ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍
ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ପୁଞ୍ଜିନିବେଶ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଥିଲା। କ୍ୟାବିନେଟ ନିଷ୍ପତ୍ତି କୃଷି ସେକ୍ଟରରେ ପରିବର୍ତ୍ତନ ଆଣିବା...
ମୁମ୍ବାଇ ଆସିବା ପୂର୍ବରୁ ଦୁର୍ବଳ ହେଲା ନିସର୍ଗ: ବର୍ଷା ଜାରି, ଟଳିଲା ବଡ଼ ବିପଦ
ମୁମ୍ବାଇ, ୩।୬: ମୁମ୍ବାଇ ମୁହାଁ ହେବା ପୂର୍ବରୁ ସାମୁଦ୍ରିକ ଝଡ଼ ନିସର୍ଗ ଦୁର୍ବଳ ହୋଇଯାଇଛି। ଏହା ଦକ୍ଷିଣ ଦିଗରେ ଆଗକୁ ଗତି କରିଛି। ଫଳରେ ମୁମ୍ବାଇ ଉପରେ ଥିବା ବିପଦ ଟଳି ଯାଇଛି। ପବନର ବେଗ ଘଣ୍ଟାପ୍ରତି ୫୦ କିଲୋମିଟର...
୨୪ ଘଣ୍ଟାରେ ସୁସ୍ଥ ହେଲେ ୪ ହଜାର ୭୭୬
ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।...
ସ୍ଥିତିରେ ସୁଧାର ଆସିଲେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ଉଡ଼ାଣ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ
ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସ୍ଥିତିରେ ସୁଧାର ଆସିଲେ ଖୁବ୍ ଶୀଘ୍ର ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀ ବୁଧବାର ସୂଚନା ଦେଇଛନ୍ତି। ବନ୍ଦେ ଭାରତ...
ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ କୋଲକାତା ପୋର୍ଟ ଟ୍ରଷ୍ଟ୍: ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ, ୩।୬: ପଶ୍ଚିମବଙ୍ଗର କୋଲାକାତା ପୋର୍ଟ ଟ୍ରଷ୍ଟ୍ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ବୁଧବାର କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହାର ନାମକରଣ ଶ୍ୟାମପ୍ରସାଦ ମୁଖାର୍ଜୀ ପୋର୍ଟ ଟ୍ରଷ୍ଟ୍ ଭାବେ କରାଯିବ ବୋଲି ସୂଚନା ଓ...
କୀଟନାଶକ କାରଖାନାରେ ବିସ୍ଫୋରଣ: ୫ ମୃତ, ୫୭ ଆହତ
ଭାରୁଚ୍,୩ା୬: ଗୁଜରାଟର ଭାରୁଚ୍ ଜିଲା ଅନ୍ତର୍ଗତ ଦାହେଜସ୍ଥିତ ଆଗ୍ରୋ- କେମିକାଲ୍ ଫ୍ୟାକ୍ଟ୍ରିବଏଲରରେ ବୁଧବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ଏଥିରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୫୭ ଶ୍ରମିକ ଆହତ ହୋଇଥିବା...
ଲକ୍ଡାଉନ୍-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍ଡାଉନ୍-୫ ଜୁନ୍ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ ନୀତି ଲାଗୁ କରାଯାଇଛି। ଲକ୍ଡାଉନ୍-୫ରେ ପ୍ରତିଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୯...
ନିସର୍ଗର ତାଣ୍ଡବ ଆରମ୍ଭ: ଅଲିବାଗରେ ବ୍ୟାପକ କ୍ଷୟକ୍ଷତି
ମୁମ୍ବାଇ, ୩।୬: ସାମୁଦ୍ରିକ ଝଡ଼ ନିସର୍ଗ ମହାରାଷ୍ଟ୍ରର ରାୟଗଡ଼ ଜିଲାର ହରିହରେଶ୍ୱର-ଡାମନ ମଧ୍ୟବର୍ତ୍ତୀ ଅଞ୍ଚଳ ଅଲିବାଗରେ ଭୂପୃଷ୍ଠ ଛୁଇଁଛି। ନିସର୍ଗ ପ୍ରଭାବରେ ଏଠାରେ ଘଣ୍ଟାପ୍ରତି ୧୨୦ରୁ ଅଧିକ ବେଗରେ ପବନ ବହିବା ସହିତ ବର୍ଷା ଲାଗି ରହିଛି। ଅଲିବାଗ ଅଞ୍ଚଳରେ...
କେନ୍ଦ୍ର କ୍ୟାବିନେଟ୍ରେ ୨ଟି ଅଧ୍ୟାଦେଶକୁ ମିଳିଲା ମଞ୍ଜୁରୀ: କୃଷକଙ୍କ ପାଇଁ ‘ଗୋଟିଏ ଦେଶ, ଗୋଟିଏ ବଜାର’ ନୀତି
ନୂଆଦିଲ୍ଲୀ,୩।୬: କରୋନା ସଙ୍କଟ ବେଳେ ବୁଧବାର ପୁଣିଥରେ କେନ୍ଦ୍ର କ୍ୟାବିନେଟର ଦ୍ବିତୀୟ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨ଟି ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଆବଶ୍ୟକ ବସ୍ତୁ ଅଧିନିୟମ, ଏପିଏସି ଅଧିନିୟମରେ ସଂଶୋଧନକୁ ମଞ୍ଜୁରୀ...
ଲ୍ୟାଣ୍ଡ୍ଫଲ୍ କରୁଛି ‘ନିସର୍ଗ’, ୧୦୦- ୧୨୦ କିଲୋମିଟର ବେଗରେ ବହୁଛି ପବନ
ମୁମ୍ବାଇ,୩ା୬: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂଣ୍ଣିଝଡ଼ ‘ନିସର୍ଗ’ ମହାରାଷ୍ଟ୍ରର ରାୟଗଡ଼ ଜିଲା ହରିହରେଶ୍ୱର-ଡାମନ ମଝି ଆଲିବାଗରେ ଲ୍ୟାଣ୍ଡ୍ଫଲ୍ କରୁଛି। ଏଠାରେ ବର୍ତ୍ତମାନ ୧୦୦-୧୨୦ କିଲୋମିଟର ବେଗରେ ପବନ ବହୁଛି। ଏହି ସମୟରେ ମୁମ୍ବାଇର ବାନ୍ଦ୍ରା – ଓ୍ବର୍ଲି ସାଗର...
ଆରମ୍ଭ ହେଲା କ୍ୟାବିନେଟ୍ ବୈଠକ
ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ଗୋଟିଏ ସପ୍ତାହ ମଧ୍ୟରେ କେନ୍ଦ୍ର କ୍ୟାବିନେଟର ଏହା ଦ୍ବିତୀୟ ବୈଠକ। ବୈଠକରେ ଅନେକ ଗୁରୁତ୍ପୁର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି। ସୋମବାର ବସିଥିବା ବୈଠକରେ ଏମଏସଏମଇରେ...
କରୋନା ରୋଗୀଙ୍କ ଅନ୍ତିମ ସଂସ୍କାରକୁ ନେଇ ପ୍ରତିବାଦ, ଅର୍ଦ୍ଧଦଗ୍ଧ ମୃତଦେହ ନେଇ ପଳାଇଲେ ପରିବାର ଲୋକେ
ଶ୍ରୀନଗର,୩।୬: କରୋନା ସଂକ୍ରମଣକୁ ନେଇ ଲୋକେ ଏତେ ମାତ୍ରାରେ ଭୟଭୀତ ଅଛନ୍ତି ଯେ, ପୀଡିତ ଲୋକଙ୍କଠାରୁ ଦୂରେଇ ରହିବା ସହ ସାର୍ବଜନୀନ ଶ୍ମଶାନରେ ମୃତ କରୋନା ରୋଗୀଙ୍କ ଅନ୍ତିମ ସଂସ୍କାରକୁ ମଧ୍ୟ ବିରୋଧ କରୁଛନ୍ତି। ଜମ୍ମୁକଶ୍ମୀରର ଡୋଡାରେ ଏଭଳି ଏକ...
Archives


