ଜାତୀୟ

ଅଶ୍ଳୀଳ ଇଙ୍ଗିତ କଲେ ସହରରେ ଲାଗିବ ପୋଷ୍ଟର

ଲକ୍ଷ୍ନୌ, ୨୪।୯: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ରୋଡ ସାଇଡ୍‌ ରୋମିଓଙ୍କ ପାଇଁ ନୂଆ ଆଇନ ଜାରି କରିଛନ୍ତି। ଏଣିକି ଅଶ୍ଳୀଳ ଇଙ୍ଗିତ କରୁଥିବା ରୋମିଓଙ୍କ ପୋଷ୍ଟର ସହରର ଲଗାଯିବ। ରୋଡ୍‌ ସାଇଡ୍‌ ରୋମିଓଙ୍କୁ ସହାୟତା କରୁଥିବା ବ୍ୟକ୍ତିଙ୍କର ପୋଷ୍ଟର…

କରୋନାରେ ପରମାଣୁ ବୈଜ୍ଞାନିକ ଶେଖର ବାସୁଙ୍କ ପରଲୋକ

କୋଲକାତା, ୨୪।୯: କରୋନାରେ ଆକ୍ରାନ୍ତ ହୋଇ ପରମାଣୁ ବୈଜ୍ଞାନିକ ଡ.ଶେଖର ବାସୁଙ୍କ ଗୁରୁବାର ଭୋର ୪ଟା ୫୦ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କର ନମୁନା ପରୀକ୍ଷା କରାଯାଇଥିଲା। ନମୁନା…

ମଣିପୁର ମନ୍ତ୍ରିମଣ୍ଡଳ ଅଦଳବଦଳ: ବାଦ ପଡ଼ିଲେ ୩ କ୍ୟାବିନେଟ୍‌ ମନ୍ତ୍ରୀ

ଇମ୍ଫାଲ୍‌, ୨୪।୯: ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ୍‌. ବିରେନ୍‌ ସିଂଙ୍କ ମନ୍ତ୍ରିମଣ୍ଡଳ ଅଦଳବଦଳରେ ୩ କ୍ୟାବିନେଟ୍‌ ମନ୍ତ୍ରୀ ବାଦ ପଡ଼ିଛନ୍ତି। ଗୁରୁବାର ନୂତନ ମନ୍ତ୍ରିମଣ୍ଡଳ ତାଲିକାକୁ ରାଜ୍ୟପାଳ ନଜ୍‌ମା ହେପତୁଲା ଅନୁମୋଦନ କରିଛନ୍ତି। ବାଦ ପଡ଼ିଥିବା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ମଧ୍ୟରେ କୃଷି ଓ…

ମୋଦିଙ୍କ ଫିଟ୍‌ ଇଣ୍ଡିଆ ମନ୍ତ୍ର: କଷ୍ଟକର ମନେ ହେଉଥିଲେ ବି ଫିଟ୍‌ ରହିବା ସହଜ

ନୂଆଦିଲ୍ଲୀ, ୨୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ ଅଭିଯାନର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଫିଟ୍‌ ଇଣ୍ଡିଆ ଡାଏଲଗ୍‌ରେ ଗୁରୁବାର ଯୋଗ ଦେଇ କହିଛନ୍ତି ଯେ, ଫିଟ୍‌ ରହିବା କଷ୍ଟକର ମନେ ହେଉଥିଲେ ବି ଏହା ପ୍ରକୃତ ପକ୍ଷେ ସହଜ।…

୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି ଟାଣି ନେଲେ ଦୁଇପୁଅ, ଭିଡିଓ ଭାଇରାଲ

ଗ୍ରେଟର ନୋଏଡା,୨୪।୯: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଦୁଇ ପୁଅ ୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି ଟାଣି ନେଉଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୋଲିସ ସୂଚନା ପାଇବା…

ଅଚାନକ ଆକ୍ରମଣ ଯୋଜନା କରୁଛି ଚାଇନା !

ନୂଆଦିଲ୍ଲୀ, ୨୪।୯: ଏଲ୍‌ଏସିରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ତେବେ ଚାଇନା ୧୯୬୨ ଭଳି ଭାରତ ଉପରେ ଅଚାନକ ଆକ୍ରମଣ ଯୋଜନା କରୁଛି। ଚାଇନା ପକ୍ଷରୁ ଏଭଳି ଆଶଙ୍କା ଥିବାରୁ ଭାରତୀୟ ବାୟୁସେନା ଏବଂ ସ୍ଥଳସେନା ପକ୍ଷରୁ ପାହାଡ଼ ଉପରେ…

ଶହେ କୋଟି ଭାରତୀୟ କରୋନାରେ ଆକ୍ରାନ୍ତ ହେବା ଆଶଙ୍କା: ନୀତି ଆୟୋଗ

ନୂଆଦିଲ୍ଲୀ, ୨୪।୯: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏଭଳି ଧାରା ଜାରି ରହିଲେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ କୋଟି ଟପିବାର ଆଶଙ୍କା ରହିଥିବା ନୀତି…

୭ ରାଜ୍ୟରେ ୪୩ ପୋଲ: ସୀମାରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୨୪।୯: ଏଲ୍‌ଏସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ ଅନ୍ତର୍ଗତ ୪୩ଟି ପୋଲ ନିର୍ମିତ ହୋଇଛି। ପୋଲଗୁଡ଼ିକ ସୀମାବର୍ତ୍ତୀ ରାଜ୍ୟ ଲଦାଖ, ଜମ୍ମୁ-କଶ୍ମୀର,…

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୨୪।୯: ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୪।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ସକାଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଓ୍ବନ୍ତିପୋରାର ତ୍ରାଲ୍‌ ଅଞ୍ଚଳର ମାଘମାଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ପରେ ଏଠାରେ ସର୍ଚ୍ଚ…

ବିଦେଶୀ ଅନୁଦାନ ସଂଶୋଧନ ବିଲ୍‌କୁ ଅନୁମୋଦନ

ନୂଆଦିଲ୍ଲୀ,୨୪।୯: ବିଦେଶୀ ଅନୁଦାନ ନିୟନ୍ତ୍ରଣ ସଂଶୋଧନ ବିଲ୍‌-୨୦୨୦ ରାଜ୍ୟ ସଭାରେ ବୁଧବାର ଗୃହୀତ ହୋଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାରୁ ଏହି ସଂଶୋଧନ ବିଲ୍‌ ସଂସଦର ଅନୁମୋଦନ ଲାଭ କରିଛି। ଏହି ବିଲ୍‌ ୨୦୧୦ ବିଦେଶୀ ଅନୁଦାନ ନିୟନ୍ତ୍ରଣ…

୩ ଶ୍ରମ ସଂସ୍କାର ବିଲ୍‌ ସଂସଦରେ ପାରିତ

ନୂଆଦିଲ୍ଲୀ,୨୪।୯(ପି.ଟି.): ପାର୍ଲାମେଣ୍ଟରେ ବୁଧବାର ୩ଗୋଟି ଶ୍ରମ ସଂସ୍କାର ବିଲ୍‌କୁ ଅନୁମୋଦନ ମିଳିଛି। ଏହି ବିଲ୍‌ କମ୍ପାନୀଗୁଡ଼ିକର ପ୍ରତିବନ୍ଧକକୁ ଦୂର କରିବ। ଏଥିସହ ଯେଉଁ କମ୍ପାନୀରେ ୩୦୦ ପର୍ଯ୍ୟନ୍ତ ସଂଗଠିତ ଶ୍ରମିକ କାର୍ଯ୍ୟ କରୁଥିବେ ଛଟେଇ ସମୟରେ ସରକାରଙ୍କ ଅନୁମତି ନେବାକୁ ପଡ଼ିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri