କରୋନା ମୁକାବିଲା: ସପ୍ତାହେ ପାଇଁ ରାଜସ୍ଥାନ ସୀମା ସିଲ୍
ଜୟପୁର, ୧୦।୬: ରାଜସ୍ଥାନରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ...
ଶୋପିଆନ୍ରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର, ୧୦।୬: ଜମ୍ମୁ-କଶ୍ମୀର ଶୋପିଆନ୍ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବୁଧବାର ଭାରତୀୟ ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସ୍ଥାନୀୟ ସୁଗୋ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ...
ଦିଲ୍ଲୀରେ ଏବେ ସ୍କୁଲ ଖୋଲିବ ନାହିଁ: ମନୀଷ ସିସୋଦିଆ
ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସ୍କୁଲ ଖୋଲାଯିବ ନାହିଁ ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ.,କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ...
କରୋନାରେ ସଂକ୍ରମଣରେ ଡିଏମ୍କେ ବିଧାୟକ ଜେ. ଅମ୍ବାଜଗନଙ୍କ ମୃତ୍ୟୁ
ଚେନ୍ନାଇ, ୧୦।୬: କରୋନା ସଂକ୍ରମଣ ଯୋଗୁ ତାମିଲନାଡୁର ଡିଏମ୍କେ ବିଧାୟକ ଜେ. ଅମ୍ବାଜଗନଙ୍କର ମୃତ୍ୟୁ ଘଟିଛି। ବୁଧବାର ସକାଳ ୭ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ଦେଶର ପ୍ରଥମ ଜନପ୍ରତିନିଧି ଭାବେ ଅମ୍ବାଜଗନଙ୍କର କରୋନା ସଂକ୍ରମଣ...
ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍କା
ପୋର୍ଟବ୍ଲେୟାର,୧୦।୬: ବୁଧବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଉତ୍ତର-ପୂର୍ବରେ ଭୂକମ୍ପ ଝଟ୍କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ରେ ଆକଳନ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଆଣ୍ଡାମାନ ଏବଂ ନିକୋବରର ଦିଗ୍ଲିପୁର ଠାରୁ ୧୧୦...
ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା
ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୭୫୦ ଛୁଇଁଛି। ତେବେ ପ୍ରଥମ ଥର ପାଇଁ...
ଦଶମ ଶ୍ରେଣୀରେ ସମସ୍ତେ ପାସ୍
ଚେନ୍ନାଇ, ୧୦ା୬: ତାମିଲନାଡ଼ୁରେ ଦଶମ ବୋର୍ଡ ପରୀକ୍ଷାକୁ ମଙ୍ଗଳବାର ବାତିଲ କରାଯାଇଛି। ଜୁନ୍ ୧୫ରୁ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। ମୁଖ୍ୟମନ୍ତ୍ରୀ ଇ. କେ. ପାଲାନିସାମି ମହାମାରୀ କରୋନା ଯୋଗୁ ବୋର୍ଡ ପରୀକ୍ଷା ବାତିଲ ସହ ସମସ୍ତ ଛାତ୍ରୀଛାତ୍ର...
୫୦ ଜିଲାକୁ ପଠାଗଲା କେନ୍ଦ୍ରୀୟ ଟିମ୍
ନୂଆଦିଲ୍ଲୀ, ୧୦ା୬: ମହାମାରୀ କରୋନା କାୟାବିସ୍ତାର କରିଚାଲିଛି। ସବୁଠାରୁ ସମ୍ବେଦନଶୀଳ ଅଞ୍ଚଳରେ ଏହାର ମୁକାବିଲା କରିବା ଲାଗି ମଙ୍ଗଳବାର ୧୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୫୦ ଜିଲାକୁ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍ ପଠାଯାଇଛି। ଏହି ଟିମ୍ ସ୍ଥାନୀୟ ପ୍ରଶାସନକୁ...
ଶାହା-ମମତା ବାକ୍ଯୁଦ୍ଧ
କୋଲକାତା, ୧୦ା୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକାଣ୍ଡକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବାକ୍ଯୁଦ୍ଧ ଆରମ୍ଭ ହୋଇଛି। ଶାହା ମଙ୍ଗଳବାର ମୁଖ୍ୟମନ୍ତ୍ରୀ ତଥା ଟିଏମ୍ସି ମୁଖ୍ୟ ମମତା ବାନାର୍ଜୀଙ୍କ ଉପରେ ଜୋର୍ଦାର ବର୍ଷିଛନ୍ତି।...
ଦାଦନଙ୍କ ଉପରୁ ମାମଲା ହଟାଅ
ନୂଆଦିଲ୍ଲୀ,୧୦ା୬: ଦାଦନ ଶ୍ରମିକଙ୍କ ବିରୋଧରେ ଲକ୍ଡାଉନ୍ ଉଲ୍ଲଂଘନ ଅଭିଯୋଗରେ ଦାଏର ହୋଇଥିବା ମାମଲାଗୁଡ଼ିକୁ କେନ୍ଦ୍ର ଓ ରାଜ୍ୟ ସରକାରମାନେ ପ୍ରତ୍ୟାହାର କରନ୍ତୁ। ପୋଲିସ ସେମାନଙ୍କ ସହ ମାନବୀୟ ବ୍ୟବହାର କରୁ। ପ୍ରବାସୀମାନଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ଘରେ ପହଞ୍ଚାଇବା...
କେଜରିଓ୍ବାଲଙ୍କୁ ହୋଇନାହିଁ କରୋନା, ନେଗେଟିଭ୍ ଆସିଲା ରିପୋର୍ଟ
ନୂଆଦିଲ୍ଲୀ, ୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ କରୋନା ସଂକ୍ରମଣ ହୋଇନାହିଁ। ମଙ୍ଗଳବାର ତାଙ୍କର ସ୍ବାବ୍ ନମୂନା ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ମିଳିଛି। ପ୍ରକାଶ ଯେ, କେଜରିଓ୍ବାଲଙ୍କୁ ସୋମବାର ଗଳାରେ ଦରଜ ସହ ଜ୍ୱର ଅନୁଭବ ହୋଇଥିଲା। ଫଳରେ...
ପଶ୍ଚିମବଙ୍ଗରେ ସିବିଆଇ ଅଧିକାରୀ କରୋନା ପଜିଟିଭ୍
କୋଲକାତା,୯।୬: ପଶ୍ଚିମବଙ୍ଗ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍(ସିବିଆଇ)ର ଜଣେ ଅଧିକାରୀଙ୍କ କରୋନା ରିପୋର୍ଟ ମଙ୍ଗଳବାର ପଜିଟିଭ୍ ଆସିଥିବା ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ...
Archives


