ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…
ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ ଜଣକୁ ଗିରଫ କରିଥିବାବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ମଣ୍ଡାଓ୍ବାଲିର…
BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…
ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ୧୧ଟି…
ଭାରତରେ ନିଜ ଟଏଲଟ୍ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍, କାରଣ ଜାଣିଲେ ହୋସ୍ ଉଡିବ
ନୂଆଦିଲ୍ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ ପର୍ଯ୍ୟନ୍ତ ମଧ୍ୟ ବିସ୍ତାରିତ ହୋଇପାରେ। ୧୮ତମ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ପାଇଁ…
ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା
ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍, ଇରାନ ରାଷ୍ଟ୍ରପତି ମାସୌଦ ପେଜେଶକିଆନ, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା…
ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…
ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ ପୋଷ୍ଟ କରି ଲଦାଖ ପାଇଁ ସମର୍ଥନ ମାଗିଥିବା ବେଳେ କକରୋଚ ଜନତା ପାର୍ଟି…
ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…
ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା ପୂର୍ବରୁ ଚାଇନା ପକ୍ଷରୁ ସକାରାତ୍ମକ ଆଭିମୁଖ୍ୟ ପ୍ରକାଶ ପାଇଛି। ଶୁକ୍ରବାର ଚାଇନା ବୈଦେଶିକ…
ତାଜ୍ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ ତାଜ ପ୍ୟାଲେସରୁ ଆରମ୍ଭ କରି ITC ମୌର୍ଯ୍ୟ ପର୍ଯ୍ୟନ୍ତ, ଦିଲ୍ଲୀର ବିଳାସପୂର୍ଣ୍ଣ ହୋଟେଲଗୁଡ଼ିକ…
ବଡ଼ ପ୍ୟାକେଜ୍ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ Su-57Eକୁ ନେଇ ଭାରତ-ରୁଷିଆ ମଧ୍ୟରେ ପୁଣିଥରେ ବଡ଼ ଆଲୋଚନା ହୋଇପାରେ। ରୁଷିଆ ଭାରତକୁ…
ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା
ନୂଆଦିଲ୍ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ ଖୁସି ଖବର ରହିଛି। କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା…
ବଡ଼ ସଫଳତା, ନାଗ-ଅହିରାଜ ବିଷକୁ ମାତ୍ ଦେବ ଲାବ୍ ନିର୍ମିତ ଆଣ୍ଟିଭେନମ୍!
ନୂଆଦିଲ୍ଲୀ, ୧୧ା୯ (ପି.ଟି.): ନାଗ, ଅହିରାଜ ଭଳି ସାପ ବିଷ ବିରୋଧରେ ସଂଗ୍ରାମ ପାଇଁ ଗବେଷକମାନେ ଏକ ନୂତନ ଲାବ୍-ନିର୍ମିିତ ‘ରିକମ୍ବିନାଣ୍ଟ ଆଣ୍ଟିଭେନମ୍’ ପ୍ରସ୍ତୁତ କରିଛନ୍ତି। ମୂଷାଙ୍କ ଉପରେ କରାଯାଇଥିବା ପରୀକ୍ଷାରୁ ଏହା ବିଭିନ୍ନ ପ୍ରଜାତିର ନାଗ ସାପ ବିଷ ବିରୋଧରେ…
ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….
ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮ ପ୍ରତିଶତ ରହିଛି । ଏହି ପ୍ରଦର୍ଶନ IMFର ଷ୍ଟାଫ୍ ଆକଳନ ଏବଂ ଅନେକ…
ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା ପାଇଁ ଏକ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟ…

