ଜାତୀୟ

କୋଭିଡ୍‌ ନେଗେଟିିଭ୍‌ ସାର୍ଟିଫିକେଟ୍‌ ବିନା ମହାରାଷ୍ଟ୍ର ମନା

ମୁମ୍ବାଇ, ୨୪ା୧୧: ମହାରାଷ୍ଟ୍ର ସରକାର ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଓ ଗୋଆବାସୀଙ୍କ ଯାତ୍ରା ଉପରେ ସୋମବାର କଟକଣା ଲଗାଇଛନ୍ତି। କରୋନା ଆର୍‌ଟିପିସିଆର୍‌ ନେଗେଟିଭ୍‌ ସାର୍ଟିଫିକେଟ ବିନା ଏହି ରାଜ୍ୟବାସୀ ମହାରାଷ୍ଟ୍ର ଯାତ୍ରା କରିପାରିବେ ନାହିଁ। ଏହି ସବୁ ରାଜ୍ୟରେ ଏଷବ କରୋନା…

ଏଥର ସକାଳ-ସନ୍ଧ୍ୟା ନୁହେଁ ଠିକ୍ ସମୟରେ ହେବ ଶପଥ ଗ୍ରହଣ: ଫଡନବିଶ

ମୁମ୍ବାଇ,୨୪ ।୧୧: ମହାରାଷ୍ଟ୍ର ରାଜନୀତି ପୁଣି ହୋଇଛି ସରଗରମ । କେନ୍ଦ୍ରମନ୍ତ୍ରୀ ରାଓସାହେବ ଦାନୱେ ପାଟିଲ ଦାବି କରିଛନ୍ତି ଯେ ମହାରାଷ୍ଟ୍ରରେ ଖୁବ୍‌ଶୀଘ୍ର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଗଠନ କରିବ । ଆଉ ଏହାକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଅକ୍ସଫୋର୍ଡ ଟିକା ୯୦% ଫଳପ୍ରଦ

ନୂଆଦିଲ୍ଲୀ, ୨୪।୧୧(ପି.ଟି.): ଅକ୍ସଫୋର୍ଡ ଟିକା ପାଖାପାଖି ୯୦ ପ୍ରତିଶତ ଫଳପ୍ରଦ ହୋଇପାରିବ ଓ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ବ୍ରିଟେନ କମ୍ପାନୀ ଅଷ୍ଟ୍ରାଜେନିକା ସୋମବାର ଘୋଷଣା କରିଛି। ବିଶ୍ୱରୁ କରୋନା ମହାମାରୀକୁ ରୋକିବାରେ ଏହା ଆଉ ଏକ ସଫଳତା…

ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟଙ୍କୁ କରୋନା

ଡେରାଡୁନ,୨୩।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟ। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାପରେ ଆଇସୋଲେଶନରେ ରହିଛି। ନିକଟରେ ଯେଉଁମାନେ ମୋ ସଂସ୍ପର୍ଶରେ…

ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ

ଗୌହାଟୀ,୨୩।୧୧-ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କ ସୋମବାର ପରଲୋକ ହୋଇଯାଇଛି। ଗୌହାଟୀସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଗୋଗୋଇ ୨୦୦୧ରୁ ୨୦୧୬…

ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା

ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ନଭେମ୍ବର ୨୬ରୁ ଅନ୍‌ଲାଇନ୍‌ କ୍ଲାସ୍‌ ଆରମ୍ଭ ହେବ। ସେହିପରି ୪ଟି ଜିଲାରେ ରାତ୍ରକାଳୀନ…

ମଙ୍ଗଳବାର ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି: ଭ୍ୟାକ୍ସିନ ଉପରେ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୧୧: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁୁ ହେବାରେ ଲାଗିଛି। କିଛି ଦିନରୁ ଭାରତରେ କରୋନା ସଂକ୍ରମଣ ମାମଲା ୫୦ହଜାରୁ ତଳକୁ ଥିବା ବେଳେ ଆଉ କେତେକ ରାଜ୍ୟରେ କରୋନା ଗ୍ରାଫ୍‌ ବଢ଼ିବାରେ ଲାଗିଛି। ଏହାର ମୁକାବିଲା ପାଇଁ କେନ୍ଦ୍ର…

ଏକ ମିନିଟ୍‌ରେ ୬୮ ବୋତଲର ଠିପି ଖୋଲି ଗିନିଜ୍‌ ଓ୍ବାର୍ଲ୍‌ଡ ରେକର୍ଡରେ ନାଁ ଲେଖାଇଲେ ବ୍ୟକ୍ତି

ହାଇଦ୍ରାବାଦ,୨୩।୧୧: ପ୍ରାୟ ସମୟରେ ଦେଖାଯାଏ, କୋଲ୍ଡ ଡ୍ରିଙ୍କ୍ସ ଖୋଲିବାକୁ ଓପ୍‌ନର ନ ମିଳିଲେ, ଲୋକେ ନିଜ ଦାନ୍ତରେ ଖୋଲିଥାନ୍ତି। ହେଲେ କେବେ କାହାକୁ ମୁଣ୍ଡରେ ବୋତଲର ଠିପି ଖୋଲିବା ଦେଖିଛନ୍ତି କି? ବୋଧେ ନୁହେଁ। ଭାବୁଥିବେ କେହି ମୁଣ୍ଡରେ ବୋତଲ କିଭଳି…

ବରପକ୍ଷ ଯୌତୁକ ମାଗିବାରୁ ନିମନ୍ତ୍ରଣ କାର୍ଡରେ ସୁଇସାଇଡ୍‌ ନୋଟ୍‌ ଲେଖି ଆତ୍ମହତ୍ୟା କଲେ କନ୍ୟାପିତା

ଚଣ୍ଡିଗଡ଼,୨୩ା୧୧: ଯୌତୁକ ରୂପୀ ଭୂତ ସମାଜରୁ ସମ୍ପୂର୍ଣ୍ଣ ମୂଳପୋଛ ହୋଇନାହିଁ। ଆଜି ବି ଏ ସମାଜରେ କିଛି ଯୌତୁକଲୋଭୀ କନ୍ୟାପକ୍ଷଙ୍କୁ ଯୌତୁକ ମାଗିବାକୁ ପଛାଉ ନାହାନ୍ତି। ଫଳରେ ଏଥିରେ ମର୍ମାହତ ହୋଇ ଅନେକ କନ୍ୟା ପିତା ଆତ୍ମହତ୍ୟା କରୁଥିବା ନଜିର ରହିଛି।…

ବିବାହ ଉତ୍ସବରେ ସାମିଲ ହେବେ ମାତ୍ର ଶହେ ଜଣ: ବ୍ୟାଣ୍ଡବାଜା, ଡିଜେ ଉପରେ ଲାଗିଲା ପ୍ରତିବନ୍ଧକ

ଲକ୍ଷ୍ନୌ,୨୩।୧୧: ଦେଶରେ କରୋନା ଭାଇରସ୍‌ ମହାମାରୀ ଆତଙ୍କ ଜାରି ରହିଛି। ଦିଲ୍ଲୀ, ଗୁଜରାଟ ସମେତ କେତେକ ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ କେତେକ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଓ ଲକ୍‌ଡାଉନ ଲାଗୁ ନେଇ ବିଚାର…

ରାହୁଲଙ୍କ ଟୁଇଟ୍‌କୁ ନେଇ ପ୍ରତିକ୍ରିୟା ରଖିଲେ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୩ ।୧୧: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଥିବା ବେଳେ ଏବେ ତାଙ୍କର ଏକ ଟୁଇଟ୍‌ର ଉତ୍ତର ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ସେ…

ମାସ୍କ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୋପାଳ,୨୩ ।୧୧: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ଏହାକୁ ଦେଖି ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ଭୋପାଳରେ ମାସ୍କ ବାଣ୍ଟିଛନ୍ତି । ସାଧାରଣ ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri