ଜାତୀୟ

୨ ସପ୍ତାହ ମଧ୍ୟରେ ଆସିବ କରୋନା ଟିକା: ସିରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୨୯।୧୧: ଆସନ୍ତା ୨ ସପ୍ତାହ ମଧ୍ୟରେ ଜରୁରୀକାଳୀନ ବ୍ୟବହାର ପାଇଁ କରୋନା ପ୍ରତିଷେଧକ ଟିକା ଅଣାଯିବ। ଏନେଇ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ କୁହାଯାଇଛି। ଇନଷ୍ଟିଚ୍ୟୁଟ୍‌ର ସିଇଓ ଅଦାର ପୁନାଓ୍ବାଲା ଏସମ୍ପର୍କରେ ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସରକାର କେତେ ପରିମାଣର…

ଜମ୍ମୁ-କଶ୍ମୀର ସୀମାରେ ପୁଣି ଦୃଶ୍ୟ ହେଲା ପାକିସ୍ତାନି ଡ୍ରୋନ୍‌

ଜମ୍ମୁ,୨୯ ।୧୧: ଜମ୍ମୁ-କଶ୍ମୀର ଅନ୍ତରାଷ୍ଟ୍ରୀୟ ସୀମାରେ ଶନିବାର ରାତିରେ ପୁଣିଥରେ ପାକିସ୍ତାନି ଡ୍ରୋନ୍ ଦେଖିବାକୁ ମିଳିଛି । ତେବେ ଯବାନଙ୍କ ସତର୍କତା ଯୋଗୁ ଏହା ଫେରି ଯାଇଥିବା ଜଣାପଡିଛି । ବିଏସ୍‌ଏଫ୍‌ର ସୂଚନା ଅନୁଯାୟୀ, ଆର୍‌ଏସ୍ ପୁରା ସେକ୍ଟରର ଅରନିୟା ଅଞ୍ଚଳରେ…

କୃଷକଙ୍କୁ ନେଇ ଖଟ୍ଟାର-ଅମରିନ୍ଦର ମୁହାଁମୁହିଁ

ନୂଆଦିଲ୍ଲୀ, ୨୯।୧୧: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ କୃଷକମାନଙ୍କ ‘ଦିଲ୍ଲୀ ଚଲୋ’ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚତ୍ଛି। ଆନ୍ଦୋଳନକୁ ନେଇ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାର ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀ ଅଭିମୁଖେ ଯାଉଥିବା…

ଆସନ ଭାଗବଣ୍ଟାକୁ ନେଇ ରାହୁଲଙ୍କ ଆଲୋଚନା

କୋଲକାତା, ୨୯ା୧୧: ୨୦୨୧ ଏପ୍ରିଲ-ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ଏବେଠାରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଛି। ଟିଏମ୍‌ସି ଓ ଭାଜପାକୁ କଡ଼ା ଟକ୍କର ଦେବା ଲାଗି କଂଗ୍ରେସ ସିପିଆଇଏମ୍‌ ସହ ମେଣ୍ଟ କରିିଛି। ୨୦୧୬ରେ ଏହି…

ହିମାଳୟରେ ଚାଇନାର ଏସ୍‌ସିଏସ୍‌ କୌଶଳ

ନୂଆଦିଲ୍ଲୀ, ୨୯।୧୧: ଦକ୍ଷିଣ ଚାଇନା ସାଗର (ଏସ୍‌ସିଏସ୍‌)କୁ ନିଜର ବୋଲି ଦାବି କରି ସେଠାରେ ଆଧିପତ୍ୟ ଜାହିର କରୁଥିବା ବେଜିଂ ଏବେ ହିମାଳୟ ଅଞ୍ଚଳରେ ଅନୁରୂପ କୌଶଳ ଆପଣାଉଥିବା ଦେଖାଯାଇଛି। ପଡୋଶୀ ଦେଶର ସାର୍ବଭୌମତ୍ୱ ଦାବିକୁ ଅଣଦେଖା କରି ଚାଇନା ଏକତରଫା…

କୃଷକ ଆନ୍ଦୋଳନକୁ ନେଇ ଅମିତ ଶାହାଙ୍କ ହସ୍ତକ୍ଷେପକୁ ସ୍ୱାଗତ କଲେ ଅମରିନ୍ଦର

ଚଣ୍ଡିଗଡ଼,୨୯ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୃଷକ ଆନ୍ଦୋଳନ ଉପରେ ହସ୍ତକ୍ଷେପ କରିଥିବାରୁ ଏହାକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି । ସେ କହିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀଙ୍କ ପଦକ୍ଷେପକୁ ମୁଁ ସ୍ୱାଗତ କରୁଛି । ସେ କହିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ…

ସୁକମା ମାଓବାଦୀ ଆକ୍ରମଣ: ଆଇଇଡି ବିସ୍ଫୋରଣରେ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଶହୀଦ

ରାୟପୁର,୨୯ ।୧୧: ଛତିଶଗଡ଼ ସୁକମାରେ ବୁର୍କାପାଲ କ୍ୟାମ୍ପରୁ ପାଖାପାଖି ୬ କିଲୋମିଟର ଦୂରରେ ସର୍ଚ୍ଚ ଅପରେଶନ ପାଇଁ ବାହାରିଥିବା ଯବାନ ମାଓବାଦୀଙ୍କ ଟାର୍ଗେଟ ପାଲଟି ଯାଇଛନ୍ତି । ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଇଡି ବିସ୍ଫାରଣରେ କୋବରା ବାଟାଲିୟନର ଜଣେ ଆସିଷ୍ଟାଣ୍ଡ…

ଏଆଇସିସିର କୋଷାଧ୍ୟକ୍ଷ ହେଲେ ପଓ୍ବନ ବଂଶଲ

ନୂଆଦିଲ୍ଲୀ,୨୮।୧୧-ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ଦେହାନ୍ତ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଶନିବାର ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ପଓ୍ବନ କୁମାର ବଂଶଲଙ୍କୁ ଏଆଇସିସିର କୋଷାଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଦିବଂଗତ ଅହମ୍ମଦ ପଟେଲଙ୍କ ପରେ ଏହି ପଦବୀରେ କିଏ…

ଲଭ୍ ଜେହାଦକୁ ବିରୋଧ କରିବ ସମାଜବାଦୀ ପାର୍ଟି: ଅଖିଳେଶ

ଲକ୍ଷ୍ନୌ,୨୮ ।୧୧: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଭାଜପା ଭଳି ଭଲ ଓ ବଡ ମିଛ କେହି କହିପାରିବେ ନାହିଁ…

କୃଷକ ଆନ୍ଦୋଳନରେ ପ୍ରବେଶ କରିଛି ଆସାମାଜିକ ତତ୍ତ୍ୱ

ଚଣ୍ଡିଗଡ,୨୮ ।୧୧: ହରିୟାଣା ଓ ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ କହିଛନ୍ତି କୃଷକ ଆନ୍ଦୋଳନରେ ପ୍ରବେଶ କରିଛି ଆସାମାଜିକ ତତ୍ତ୍ୱ । ହେଲେ ସେ ଆହୁରି ମଧ୍ୟ କହିଛନ୍ତି ଏବେ ନୁହେଁ…

ଢାବାରେ ଖାଇ ପଇସା ନ ଦେଇ ଖସି ଯାଉଥିଲେ ୬ ଯୁବକ, ଆଉ ତା’ ପରେ…

ହରିୟାଣା,୨୮ା୧୧: ହରିୟାଣାର ସୋନିପତସ୍ଥିତ ପ୍ରସିଦ୍ଧ ‘ସୁଖଦେବ ଢାବା’ରେ ୬ ଜଣ ଯୁବକ ଖାଇବା ପଇସା ନ ଦେବା ମହଙ୍ଗା ପଡ଼ିଛି। ଓ୍ବେଟରମାନେ ଏମାନଙ୍କ ମଧ୍ୟରୁ ୨ ଯୁବକଙ୍କୁ ଖୁବ୍‌ ପିଟିଛନ୍ତି। ବର୍ତ୍ତମାନ ଏହି ପୂରା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ…

ମମତାଙ୍କ ଉପରୁ ବିଶ୍ୱାସ ହରାଉଛନ୍ତି ତୃଣମୂଳ ବିଧାୟକ: ଦିଲ୍ଲୀପ ଘୋଷ

କୋଲକାତା,୨୮।୧୧: ତୃଣମୂଳରେ ଜାରି ରହିଥିବା ଘର କଳି ଏବେ ବାହାରକୁ ଆସିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରୁ ତୃଣମୂଳ କଂଗ୍ରେସ ବିଧାୟକମାନେ ବିଶ୍ୱାସ ହରାଉଛନ୍ତି। ରାଜ୍ୟର ବିପର୍ଯ୍ୟୟ ପ୍ରଶମନ ପାଇଁ କାମ ନ କରି ମମତା ଏବେ ତୃଣମୂଳକୁ ବିପର୍ଯ୍ୟୟରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri