ଆରମ୍ଭ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ
ଅଯୋଧ୍ୟା,୮।୬: ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟକୁ ନେଇ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର କୁବେର ଟିଲା ମନ୍ଦିରରେ ରୀତିନୀତି ଅନୁସାରେ ରୁଦ୍ରାଭିଷେକ ସମାରୋହ ଆୟୋଜନ କରାଯିବା ପରେ ମନ୍ଦିର ନିର୍ମାଣ କାର୍ଯ୍ୟ...
ସୀମାକୁ ନେଇ ଶାହାଙ୍କୁ ଟାର୍ଗେଟ କଲେ ରାହୁଲ
ନୂଆଦିଲ୍ଲୀ,୮।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଥିଲେ ଦେଶର ସୀମା ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ରହିଛି। ଏହାକୁ ନେଇ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶାହାଙ୍କୁ...
କରୋନାରେ ଜଣେ ସିଆରପିଏଫ୍ ଯବାନ ମୃତ
ଶ୍ରୀନଗର,୮।୬: ଜମ୍ମୁ-କଶ୍ମୀର ଶ୍ରୀନଗରରେ ରବିବାର କରୋନା ଭାଇରସ୍ ସଂକ୍ରମଣରେ ଜଣେ ସିଆରପିଏଫ୍ ଯବାନଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-କଶ୍ମୀରରେ କରୋନାଜନିତ ଜଣେ ସୁରକ୍ଷାକର୍ମୀଙ୍କ ଏହା ପ୍ରଥମ ମୃତ୍ୟୁ ମାମଲା। ଏହାପୂର୍ବରୁ କେନ୍ଦ୍ରଶାସିତ ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ କୌଣସି ସୁରକ୍ଷାକର୍ମୀଙ୍କ ମୃତ୍ୟୁ...
ଶୋପିଆନ ଏନ୍କାଉଣ୍ଟରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନର
ଶୋପିଆନ,୮।୬: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ହୋଇଥିବା ଏନ୍କାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ବୋଲି ସୂଚନା ମିଳିଛି। ଏମାନେ ୨୦୧୮ ମସିହାରୁ ଉକ୍ତ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ...
ଖୋଲିଲା ବିଭିନ୍ନ ରାଜ୍ୟର ଧାର୍ମିକ ଅନୁଷ୍ଠାନ
ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଥିବା ବେଳେ ମନ୍ଦିର, ମସ୍ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ଆଦି ସମସ୍ତ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା। ଦୀର୍ଘ ପାଖାପାଖି ୨ ମାସ ବନ୍ଦ ରହିବା...
ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୨୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୨୩ ହଜାର...
ଗୁଜରାଟରେ ରିସର୍ଟ ରାଜନୀତି ସରଗରମ
ଅହମଦାବାଦ,୮ା୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ ରାଜନୀତି ସରଗରମ ହୋଇଛି। ଶାସକ ଭାଜପା ପକ୍ଷରୁ ଘୋଡ଼ାବେପାର କରାଯିବା ଆଶଙ୍କାରେ କଂଗ୍ରେସ ବିଧାୟକମାନଙ୍କୁ ରାଜକୋଟ ଜିଲାସ୍ଥିତ ଏକ ହୋଟେଲରେ ରଖାଯାଇଛି। ଲକ୍ଡାଉନ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଂଗ୍ରେସ ବିଧାୟକମାନେ ଅବସ୍ଥାନ...
ଏନ୍ଡିଏ ଦୁଇତୃତୀୟାଂଶ ସଂଖ୍ୟାଗରିଷ୍ଠତା ପାଇବ
ନୂଆଦିଲ୍ଲୀ,୮ା୬(ପି.ଟି.): କରୋନା ଯୋଗୁ ଦେଶ ଲକ୍ଡାଉନରେ ରହିଥିବାବେଳେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ପକ୍ଷରୁ ରବିବାର ବିଗୁଲ ବାଜିଛି। ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଭିଡିଓ କନ୍ଫରେନ୍ସ ଜରିଆରେ (ଭର୍ଚୁଆଲ) ପାଟନାର...
ଏଆର୍ଆଇଇଏସ୍ ସହ ଇସ୍ରୋର ଏମ୍ଓୟୁ: ମହାକାଶ ସମ୍ପତ୍ତିର ସୁରକ୍ଷାରେ ସହାୟକ ହେବ
ବେଙ୍ଗାଲୁରୁ,୮ା୬: ମହାକାଶରେ ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ୁଥିବାବେଳେ ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ସ୍ଥିତିଗତ ସଚେତନତା କ୍ଷେତ୍ରରେ ସହଯୋଗ ଲାଗି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆର୍ଯ୍ୟଭଟ୍ଟ ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟ ଅଫ୍ ଅବ୍ଜରରେଶନାଲ ସାଇନ୍ସେସ୍ (ଏଆର୍ଆଇଇଏସ୍) ସହ ଏକ ବୁଝାମଣାପତ୍ର...
ଅଗଷ୍ଟ ୧୫ ପରେ ଖୋଲିପାରେ ସ୍କୁଲ
ନୂଆଦିଲ୍ଲୀ,୮ା୬: କୋଭିଡ୍-୧୯ ଜନିତ ଲକ୍ଡାଉନ ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ମାର୍ଚ୍ଚ ମଧ୍ୟଭାଗରୁ ବନ୍ଦ ରହିଛି। ଫଳରେ ସାରାଦେଶର ପିଲା ଶିକ୍ଷାଗ୍ରହଣରୁ ବଞ୍ଚିତ ହୋଇଛନ୍ତି। ଏହା କେବେ ଖୋଲିବ ଜାଣିବା ପାଇଁ ପାଖାପାଖି ୩୩ କୋଟି ପିଲା ଅପେକ୍ଷା କରି ରହିଛନ୍ତି। ଅଗଷ୍ଟ...
ଖୋଲିବନି କି ଜଗନ୍ନାଥ ମନ୍ଦିର
ନୂଆଦିଲ୍ଲୀ,୮ା୬: ପଞ୍ଚମ ପର୍ଯ୍ୟାୟ ଲକ୍ଡାଉନରେ ଜୁନ୍ ୮ ଅର୍ଥାତ୍ ସୋମବାରଠାରୁ ଦେଶରେ ବିଭିନ୍ନ ଧାର୍ମିକ ତଥା ଉପାସନା ସ୍ଥଳ ଖୋଲିବାକୁ ଯାଉଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ରକ୍ଷଣାବେକ୍ଷଣରେ ଥିବା ୮୨୦ ସ୍ମାରକୀକୁ ଖୋଲିବା ଲାଗି ରବିବାର କେନ୍ଦ୍ର...
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳି ପଡିଲେ ହିଜବୁଲର ଟପ୍ କମାଣ୍ଡର
ଶ୍ରୀନଗର,୭।୬: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ରବିବାର ହୋଇଥିବା ଏନକାଉଣ୍ଟରରେ ୫ଜଣ ଆତଙ୍କବାଦୀ ଟଳିପଡିଛନ୍ତି। ମୃତକଙ୍କ ମଧ୍ୟରେ ପାକ ଆତଙ୍କୀ ସଂଗଠନ ହିଜବୁଲର ଟପ କମାଣ୍ଡର ଫାରୁକ ଅହମଦ ଭଟ୍ ଓରଫ ନାଲି ରହିଥିବା ଡିଜି ଦିଲବାଗ ସିଂହ ଏହି ସୂଚନା...
Archives


