ ମୁକୁଳାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଅପହରଣର ଶିକାର ହୋଇଥିବା ୭ ଭାରତୀୟ ବିହାର,…

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୯।୧୦: : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ଶୁକ୍ରବାର ଏହାର ଦ୍ବି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି। ଏନେଇ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ଅକ୍ଟୋବର…

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୯।୧୦: ଆଗକୁ ବିହାର ନିର୍ବାଚନ। ଏହାପୂର୍ବରୁ ଆରଜେଡି ପାଇଁ ଏକ ଖୁସି ଖବର ଆସିଛି। ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇଥବବା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଚାଇବାସା ଟ୍ରେଜେରି କ୍ରେସ୍‌ରେ ଜାମିନ ମିଳିଛି। ଏବେ କିନ୍ତୁ ଲାଲୁ ଜେଲ୍‌ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri