ପ୍ରଣବ ମୁଖାର୍ଜୀଙ୍କୁ ନେଇ ଗୁଜବ
ନୂଆଦିଲ୍ଲୀ, ୧୩।୮: ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଗୁରୁବାର ସୋସିଆଲ୍ ମିଡ଼ିଆରେ ଗୁଜବ ପ୍ରଚାର ହେବାରେ ଲାଗିଛି। ଏହାକୁ ବିଶ୍ୱାସ ନ କରିବାକୁ ପ୍ରଣବଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ଏବଂ ପୁଅ ଅଭିିଜିତ୍…
୧୨୧ ପୋଲିସଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଉତ୍କର୍ଷ ମେଡାଲ
ନୂଆଦିଲ୍ଲୀ, ୧୩।୮(ଆଇଏଏନ୍ଏସ୍): ତଦନ୍ତରେ ଉତ୍କର୍ଷ ନିମନ୍ତେ ୨୦୨୦ ବର୍ଷ ଲାଗି ମର୍ଯ୍ୟାଦାଜନକ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ମେଡାଲ ଦେଶର ୧୨୧ ପୋଲିସ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ରୁ ୧୫ ଅଧିକାରୀ ପୁରସ୍କୃତ ହୋଇଥିବାବେଳେ…
ଲଦାଖରେ ମୁତୟନ ହେଲା ହାଲ୍ ଯୁଦ୍ଧବିମାନ
ନୂଆଦିଲ୍ଲୀ, ୧୩।୮: ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ଦ୍ୱାରା ନିର୍ମିତ ଦୁଇଟି ହାଲୁକା ଲଢ଼ୁଆ ହେଲିକପ୍ଟର (ଏଲ୍ସିଏଚ୍)କୁ ଲଦାଖ ସେକ୍ଟରରେ ମୁତୟନ କରାଯାଇଛି। ଚାଇନା ସହ ସୀମାବିବାଦ ଲାଗି ରହିଥିବାବେଳେ ଉକ୍ତ ହେଲିକପ୍ଟର ଭାରତୀୟ ବାୟୁସେନାକୁ ତ୍ୱରିତ୍ ସହାୟତା ଯୋଗାଇଦେବ ବୋଲି…
ଶାଶୁଙ୍କ ସହ ଝଗଡା କରି ଏମିତି ପଦକ୍ଷେପ ନେଲେ ବୋହୂ
କୁହାଯାଏ ପ୍ରେମରେ ଲୋକ ଅନ୍ଧ ହୋଇଯାନ୍ତି। ପ୍ରେମକୁ ହାସଲ କରିବା ପାଇଁ ଲୋକେ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି। ରିକି ଆଶ୍ ନାମକ ଜଣେ ବ୍ୟକ୍ତି ନିଜ ଗର୍ଲଫ୍ରେଣ୍ଡଙ୍କ ପ୍ରପୋଜ କରିବା…
ଜେଡିୟୁ ନେତାଙ୍କୁ ଗୁଳିକରି ହତ୍ୟା
ମାଧେପୁରା, ୧୩।୮: ବିହାର ମାଧେପୁରା ଜିଲାର ଜଣେ ୫୦ ବର୍ଷୀୟ ଜେଡିୟୁ ନେତାଙ୍କୁ ମଙ୍ଗଳବାର ରାତିରେ ଗୁଳି କରି ହତ୍ୟା କରାଯାଇଥିବା ପୋଲିସ କହିଛି। ଜେଡିୟୁର ଗହ୍ମାରିଆ ବ୍ଲକ ସଭାପତି ଅଶୋକ ଯାଦବ ଯୋଗବଣି ଗ୍ରାମର ଏକ ଦୋକାନ ପାଖରେ ଛିଡ଼ାହୋଇଥିବାବେଳେ…
ପ୍ରଣବ ମୁଖାର୍ଜୀ ସଙ୍କଟାପନ୍ନ
ନୂଆଦିଲ୍ଲୀ, ୧୩ା୮ : ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରେ ଲାଗିଛି। ସେ ଏବେ ବି ସେନା ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଅଗଷ୍ଟ ୧୦ରେ ସେ ଦିଲ୍ଲୀ କ୍ୟାଣ୍ଟନ୍ମେଣ୍ଟସ୍ଥିତ ହସ୍ପିଟାଲରେ ଚିକିତ୍ସା…
ବନ୍ଦୀଶାଳାରେ କୃଷ୍ଣ ଜନ୍ମ ହୋଇଥିଲେ, ତୁମେ ବାହାରିବାକୁ ଚାହୁଁଛ
ନୂଆଦିଲ୍ଲୀ, ୧୩।୮: ସୁପ୍ରିମକୋର୍ଟରେ ମଙ୍ଗଳବାର ଜଣେ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି ବେଳେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେଙ୍କ ମନ୍ତବ୍ୟ ହାସ୍ୟରୋଳ ସୃଷ୍ଟି କରିଥିଲା। ସିଜେଆଇ ଆବେଦନକାରୀଙ୍କୁ କହିଥିଲେ, ଜନ୍ମାଷ୍ଟମୀରେ ଭଗବାନ କୃଷ୍ଣ ବନ୍ଦୀଶାଳାରେ ଜନ୍ମଗ୍ରହଣ କରିଥିଲେ। ଏଭଳି…
କରୋନା ଆରୋଗ୍ୟ ହାର ୭୦% ଟପିଲା
ନୂଆଦିଲ୍ଲୀ, ୧୩।୮(ପି.ଟି.): ଭାରତରେ କରୋନା ଆରୋଗ୍ୟ ହାର ୭୦ ପ୍ରତିଶତ ଅତିକ୍ରମ କରିଛି। ବୁଧବାର ସୁଦ୍ଧା ୧୬,୩୯,୫୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭.୬୪ ପ୍ରତିଶତ ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି କରୋନାଜନିତ…
ଡାକ୍ତରୀ ପଢ଼ିବାକୁ ଆମେରିକା ଯାଇଥିଲେ କମଲା ହାରିସ୍ଙ୍କ ମା’
ଚେନ୍ନାଇ, ୧୩।୮: ଭାରତୀୟ ବଂଶୋଦ୍ଭବ କମଲା ହାରିସ୍ ଆମେରିକାର ଡେମୋକ୍ରାଟ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି। ଏହି ସିନେଟରଙ୍କ ମାତୃଭାଷା କନ୍ନଡ଼। ତାଙ୍କ ମାଆ ଶ୍ୟାମଳା ଗୋପାଳନଙ୍କ ଜନ୍ମସ୍ଥାନ ଚେନ୍ନାଇ। ସେ ଡାକ୍ତରୀ ପଢ଼ିବା ପାଇଁ ଆମେରିକା ଯାଇ କ୍ୟାନ୍ସର…
ସନ୍ଦେହ ଘେରରେ ସ୍ପୁଟ୍ନିକ୍ ଭି
ନୂଆଦିଲ୍ଲୀ, ୧୩।୮: କରୋନା ମହାମାରୀର ମୁକାବିଲା ଲାଗି ରୁଷିଆ ପ୍ରଥମ କରୋନା ଟିକାକୁ ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଏହାର ନିରାପତ୍ତାକୁ ନେଇ ସାରା ବିଶ୍ୱରୁ ପ୍ରଶ୍ନ ଉଠିବାରେ ଲାଗିଛି। ମସ୍କୋର ଗାମଲେୟା ଇନ୍ଷ୍ଟିଚ୍ୟୁଟ ଏବଂ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ମିଳିତ ଭାବେ…
ବେଙ୍ଗାଲୁରୁରେ ରାତିଅଧିଆ ଦଙ୍ଗା
ବେଙ୍ଗାଲୁରୁ,୧୩ା୮: ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ପୋଷ୍ଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ବେଙ୍ଗାଲୁରୁରେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଛି। ଏହାକୁ ନେଇ ଭଙ୍ଗାରୁଜା ଓ ପୋଡ଼ାଜଳା ଚାଲିଥିବାବେଳେ ଜନତାଙ୍କ ଉପରକୁ ପୋଲିସ ଗୁଳି ଚଳାଇଛି। ଗୁଳିମାଡ଼ରେ ୩…
୧୦ ମାସର ଶିଶୁକୁ ସାନିଟାଇଜର ମିଶ୍ରିତ ପାଣି ପିଇବାକୁ ଦେଲେ ଆଶାକର୍ମୀ
ଅଗରତାଲା, ୧୨।୮: ଜଣେ ୧୦ ମାସର ଶିଶୁକୁ ସାନିଟାଇଜର ମିଶ୍ରିତ ପାଣି ପିଇବାକୁ ଦେଇଛନ୍ତି ଆଶାକର୍ମୀ। ଏଭଳି ଏକ ଅଭାବନୀୟ ଘଟଣା ତ୍ରିପୁରାରେ ଦେଖିବାକୁ ମିଳିଛି। ତ୍ରିପୁରାର ଉନାକୋଟି ଜିଲା ସୋନାମୁରୀ ଗ୍ରାମରେ ଏହି ଅଘଟଣ ଘଟିଛି। ଏଠାରେ ଅବସ୍ଥିତ ପ୍ରାଥମିକ…
Archives


