ପ୍ରବାସୀଙ୍କ ଘର ବାହୁଡା: ଅଭିନେତା ସୋନୁଙ୍କ କାମକୁ ନେଇ ଆରମ୍ଭ ହେଲାଣି ରାଜନୀତି
ମୁମ୍ବାଇ,୭।୬: ଦେଶରେ କରୋନା ମହାମାରୀ ପାଇଁ ଚାଲିଥିବା ଲକ୍ଡାଉନ ଯୋଗୁ ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ନିଜ ନିଜ ରାଜ୍ୟକୁ ଫେରି ଯିବାକୁ ଚାହୁଥିଲେ। ଏହି ସମୟରେ ଏମାନଙ୍କୁ ସହଯୋଗର ହାତ ବଢାଇଥିଲେ ବଲିଉଡ୍ କଳାକାର ସୋନୁ...
ସନ୍ଧ୍ୟା ୭ଟା ପରେ ଦୋକାନ ବନ୍ଦ କରିବାକୁ ଚାହୁଁଛନ୍ତି ସୁରଟର ୩୦ଟି ବଜାରର କପଡ଼ା ବ୍ୟବସାୟୀ
ସୁରଟ, ୭।୬: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି କରାଯାଇଥିଲା। ଧୀରେଧୀରେ ଆର୍ଥିକ ଅବସ୍ଥାରେ ସୁଧାର ଆଣିବା ଲାଗି ସରକାରଙ୍କ ପକ୍ଷରୁ ଅନ୍ଲକ୍-୧ ଘୋଷଣା କରାଯାଇଛି। ତେବେ ଲକ୍ଡାଉନ୍ ସମୟରେ ପରିବାର ସଦସ୍ୟଙ୍କ ସହିତ...
ସୀମା ବିବାଦ: ସମାଧାନ ପାଇଁ ରାଜି ହେଲେ ଭାରତ-ଚାଇନା
ନୂଆଦିଲ୍ଲୀ, ୭।୬: ଭାରତ ଏବଂ ଚାଇନା ମଧ୍ୟରେ ଜାରି ରହିଥିବା ସୀମା ବିବାଦର ସମାଧାନ ପାଇଁ ଉଭୟ ପକ୍ଷ ରାଜି ହୋଇଛନ୍ତି। ଶନିବାର ପୂର୍ବ ଲଦାଖରେ ଭାରତୀୟ ସେନା ଅଧିକାରୀମାନେ ପ୍ରତିପକ୍ଷ ଅଧିକାରୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ। ଏସମ୍ପର୍କରେ...
ହସ୍ପିଟାଲ ବିଲ୍ ନ ଦେଇ ପାରିବାରୁ ବରିଷ୍ଠ ନାଗରିକଙ୍କୁ ବେଡ୍ରେ ବାନ୍ଧି ଦିଆଗଲା
ଭୋପାଳ,୭।୬: କରୋନା ସଙ୍କଟ ସମୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ଆଗଧାଡିର ଯୋଦ୍ଧା ସାଜିଥିବା ବେଳେ ଜୀବନକୁ ବାଜି ଲଗାଇ ଏମାନେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ଦେଖାଯାଇଛି। ଏହି ସମୟରେ ମଧ୍ୟପ୍ରଦେଶର ଏକ ହସ୍ପିଟାଲରୁ ଏମିତି ଏକ ଚିତ୍ର ସାମ୍ନାକୁ...
ମାସ୍କ ନ ପିନ୍ଧି କାନପୁର ଆଇଜି ଦେଲେ ଜରିମାନା
ଲକ୍ଷ୍ନୌ, ୭।୬: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ସାମାଜିକ ଦୂରତା ବଜାୟ ରଖିବା, ନିୟମିତ ଅନ୍ତରରେ ହାତ ଧୋଇବା, ବାହାରେ ଛେପ ନ ପକାଇବା, ମାସ୍କ ପିନ୍ଧିବା...
ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା ଅଟକ
ନୂଆଦିଲ୍ଲୀ, ୭।୬: ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ କୁମାର ଗୁପ୍ତାଙ୍କୁ ପୋଲିସ ଅଟକ ରଖିଛି। ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ନିଷ୍ପତ୍ତି ବିରୋଧରେ ରାଜଘାଟରେ ପ୍ରଦର୍ଶନ କରୁଥିବାବେଳେ ପୋଲିସ ତାଙ୍କୁ ଗିରଫ କରିଛି। ସୋମବାରଠାରୁ ଦିଲ୍ଲୀ ସୀମା ଖୋଲାଯିବ...
ୟେଦୁରପ୍ପାଙ୍କ ପରେ କିଏ ଧରିବ କର୍ନାଟକ ଭାଜପା ଡୋର: ଦୌଡ଼ରେ ୫
ବେଙ୍ଗାଲୁର, ୭।୬: କକର୍ନାଟକରେ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପାଙ୍କ ପରେ କିଏ ଭାଜପା ଡୋର ସେନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ୭୮ ବର୍ଷ ବୟସ୍କ ୟେଦୁରପ୍ପା ଲିଙ୍ଗାୟତ ସମ୍ପ୍ରଦାୟର। ତାଙ୍କ ପରେ ଲିଙ୍ଗାୟତ ସମ୍ପ୍ରଦାୟର କାହାକୁ କର୍ନାଟକ ଡୋର...
ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇବା ଘଟଣା: ପଡୋଶୀ ଅଟକ
ବିଳାସପୁର,୭।୬: କେରଳରେ ଗର୍ଭବତୀ ହାତୀକୁ ସପୁରୀରେ ବିସ୍ଫୋରକ ଭର୍ତ୍ତି କରି ଖାଇବାକୁ ଦେବା ଘଟଣା ମନରୁ ନ ଲିଭୁଣୁ ହିମାଚଳ ପ୍ରଦେଶ ବିଳାସପୁରରୁ ଆସିଥିଲା ସେମିତି ଏକ ଘଟଣା। ସେଠାରେ ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇ ଗାଈଟି ଆହତ ହେବାର...
ଦିଲ୍ଲୀ ହସ୍ପିଟାଲରେ କେବଳ ହେବ ଦିଲ୍ଲୀବାସୀଙ୍କ ଚିକିତ୍ସା: କେଜରିଓ୍ବାଲ
ନୂଆଦିଲ୍ଲୀ,୭।୬: କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସାକୁ ନେଇ ରବିବାର ଦିଲ୍ଲୀ ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି, ଦିଲ୍ଲୀର ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲରେ କେବଳ ଦିଲ୍ଲୀବାସୀଙ୍କର ଚିକିତ୍ସା କରାଯିବ। ହେଲେ ଦିଲ୍ଲୀରେ ଥିବା...
ମହାରାଷ୍ଟ୍ରରେ ୨,୫୬୨ ପୋଲିସ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୩୩
ମୁମ୍ବାଇ, ୭।୬: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଆଗୁଆ ରହିଛି। ରାଜ୍ୟ ପୋଲିସ ବିଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟ ପୋଲିସ ବିଭାଗର ୨,୫୬୨ ଜଣ କରୋନରେ...
ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ଥାଳି ବଜାଇଲେ ଆର୍ଜେଡି ନେତା
ପାଟନା,୭।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ରବିବାର ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ନେତା ରାବ୍ରୀ ଦେବୀ, ତେଜସ୍ବୀ ଯାଦବ ଓ ତେଜପ୍ରତାପ ଯାଦବ ଥାଳି ବଜାଇଛନ୍ତି। ସାମାଜିକ ଦୂରତା ରକ୍ଷା କରି ଓ ମାସ୍କ...
ଗର୍ଭବତୀଙ୍କ ଚିକିତ୍ସା କରିବାକୁ ମନାକଲେ ୮ ହସ୍ପିଟାଲ: ୧୩ ଘଣ୍ଟାପରେ ଆମ୍ବୁଲାନ୍ସ୍ରେ ଘଟିଲା ମୃତ୍ୟୁ
ନୋଏଡ଼ା, ୭।୬: ଦେଶରେ କରୋନା ସଂକ୍ରମଣ ନେଇ ଲୋକେ ଏଭଳି ଆତଙ୍କିତ ହୋଇ ପଡ଼ିଛନ୍ତି ଯେ, ସେମାନଙ୍କ ମଧ୍ୟରେ ଥିବା ସାଧାରଣ ମାନବିକତା ମଧ୍ୟ ଏବେ ହଜି ଯାଇଛି। ଏହାର ସଦ୍ୟତମ ଉଦାହରଣ ଦିଲ୍ଲୀର ନୋଏଡ଼ାରେ ଘଟିଛି। ଏଠାରେ କରୋନା...
Archives


