ଯୁଦ୍ଧବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ କର ନାହିଁ
ନୂଆଦିଲ୍ଲୀ,୧୩ା୬(ପି.ଟି.): ଯୁଦ୍ଧ ବେଳେ ସୈନ୍ୟଙ୍କୁ ଅସନ୍ତୁଷ୍ଟ ରଖାଯାଇପାରିବ ନାହିଁ। କରୋନା ବିରୋଧୀ ଲଢ଼େଇରେ ସାମିଲ ଡାକ୍ତରଙ୍କୁ ବେତନ ପ୍ରଦାନରେ ବିଳମ୍ବ କରାଯିବା ଉଚିତ ନୁହେଁ। ତୁରନ୍ତ ଅର୍ଥ ଯୋଗାଡ଼ କରି ସେମାନଙ୍କ ସମସ୍ୟା ଦୂର କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟ ସରକାରଙ୍କୁ...
ନେପାଳ ପୋଲିସ ଗୁଳିରେ ଭାରତୀୟ ମୃତ
ନୂଆଦିଲ୍ଲୀ,୧୩ା୬(ପି.ଟି.): ବିହାରର ସୀତାମାଢ଼ି ଜିଲା ସୀମାନ୍ତରେ ନେପାଳ ପୋଲିସର ଆଖିବୁଜା ଗୁଳିମାଡ଼ରେ ଜଣେ ଭାରତୀୟଙ୍କ ମୃତ୍ୟୁ ହେବା ସହ ୪ ଆହତ ହୋଇଛନ୍ତି। ସୋନେବର୍ଷା ଥାନା ପିପ୍ରା ପର୍ସାଇନ୍ ପଞ୍ଚାୟତର ଲାଲ୍ବନ୍ଦୀ-ଜାନକୀ ନଗର ସୀମାରେ ନେପାଳ ପୋଲିସ ସହ କେତେଜଣ...
କରୋନା ନେଲା କିସିଂ ବାବାଙ୍କ ଜୀବନ
ଭୋପାଳ/ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନାର ତାଣ୍ଡବ ଜାରି ରହିଥିବା ବେଳେ କିସିଂ ବାବା ଭାବେ ଜଣାଶୁଣା ମଧ୍ୟପ୍ରଦେଶର ଆସ୍ଲାମର ଆତ୍ମଘୋଷିତ ଭଗବାନ ଭୂତାଣୁ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଲୋକମାନଙ୍କ ହାତକୁ କିସ୍କରି ସେ କରୋନା ରୋଗୀଙ୍କୁ ଭଲ କରିଆସୁଥିବା...
ଦେବେଗୌଡ଼ା, ଖାର୍ଗେ ରାଜ୍ୟ ସଭାକୁ ନିର୍ବାଚିତ
ବେଙ୍ଗାଲୁରୁ,୧୩ା୬(ଆଇଏଏନ୍ଏସ୍): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍) ସୁପ୍ରିମୋ ଏଚ୍.ଡି. ଦେବେଗୌଡ଼ା ଏବଂ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ଶାସକ ଭାଜପାର ଦୁଇଜଣ ତୃଣମୂଳ ସ୍ତରର ନେତା...
ଦେଶରେ ସ୍ଥିତି ଅସମ୍ଭାଳ
ନୂଆଦିଲ୍ଲୀ, ୧୩ା୬: ମହାକାରୀ କରୋନା ସ୍ଥିତି ଅସମ୍ଭାଳ ଆଡ଼କୁ ଗତି କରୁଛି। ବିଶ୍ୱ ସହ ତାଳଦେଇ ଭାରତରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩,୦୧,୫୭୯ରେ ପହଞ୍ଚିଥିବା ବେଳେ ୮,୫୫୩...
ହାଇବ୍ରିଡ୍ ହେବ ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ,୧୩ା୬ : ଏଥର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ହାଇବ୍ରିଡ୍ ହୋଇପାରେ। ଅର୍ଥାତ୍ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ସଦସ୍ୟଙ୍କ ଉପସ୍ଥିତି ବ୍ୟକ୍ତିଗତ ଏବଂ ଭର୍ଚୁଆଲ (ଭିଡିଓ କନ୍ଫରେନ୍ସ ଜରିଆରେ) ହୋଇପାରେ। କାରଣ କରୋନା ଭାଇରସ୍ ସଂକ୍ରମଣ ଦୃଷ୍ଟିରୁ...
