ଜାତୀୟ

ବାଗଜାନ ଗ୍ୟାସ କୂଅ ଅଗ୍ନିକାଣ୍ଡ ଘଟଣାରେ ୨ଅଗ୍ନିଶମ କର୍ମଚାରୀ ମୃତ

ଗୁଆହାଟି,୧୦।୬: ଆସାମ ତିନିସୁକିଆ ଜିଲାର ବାଗଜାନ ସ୍ଥିତ ତୈଳ କୂଅରେ ଘଟିଥିବା ଅଗ୍ନିକାଣ୍ଡ ଦିନକୁ ଦିନ ସାଂଘାତିକ ହେବାରେ ଲାଗିଛି। ଅଏଲ୍‌ ଇଣ୍ଡିଆ କମ୍ପାନୀର ବାଗଜାନ ଗ୍ୟାସ କୂଅରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ପ୍ରାୟ ୪ ସପ୍ତାହରୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୫ଆତଙ୍କବାଦୀ

ଶ୍ରୀନଗର,୧୦।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଉ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।...

ଜାମା ମସଜିଦ୍‌ ପୁଣି ହୋଇପାରେ ବନ୍ଦ: କରୋନା ସଂକ୍ରମଣରେ ଶାହି ଇମାମ୍‌ଙ୍କ ସଚିବଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୦।୬: ଦିଲ୍ଲୀରେ କରୋନା ସଂକ୍ରମଣର କାୟା ବଢ଼ିଚାଲିଛି। ଏପରିସ୍ଥଳେ ଜାମା ମସଜିଦ୍‌ ପୁଣି ବନ୍ଦ କରାଯିବାର ଆଶଙ୍କା ରହିଥିବା ଶାହି ଇମାମ୍‌ ସୟଦ୍‌ ଅହମଦ୍‌ ବୁଖାରି ବୁଧବାର କହିଛନ୍ତି। ତାଙ୍କ ସଚିବ ଅମାନୁଲାହଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ଘଟିବା...

ରାମଜନ୍ମଭୂମି ପରିସରରେ ରୁଦ୍ରାଭିଷେକ

ଅଯୋଧ୍ୟା, ୧୦।୬: ରାମଜନ୍ମଭୂମି ପରିସରରେ ବୁଧବାର ରୁଦ୍ରାଭିଷେକ କରାଯାଇଛି। କୁବେର ତିଲଠାରେ ଥିବା କୁବେରଶ୍ୱରଙ୍କର ଅଭିଷେକ ସମ୍ପନ୍ନ ହୋଇଛି। ଦୀର୍ଘ ୨୮ ବର୍ଷ ପରେ କୁବେରଶ୍ୱରଙ୍କର ଅଭିଷେକ ହୋଇଥିବା କୁହାଯାଉଛି। ଏଥିରେ ମହନ୍ତ କମଳ ନୟନ ଦାସ ଏଥିରେ ଯୋଗଦେଇ...

ହସ୍ପିଟାଲର ଲମ୍ବା ବିଲ୍‌: କରୋନା ରୋଗୀଙ୍କୁ ଦେବାକୁ ପଡିଲା ୧୨ ଲକ୍ଷ ଟଙ୍କା

ସୁରଟ,୧୦।୬: କରୋନା ସଙ୍କଟବେଳେ ଡାକ୍ତରମାନେ ଯୋଦ୍ଧା ଭାବରେ ପ୍ରଶଂସିତ ହେଉଛନ୍ତି। ଗୁଜରାଟରେ ଏକ ବେସରକାରୀ ଡାକ୍ତରଖାନାରେ କରୋନା ପଜିଟିଭ ରୋଗୀଙ୍କଠାରୁ ୧୨ଲକ୍ଷରୁ ଅଧିକ ଟଙ୍କା ସଂଗ୍ରହ କରାଯାଇଛି। ସୁରଟର ଝାପା ବଜାର ଅଞ୍ଚଳରେ ରହୁଥିବା ୫୦ ବର୍ଷୀୟ ଗୁଲାମ ହାଇଦର...

ଦିଲ୍ଲୀର ସ୍ଥିତି ଖରାପ ହେବାରେ ଲାଗିଛି: କେଜରିଓ୍ବାଲ

ନୂଆଦିଲ୍ଲୀ, ୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ସ୍ଥିତି ଧୀରେଧୀରେ ଖରାପ ହେବାରେ ଲାଗିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବୁଧବାର ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି। ଇତିମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର...

କରୋନା ମୁକାବିଲା: ସପ୍ତାହେ ପାଇଁ ରାଜସ୍ଥାନ ସୀମା ସିଲ୍‌

ଜୟପୁର, ୧୦।୬: ରାଜସ୍ଥାନରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ...

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୦।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବୁଧବାର ଭାରତୀୟ ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସ୍ଥାନୀୟ ସୁଗୋ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ...

ଦିଲ୍ଲୀରେ ଏବେ ସ୍କୁଲ ଖୋଲିବ ନାହିଁ: ମନୀଷ ସିସୋଦିଆ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସ୍କୁଲ ଖୋଲାଯିବ ନାହିଁ ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ.,କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ...

କରୋନାରେ ସଂକ୍ରମଣରେ ଡିଏମ୍‌କେ ବିଧାୟକ ଜେ. ଅମ୍ବାଜଗନଙ୍କ ମୃତ୍ୟୁ

ଚେନ୍ନାଇ, ୧୦।୬: କରୋନା ସଂକ୍ରମଣ ଯୋଗୁ ତାମିଲନାଡୁର ଡିଏମ୍‌କେ ବିଧାୟକ ଜେ. ଅମ୍ବାଜଗନଙ୍କର ମୃତ୍ୟୁ ଘଟିଛି। ବୁଧବାର ସକାଳ ୭ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଦେଶର ପ୍ରଥମ ଜନପ୍ରତିନିଧି ଭାବେ ଅମ୍ବାଜଗନଙ୍କର କରୋନା ସଂକ୍ରମଣ...

ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍‌କା

ପୋର୍ଟବ୍ଲେୟାର,୧୦।୬: ବୁଧବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଉତ୍ତର-ପୂର୍ବରେ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ରେ ଆକଳନ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଆଣ୍ଡାମାନ ଏବଂ ନିକୋବରର ଦିଗ୍‌ଲିପୁର ଠାରୁ ୧୧୦...

ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା

ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୭୫୦ ଛୁଇଁଛି। ତେବେ ପ୍ରଥମ ଥର ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri