ଜାତୀୟ

‘କରୋନା ଭ୍ୟାକ୍ସିନ କରିବ ନପୁସଂକ’ ବିଧାୟକଙ୍କ ଟିପ୍ପଣିର ଉତ୍ତର ଦେଲା ଡିସିଜିଆଇ

ନୂଆଦିଲ୍ଲୀ,୩ ।୧: ଦେଶ ପ୍ରାୟ ୧ ବର୍ଷ ହେବ କରୋନା ମହାମାରୀ ସହ ଲଢି ଚାଲିଥିବା ବେଳେ ରବିବାର ସ୍ୱେଦେଶୀ ଭ୍ୟାକ୍ସିନକୁ ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଏକ୍ସପର୍ଟ କମିଟିର ସୁପାରିସ ପରେ ରବିବାର ଡ୍ରଗ୍ସ…

୩୦୦ ପର୍ଯ୍ୟଟକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କଲେ ପୋଲିସ

ଶିମ୍‌ଲା,୩।୧: ହିମାଚଳପ୍ରଦେଶରେ ପ୍ରବଳ ଥଣ୍ଡା ପଡ଼ିବା ସହିତ ତୁଷାରପାତ ଜାରି ରହିଛି। ଏପରିସ୍ଥଳେ ରୋହତଙ୍ଗ୍‌ର ଅଟଳ ଟନେଲ ପାଖରେ ଅଟକି ରହିଥିବା ୩୦୦ ପର୍ଯ୍ୟଟକଙ୍କୁ ପୋଲିସ ଉଦ୍ଧାର କରିଛନ୍ତି। ଏନେଇ ପୋଲିସ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ମନାଲି ଫେରିବା ସମୟରେ…

କରୋନା ଟିକା କୌଣସି ଦଳର ନୁହେଁ, ଖୁସିରେ ନେବି: ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ନେଇ ବିବାଦୀୟ ବୟାନ ଦେଇଥିବା ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରିଛନ୍ତି ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା । କରୋନା ଭ୍ୟାକ୍ସିନକୁ ସେ ମାନବତା ସହ…

ଫେରିବେ ସିଦ୍ଧୁ!

ନୂଆଦିଲ୍ଲୀ,୩ ।୧: ପାଖାପାଖି ୨ ବର୍ଷ ହେବ କଂଗ୍ରେସଠାରୁ ଦୂରେଇ ରହିଥିବା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ପୁଣିଥରେ ଦଳକୁ ଫେରିବେ ବୋଲି ଶୁଣିବାକୁ ମିଳିଛି । ଏଥିପାଇଁ ଦଳ ୩ଟି ଫର୍ମୁଲାରେ କାମ କରୁଥିବା କୁହାଯାଉଛି । ତେବେ…

ବୈଜ୍ଞାନିକମାନେ ଦେଲେ ଆତ୍ମନିର୍ଭର ଭାରତର ପରିଚୟ: ମୋଦି

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇର ଅନ୍ତିମ ପର୍ଯ୍ୟାୟ ଆସି ପହଞ୍ଚିଛି। କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଭଳି ଦୁଇଟି ଟିକାକୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ମଞ୍ଜୁରୀ ଦିଆଯାଇଛି। ଟିକା ପ୍ରସ୍ତୁତିରେ ଲାଗିଥିବା…

କରୋନା ଟିକା ପାଇଁ ପଠାଯାଉଥିବା ଲିଙ୍କ୍‌-ଓଟିପିକୁ ସାବଧାନ: ବ୍ୟାଙ୍କ ଖାତା ନିମିଷକେ ହୋଇଯିବ ଖାଲି

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଟିକା ଦିଆଯିବା ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସରକାର ସୁରକ୍ଷିତ ଭାବେ ସାର୍ବଜନୀକ ଟିକାକରଣ କାର୍ଯ୍ୟକୁ ଯୋଜନାବଦ୍ଧ ଭାବେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ସାଇବର ଠକେଇ ଭଳି ଅପରାଧ ବୃଦ୍ଧି ପାଇବାର…

କରୋନା ଆତଙ୍କ ହେବ ଶେଷ: କୋଭିଶିଲ୍ଡ୍‌-କୋଭାକ୍ସିନ୍‌କୁ ଡିସିଜିଆଇ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଆତଙ୍କ ଏବେ ଶେଷ ହେବା ନେଇ ଲୋକଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି। ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌କୁ କରୋନା ପ୍ରତିଷେଧକ ଟିକାକୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର…

ଭାରତ-ବାଂଲାଦେଶ ସୀମାରେ ୨୦୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

କରିମଗଞ୍ଜ୍‌,୩।୧: ଭାରତ ଏବଂ ବାଂଲାଦେଶ ସୀମାରେ ଏକ ୨୦୦ ମିଟର ଲମ୍ବ ସୁଡ଼ଙ୍ଗର ସନ୍ଧାନ ମିଳିଛି। ଆସାମର କରିମଗଞ୍ଜ୍‌ ଅଞ୍ଚଳର ବଲିଆଠାରେ ପୋଲିସ ପକ୍ଷରୁ ଏହାକୁ ଠାବ କରାଯାଇଛି। ଏହି ସୁଡ଼ଙ୍ଗ ଦେଇ ଅନ୍ତର୍ଜାତୀୟ ଚୋରାକାରବାର ଏବଂ ଅପହରଣ ହେଉଥିବା ସନ୍ଦେହ…

ଟ୍ରୋଲ୍ ହେଲେ ଅଖିଳେଶ

ଲକ୍ଷ୍ନୌ,୩ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ଏନ ନୂଆ ରଙ୍ଗ ଦେଇଥିଲେ । ଶନିବାର…

ନିର୍ବାଚନ ପ୍ରକ୍ରିୟା ଭଳି ପ୍ରସ୍ତୁତ ହେଉଛି କରୋନା ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ଦେଶବାସୀ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । ଅନ୍ୟପଟେ ଲୋକଙ୍କ ପାଖରେ ସୁବିଧାରେ ଏହି ଟିକା ପହଞ୍ଚାଇବାକୁ ସରକାର ବି ପ୍ରସ୍ତୁତି ଜାରି ରଖିଛନ୍ତି । ଶନିବାର ଟିକାକରଣ ପାଇଁ ଡ୍ରାଏ ରନ୍ କରାଯାଇଛି…

ସୌରଭ ଗାଙ୍ଗୁଲିଙ୍କ ହାର୍ଟ ସର୍ଜରୀ ସଫଳ

କୋଲକାତା,୩।୧: ବିସିସିଆଇ ଅଧ୍ୟକ୍ଷ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କୁ ଶନିବାର ହାର୍ଟ ଆଟାକ୍‌ ଆସିଥିଲା। ଚିକିତ୍ସା ପାଇଁ ତାଙ୍କୁ ଉଡ୍‌ଲ୍ୟାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ତାଙ୍କର ହାର୍ଟର ଏକ ଛୋଟ ଅପରେଶନ୍‌ କରାଯାଇଥିଲା। ହାର୍ଟ ସର୍ଜରୀ ସଫଳ ରହିଥିବା ହସ୍ପିଟାଲ…

ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା: ସର୍ଭେ

ନୂଆଦିଲ୍ଲୀ, ୩ା୧: ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ବୋଲି ଆମେରିକାର ମର୍ନିଂ କନ୍‌ସଲ୍ଟ ସର୍ଭେ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ୭୫ ପ୍ରତିଶତ ଲୋକେ ମୋଦିଙ୍କୁ ପସନ୍ଦ କରିଥିବାବେଳେ ୨୦ ପ୍ରତିଶତ ନାପସନ୍ଦ କରିଛନ୍ତି। ସର୍ଭେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?