ଘରୋଇ ସଂସ୍ଥାକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି
ନୂଆଦିଲ୍ଲୀ,୧୩ା୬(ପି.ଟି.): କରୋନା ମହାମାରୀ ଜନିତ ଲକ୍ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ବେତନ ଦେଇପାରି ନ ଥିବା ଘରୋଇ କମ୍ପାନୀ ବିରୋଧରେ ଜୁଲାଇ ଶେଷ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ...
ତିରୁପତି ମନ୍ଦିର କର୍ମଚାରୀ କରୋନା ପଜିଟିଭ୍: ୨ ଦିନ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା
ତିରୁପତି,୧୨।୬: ତିରୁମାଲା ତିରୁପତି ଦେବସ୍ଥାନମ୍(ଟିଟିଡି)ର ଜଣେ କର୍ମଚାରୀ ଶୁକ୍ରବାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଟିଟିଡିର ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏହାପରେ ଶ୍ରୀ ଗୋବିନ୍ଦ ରାଜ ସ୍ବାମୀ ମନ୍ଦିରକୁ ୨ ଦିନ ଯାଏଁ ଶ୍ରଦ୍ଧାଳୁଙ୍କ...
ମହାରାଷ୍ଟ୍ରରେ ବେଲଗାମ ହେଉଛି କରୋନା: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସରକାରଙ୍କ ପାଇଁ ଏବେ ଚିନ୍ତା ବଢ଼ାଇ ଦେଇଛି।...
ଅନ୍ଲକ୍-୧: ରାତ୍ରକାଳୀନ କର୍ଫ୍ୟୁରେ ରାଜପଥରେ ଚଳାଚଳ କରିବ ଯାନବାହନ
ନୂଆଦିଲ୍ଲୀ ,୧୨।୬: ସାରା ଦେଶରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାକୁ ଦେଖିଲେ ଅନୁମାନ କରିହେଉଛି ଯେ, ବିନା ଭ୍ୟାକସିନ୍ରେ କରୋନା ସଂକ୍ରମଣକୁ ରୋକିବା ଅସମ୍ଭବ। ଇତିମଧ୍ୟରେ ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଅନ୍ଲକ୍-୧ରେ ରାତ୍ରକାଳୀନ...
ଶ୍ରମ ମନ୍ତ୍ରଣାଳୟର ଆଉ ୨୫ ଅଧିକାରୀ କରୋନାରେ ଆକ୍ରାନ୍ତ
ନୂଆଦିଲ୍ଲୀ,୧୨।୬: ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ଆଉ ୨୫ଜଣ ଅଧିକାରୀ ଶୁକ୍ରବାର କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ମନ୍ତ୍ରଣାଳୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ପାରିବାରିକ ସଦସ୍ୟଙ୍କଠାରୁ ଉକ୍ତ ଅଧିକାରୀ ଆକ୍ରାନ୍ତ ହୋଇଥିବା କୁହାଯାଉଛି। ତେବେ...
ଡାକ୍ତରଙ୍କୁ ଦରମା ନ ମିଳିବା ନେଇ ମତ ରଖିଲେ ସୁପ୍ରିମକୋର୍ଟ: କହିଲେ, ଯୁଦ୍ଧରେ ସୈନ୍ୟଙ୍କୁ କରିପାରିବ ନାହିଁ ଅସନ୍ତୁଷ୍ଟ
ନୂଆଦିଲ୍ଲୀ,୧୨।୬: କରୋନା ଭାଇରସ୍ ବିରୋଧରେ ଯୋଦ୍ଧା ସାଜିଥିବା ଡାକ୍ତରଙ୍କ ଦରମା ନ ମିଳିବା ଏବଂ ତାଙ୍କର ଉପଯୁକ୍ତ ରହଣୀ ବ୍ୟବସ୍ଥାକୁ ନେଇ ଶୁକ୍ରବାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। କୋର୍ଟ କହିଛନ୍ତି, ‘ଯୁଦ୍ଧ ସମୟରେ ସୈନ୍ୟଙ୍କୁ ଅସନ୍ତୁଷ୍ଟ କରିପାରିବ...
Archives


