ଜାତୀୟ

ଦୋଷମୁକ୍ତ ହେବା ପରେ ବି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି କେଜରିଓ୍ବାଲ-ସିସୋଡିଆ? ହାଇକୋର୍ଟ ଯିବାକୁ ପ୍ରସ୍ତୁତ ହେଲାଣି CBI

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ସରକାରଙ୍କ ପୂର୍ବ ଅବକାରୀ (ମଦ) ନୀତି ସହିତ ଜଡିତ ଅଭିଯୋଗ ଘୋଟାଲାରେ ଶୁକ୍ରବାର ଏକ ବଡ଼ ଘଟଣା ଘଟିଛି। ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମେତ…

WhatsApp ଡାଉନ୍‌: ଅଧିକ ପ୍ରଭାବିତ ୱେବ ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଭାରତରେ ହ୍ବାଟ୍ସଆପ୍‌ ୱେବ ୟୁଜର୍ସମାନେ ଲଗ ଇନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ସକାଳେ ଅନେକ ୟୁଜର୍ସ ହ୍ବାଟ୍ସଆପ ୱେବ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ସେମାନେ ଅଭିଯୋଗ କରିଥିଲେ, ସେମାନେ ସେମାନଙ୍କ ଆକାଉଣ୍ଟରେ ଲଗ ଇନ…

CBIର ମଦ ଦୁର୍ନୀତି ମାମଲା: ଅରବିନ୍ଦ କେଜରିୱାଲ ଓ ମନୀଷ ସିସୋଦିଆ ଦୋଷମୁକ୍ତ, ଆଲିଙ୍ଗନ କରି କାନ୍ଦିଲେ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଶୁକ୍ରବାର ଦିନ ସ୍ୱତନ୍ତ୍ର ବିଚାରପତି ଜିତେନ୍ଦ୍ର ସିଂ ତାଙ୍କ ରାୟରେ କେଜରିୱାଲ…

‘ମୁଁ ଦାଢିଥିବା ଲୋକଙ୍କୁ ଭୟକରେ’, କାହିଁକି ଏମିତି କହିଲେ ପୂର୍ବତନ ଉପ ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୭।୨: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖର ବୁଧବାର (୨୫ ଫେବୃଆରୀ) ତାଙ୍କ ଗୃହରାଜ୍ୟ ରାଜସ୍ଥାନର ଚୁରୁ ଜିଲାରେ ପହଞ୍ଚିଥିଲେ। ସେ ପୂର୍ବତନ ଏମପି ରାମ ସିଂହ କାସୱା ଏବଂ ପୂର୍ବତନ ବିଧାୟକ କମଳା କାସୱାଙ୍କ ଘରକୁ ଯାଇଥିଲେ। ତାଙ୍କୁ ସେଠାରେ ସ୍ବାଗତ…

ଲାଇସେନ୍ସ ଫି ୧୦% ବୃଦ୍ଧି, ମହଙ୍ଗା ହୋଇପାରେ ମଦ ଦର

ନୂଆଦିଲ୍ଲୀ,୨୭ା୨: ଦିଲ୍ଲୀରେ ମଦ ଏବେ ମହଙ୍ଗା ହୋଇପାରେ । ନୂତନ ଉତ୍ପାଦ ନୀତି ଏପର୍ଯ୍ୟନ୍ତ ଚୂଡ଼ାନ୍ତ ହୋଇନଥିବା ବେଳେ, ଦିଲ୍ଲୀ ସରକାର “ହୋଟେଲ, କ୍ଲବ ଏବଂ ରେଷ୍ଟୁରାଣ୍ଟ” ବର୍ଗରେ୨୦୨୬-୨୭ଆର୍ଥିକ ବର୍ଷର ଶେଷ ପର୍ଯ୍ୟନ୍ତ ବିଦ୍ୟମାନ ନୀତି ଅନୁଯାୟୀ ମଦ ଲାଇସେନ୍ସ ନବୀକରଣ କରିବାକୁ…

ଅନ୍‌ଲାଇନ କଣ୍ଟେଣ୍ଟ ପାଇଁ ଉତ୍ତରଦାୟୀ ରୁହନ୍ତୁ ଡିଜିଟାଲ ପ୍ଲାଟ୍‌ଫର୍ମ: ଅଶ୍ୱିନୀ

ନୂଆଦିଲ୍ଲୀ,୨୭ା୨(ପି.ଟି.): ଡିଜିଟାଲ ପ୍ଲାଟ୍‌ଫର୍ମଗୁଡ଼ିକରେ ପ୍ରକାଶ ପାଉଥିବା ଅନ୍‌ଲାଇନ କଣ୍ଟେଣ୍ଟ ପାଇଁ ସେମାନଙ୍କୁ ଉତ୍ତରଦାୟିତ୍ୱ ନେବାକୁ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। କଣ୍ଟେଣ୍ଟ ବା ବିଷୟବସ୍ତୁର ପ୍ରସ୍ତୁତକର୍ତ୍ତା ଏବଂ ଖବର ପ୍ରସ୍ତୁତକାରୀ ସଂଗଠନଗୁଡ଼ିକ ମଧ୍ୟରେ ଯେପରି ରାଜସ୍ବର ସୁଷମ ବଣ୍ଟନ…

‘ଦି କେରଳ ଷ୍ଟୋରି ୨’ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କୋଚି,୨୭ା୨(ପି.ଟି.): ‘ଦି କେରଳ ଷ୍ଟୋରି ୨- ଗୋଜ୍‌ ବିୟଣ୍ଡ’ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ କେରଳ ହାଇକୋର୍ଟ ଗୁରୁବାର ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି । ଉକ୍ତ ଚଳଚ୍ଚିତ୍ରକୁ ସେନ୍‌ସର ବୋର୍ଡ ସାର୍ଟିଫିକେଟ ଦେବାବେଳେ ଠିକ୍‌ଭାବେ ବିଚାର କରି ନ ଥିବା ଅନୁଧ୍ୟାନରୁ ଜଣାପଡ଼ିଥିବା…

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର କିଶୋରୀମାନଙ୍କୁ ଏହି ଟିକା ଦିଆଯିବ। ମହିଳାଙ୍କ ମଧ୍ୟରେ ପ୍ରତିକାରଯୋଗ୍ୟ କର୍କଟ ରୋଗକୁ ଦୂର…

କଳିଯୁଗର ପୁଅ…ବାପାଙ୍କ ଉପରେ କାଠ-କପଡା ପକାଇ ଜୀଅନ୍ତା ଜାଳିଦେଲେ

ଲକ୍ଷ୍ନୌ,୨୬।୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ କୋଟିପତି ପିତାଙ୍କ ହତ୍ୟା ମାମଲା ସମାଧାନ ନହେଉଣୁ ଇଟାୱା ଜିଲାର ଜସୱନ୍ତନଗର ଅଞ୍ଚଳର ନିଲୋଇ ଗାଁରେ ଜଣେ ଏକମାତ୍ର ପୁଅ ତାଙ୍କ ବୃଦ୍ଧ ପିତାଙ୍କୁ ଜୀବନ୍ତ ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି…

NCERT ପୁସ୍ତକ ତ୍ରୁଟିକୁ ନେଇ କ୍ରୋଧିତ ହେଲେ ପ୍ରଧାନମନ୍ତ୍ରୀ, ‘ପିଲାମାନଙ୍କୁ କ’ଣ ପଢ଼ାଯାଉଛି,ଧ୍ୟାନ ଦେବା ଉଚିତ’

ନୂଆଦିଲ୍ଲୀ,୨୬।୨: ନୂତନ NCERT ଶ୍ରେଣୀ 8 ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ “ନ୍ୟାୟପାଳିକାରେ ଦୁର୍ନୀତି” ଉପରେ ଏକ ଅଧ୍ୟାୟ ଯୋଡା ଯାଇଥିଲା, ଯାହା ବିବାଦ ସୃଷ୍ଟି କରିଛି । NCERT ପାଠ୍ୟପୁସ୍ତକ ବିବାଦ ଉପରେ ପ୍ରଧାନମନ୍ତ୍ରୀ ମୋଦି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂତ୍ର…

DGCAର ନୂଆ ନିୟମ, ବୁକିଂର ୪୮ ଘଣ୍ଟା ମଧ୍ୟରେ ଟିକେଟ୍ ବାତିଲ କଲେ….

ନୂଆଦିଲ୍ଲୀ,୨୬।୨: ଲକ୍ଷ ଲକ୍ଷ ବିମାନ ଯାତ୍ରୀଙ୍କୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛି । ଯଦି ୪୮ ଘଣ୍ଟା ମଧ୍ୟରେ ବୁକ୍ ହୋଇଥିବା ବିମାନ ଟିକେଟ୍ ବାତିଲ କରାଯାଏ, ତେବେ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ…

‘ନ୍ୟାୟପାଳିକାକୁ ଅପମାନିତ କରିବାର କୌଣସି ଉଦ୍ଦେଶ୍ୟ ନାହିଁ’, NCERT ପୁସ୍ତକ ବିବାଦକୁ ନେଇ ବଡ଼ ବୟାନ ଦେଲେ ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୬।୨: NCERT ଶ୍ରେଣୀ ୮ ପାଠ୍ୟପୁସ୍ତକରେ ‘ନ୍ୟାୟପାଳିକାରେ ଦୁର୍ନୀତି’ ଅଧ୍ୟାୟକୁ ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ଯାହା ଘଟିଛି ସେଥିପାଇଁ ମୁଁ ଗଭୀର ଦୁଃଖିତ, ଏବଂ ନ୍ୟାୟପାଳିକାକୁ ଅପମାନିତ କରିବାର କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri