ରାତ୍ର କର୍ଫ୍ୟୁ ବେଳେ ଆନ୍ତଃରାଜ୍ୟ ବସ୍କୁ ଅଟକାଅ ନାହିଁ: ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୩ା୬(ପି.ଟି.): ସାରା ଦେଶରେ ଅନ୍ଲକ୍ ୧ ଆରମ୍ଭ ହେବା ସହ ଲକ୍ଡାଉନ ବେଳର ଅଧିକାଂଶ କଟକଣା କୋହଳ କରାଯାଇଛି। ରାତ୍ରକାଳୀନ କର୍ଫ୍ୟୁକୁ ରାତି ୯ଟାରୁ ସକାଳ ୫ଟା ମଧ୍ୟରେ ସୀମିତ କରାଯାଇଛି। ଏହି ସମୟରେ ଜାତୀୟ ତଥା ରାଜ୍ୟ ରାଜପଥରେ...
୧୬, ୧୭ରେ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଆଲୋଚନା
ନୂଆଦିଲ୍ଲୀ, ୧୩ା୬: ଭାରତରେ ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ବିଶ୍ୱରେ ବ୍ରିଟେନକୁ ଟପି ଚଚୁର୍ଥ ସ୍ଥାନରେ ପହଞ୍ଚିଥିବା ଭାରତରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଟପିଛି। ସ୍ଥିତି ସୁଧାରିବା ଲାଗି ପ୍ରୟାସ ଜାରି ରହିଥିବା ବେଳେ ଆଗାମୀ...
ଦିଲ୍ଲୀ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩ା୬(ପି.ଟି.): ଦିଲ୍ଲୀ ମେଡିକାଲ ଓ୍ବାର୍ଡଗୁଡ଼ିକର ଦୟନୀୟ ସ୍ଥିତିକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ ସରକାରଙ୍କ ଉପରେ ଜୋର୍ଦାର ବର୍ଷିଛନ୍ତି। ଦିଲ୍ଲୀ ହସ୍ପିଟାଲରେ କରୋନା ରୋଗୀଙ୍କୁ ପ୍ରାଣୀଙ୍କ ଠାରୁ ହୀନ ବ୍ୟବହାର କରାଯାଉଛି। ରୋଗୀଙ୍କ ମୃତ୍ୟୁ ଘଟିଲେ ମୃତଦେହ ଲବି ଓ...
ଯୁଦ୍ଧବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ କର ନାହିଁ
ନୂଆଦିଲ୍ଲୀ,୧୩ା୬(ପି.ଟି.): ଯୁଦ୍ଧ ବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ ରଖାଯାଇପାରିବ ନାହିଁ। କରୋନା ବିରୋଧୀ ଲଢ଼େଇରେ ସାମିଲ ଡାକ୍ତରଙ୍କୁ ବେତନ ପ୍ରଦାନରେ ବିଳମ୍ବ କରାଯିବା ଉଚିତ ନୁହେଁ। ତୁରନ୍ତ ଅର୍ଥ ଯୋଗାଡ଼ କରି ସେମାନଙ୍କ ସମସ୍ୟା ଦୂର କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟ ସରକାରଙ୍କୁ...
ନେପାଳ ପୋଲିସ ଗୁଳିରେ ଭାରତୀୟ ମୃତ
ନୂଆଦିଲ୍ଲୀ,୧୩ା୬(ପି.ଟି.): ବିହାରର ସୀତାମାଢ଼ି ଜିଲା ସୀମାନ୍ତରେ ନେପାଳ ପୋଲିସର ଆଖିବୁଜା ଗୁଳିମାଡ଼ରେ ଜଣେ ଭାରତୀୟଙ୍କ ମୃତ୍ୟୁ ହେବା ସହ ୪ ଆହତ ହୋଇଛନ୍ତି। ସୋନେବର୍ଷା ଥାନା ପିପ୍ରା ପର୍ସାଇନ୍ ପଞ୍ଚାୟତର ଲାଲ୍ବନ୍ଦୀ-ଜାନକୀ ନଗର ସୀମାରେ ନେପାଳ ପୋଲିସ ସହ କେତେଜଣ...
କରୋନା ନେଲା କିସିଂ ବାବାଙ୍କ ଜୀବନ
ଭୋପାଳ/ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନାର ତାଣ୍ଡବ ଜାରି ରହିଥିବା ବେଳେ କିସିଂ ବାବା ଭାବେ ଜଣାଶୁଣା ମଧ୍ୟପ୍ରଦେଶର ଆସ୍ଲାମର ଆତ୍ମଘୋଷିତ ଭଗବାନ ଭୂତାଣୁ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଲୋକମାନଙ୍କ ହାତକୁ କିସ୍କରି ସେ କରୋନା ରୋଗୀଙ୍କୁ ଭଲ କରିଆସୁଥିବା...
ଦେବେଗୌଡ଼ା, ଖାର୍ଗେ ରାଜ୍ୟ ସଭାକୁ ନିର୍ବାଚିତ
ବେଙ୍ଗାଲୁରୁ,୧୩ା୬(ଆଇଏଏନ୍ଏସ୍): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍) ସୁପ୍ରିମୋ ଏଚ୍.ଡି. ଦେବେଗୌଡ଼ା ଏବଂ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ଶାସକ ଭାଜପାର ଦୁଇଜଣ ତୃଣମୂଳ ସ୍ତରର ନେତା...
ଦେଶରେ ସ୍ଥିତି ଅସମ୍ଭାଳ
ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନା ସ୍ଥିତି ଅସମ୍ଭାଳ ଆଡ଼କୁ ଗତି କରୁଛି। ବିଶ୍ୱ ସହ ତାଳଦେଇ ଭାରତରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩,୦୧,୫୭୯ରେ ପହଞ୍ଚିଥିବା ବେଳେ ୮,୫୫୩...
ହାଇବ୍ରିଡ୍ ହେବ ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ,୧୩ା୬ : ଏଥର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ହାଇବ୍ରିଡ୍ ହୋଇପାରେ। ଅର୍ଥାତ୍ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ସଦସ୍ୟଙ୍କ ଉପସ୍ଥିତି ବ୍ୟକ୍ତିଗତ ଏବଂ ଭର୍ଚୁଆଲ (ଭିଡିଓ କନ୍ଫରେନ୍ସ ଜରିଆରେ) ହୋଇପାରେ। କାରଣ କରୋନା ଭାଇରସ୍ ସଂକ୍ରମଣ ଦୃଷ୍ଟିରୁ...
ଘରୋଇ ସଂସ୍ଥାକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି
ନୂଆଦିଲ୍ଲୀ,୧୩ା୬(ପି.ଟି.): କରୋନା ମହାମାରୀ ଜନିତ ଲକ୍ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ବେତନ ଦେଇପାରି ନ ଥିବା ଘରୋଇ କମ୍ପାନୀ ବିରୋଧରେ ଜୁଲାଇ ଶେଷ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ...
ତିରୁପତି ମନ୍ଦିର କର୍ମଚାରୀ କରୋନା ପଜିଟିଭ୍: ୨ ଦିନ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା
ତିରୁପତି,୧୨।୬: ତିରୁମାଲା ତିରୁପତି ଦେବସ୍ଥାନମ୍(ଟିଟିଡି)ର ଜଣେ କର୍ମଚାରୀ ଶୁକ୍ରବାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଟିଟିଡିର ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏହାପରେ ଶ୍ରୀ ଗୋବିନ୍ଦ ରାଜ ସ୍ବାମୀ ମନ୍ଦିରକୁ ୨ ଦିନ ଯାଏଁ ଶ୍ରଦ୍ଧାଳୁଙ୍କ...
ମହାରାଷ୍ଟ୍ରରେ ବେଲଗାମ ହେଉଛି କରୋନା: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସରକାରଙ୍କ ପାଇଁ ଏବେ ଚିନ୍ତା ବଢ଼ାଇ ଦେଇଛି।...
Archives


