କରୋନାରେ ଜଣଙ୍କର ବି ମୃତ୍ୟୁ ଦୁଃଖଦାୟକ: ମୋଦି
ନୂଆଦିଲ୍ଲୀ,୧୬।୬: ବିଶ୍ୱ ପାଇଁ ଏବେବି ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣ। ଦେଶରେ ୨୪ ଘଣ୍ଟାରେ ୧୦ ହଜାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ମଧ୍ୟ ଚିନ୍ତାର ବିଷୟ। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୧...
ନିଗମ ବୋଧ ଘାଟରେ ରାତିସାରା ହେବ ଅନ୍ତିମ ସଂସ୍କାର !
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବିପଦଜନ୍ନକ ହେବାରେ ଲାଗିଛି। ଏଥିରେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ହୁ ହୁ ବଢ଼ିବାରେ ଲାଗିିଛି। ତେବେ କରୋନାଜନିତ ବୃଦ୍ଧି ପାଉଥିବା ମୃତ୍ୟୁ ସଂଖ୍ୟାକୁ ଦେଖି ଦିଲ୍ଲୀ ନଗର ନିଗକ...
ସ୍ବଦେଶୀ ଭେଣ୍ଟିଲେଟର ନିର୍ମାଣ ସ୍ବପ୍ନ ସତ ହେଲା
ନୂଆଦିଲ୍ଲୀ,୧୬।୬: କରୋନା ମହାମାରୀ ସହ ଲଢିବାକୁ ପ୍ରାୟ ସବୁ ଦେଶ ଆପ୍ରାଣ ଉଦ୍ୟମ କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରେ ପଛରେ ପଡିନାହିଁ। ମେକ୍ ଇନ୍ ଇଣ୍ଡିଆ ପ୍ରୋଜେକ୍ଟ ଅଧିନରେ ଏବେ ସତ ହୋଇଛି ସ୍ବଦେଶୀ ଭେଣ୍ଟିଲେଟର ନିର୍ମାଣ...
ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି
ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ ଭାରତର ଜଣେ କର୍ନେଲ ଏବଂ ୨ ଜଣ ଯବାନ ଶହୀଦ ହୋଇଥିବାବେଳେ...
ଜୁନ୍ ୨୧ ସୂର୍ଯ୍ୟପରାଗ ପରେ ନଷ୍ଟ ହେବ କରୋନା ଭୂତାଣୁ : ଭାରତୀୟ ବୈଜ୍ଞାନିକ
ଚେନ୍ନାଇ, ୧୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଚଳିତ ଜୁନ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ ହୋଇଯିବ ବୋଲି ଜଣେ ଭାରତୀୟ ବୈଜ୍ଞାନିକ ଦାବି କରିଛନ୍ତି। ଚେନ୍ନାଇର ନ୍ୟୁକ୍ଲିୟର ଆଣ୍ଡ...
ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ଆସିଲା ନେଗେଟିଭ
ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ଏବେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ବେଳେ ସାମାନ୍ୟ ଜ୍ୱର ରହିଛି। ସୂଚନାଯୋଗ୍ୟ, ଜନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର...
କରୋନାକୁ ପୂରିଲା ୧୩୫ ଦିନ: ସାମାନ୍ୟ ଅସାବଧାନତା ନେଇପାରେ ଅନେକଙ୍କ ଜୀବନ !
ନୂଆଦିଲ୍ଲୀ,୧୬।୬: କରୋନା ଭାଇରସକୁ ଏକ ଅଜଣା ବିଶ୍ୱାସଘାତୀ ଶତ୍ରୁ ବୋଲି କହି ଭାରତୀୟ ବିଶେଷଜ୍ଞମାନେ କହିଛନ୍ତି ସାମାନ୍ୟ ଅବହେଳା ପରିସ୍ଥିତିକୁ ଆହୁଳି ଜଟିଳ କରିଦେଇପାରେ। ଦେଶରେ କରୋନା ତା’ର ସ୍ଥିତି ଜାରିର କରିବାର ୧୩୫ ଦିନ ପୂରଣ ହୋଇସାରିଲାଣି। ହେଲେ...
ସରପଞ୍ଚ ଅଜୟ ପଣ୍ଡିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ
ଶ୍ରୀନଗର,୧୬।୬: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଜୁନ ୮ରେ କଶ୍ମୀରି ପଣ୍ଡିତ ସରପଞ୍ଚ ଅଜୟ ପଣ୍ଡିତାଙ୍କ ହୋଇଥିବା ହତ୍ୟାର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ଗତ ସପ୍ତାହ ଏନ୍କାଉଣ୍ଟରରେ ନିପାତ ହୋଇଥିବା ହିଜବୁଲ ମୁଜାହିଦିନର ଆତଙ୍କବାଦୀ ଓମାର ହିଁ ସରପଞ୍ଚଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି।...
୪୫ ବର୍ଷ ପରେ ଭାରତ-ଚାଇନା ସୀମାରେ ଗୁଳି ବିନିମୟ: ଜଣେ କର୍ନଲ-୨ ଯବାନ ଶହୀଦ
ଲଦାଖ, ୧୬।୬: ଭାରତ ଚାଇନା ସୀମାରେ ଦୀର୍ଘ ୪୫ ବର୍ଷ ପରେ ପୁଣି ଥରେ ଗୁଳି ବିନିମୟ ହୋଇଛି। ଏହି ଘଟଣାରେ ଜଣେ କର୍ନଲ ଏବଂ ୨ ଜଣ ଯବାନ ଶହୀଦ ହୋଇଛନ୍ତି। ଚାଇନର ୩ ସୈନ୍ୟଙ୍କର ଏଥିରେ ମୃତ୍ୟୁ...
ଜୁଲାଇ ୧୫ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ଛୁଇଁବା ଆଶଙ୍କା
ନୂଆଦିଲ୍ଲୀ, ୧୬।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜୁଲାଇ ୧୫ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ଛୁଇଁବ। ହୋଇଥିବା ଏକ ସର୍ଭେ...
ମୋଦିଙ୍କୁ ସୋନିଆଙ୍କ ଚିଠି
ନୂଆଦିଲ୍ଲୀ,୧୬।୬: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ପେଟ୍ରୋଲ ଓ ଡିଜେଲ ଦର ଲଗାତାର ଭାବେ ବୃଦ୍ଧି ପାଉଥିବାରୁ ଏହାକୁ ନେଇ ସୋନିଆ ଅସନ୍ତୁଷ୍ଟ ହୋଇଛନ୍ତି। ପତ୍ର ମାଧ୍ୟମରେ ସେ...
ପ୍ରୟାଗରାଜର ପୂର୍ବତନ ଏସ୍ଏସ୍ପିଙ୍କୁ କରୋନା
ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍ଏସ୍ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସତ୍ୟାର୍ଥଙ୍କ ଗନ୍ମ୍ୟାନ ପ୍ରଥମେ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିଲେ।...
Archives


