ଜାତୀୟ

ସେପ୍ଟେମ୍ବରରୁ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାରଙ୍କ ଯୋଜନା !

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାର ସେପ୍ଟେମ୍ବରଠାରୁ ସ୍କୁଲ ଖୋଲିବା ଉପରେ ବିଚାର କରୁଛନ୍ତି। ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବାର ଯୋଜନା ରହିଛି। ପ୍ରଥମେ ଦଶମରୁ ଦ୍ୱାଦଶ ଶ୍ରେଣୀ…

କେରଳ ବିମାନ ଦୁର୍ଘଟଣା: ଜଣେ ମୃତକ କରୋନା ପଜିଟିଭ୍‌, ଉଦ୍ଧାରକାରୀ ଦଳର କରାଯିବ ଟେଷ୍ଟ

କୋଝିକୋଡ଼,୮।୮: କେରଳ ବିମାନ ବନ୍ଦରରେ ଶୁକ୍ରବାର ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୮ଜଣଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କ ମଧ୍ୟରେ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ବାହାରିଛି। ଏନେଇ ଶନିବାର କେରଳର ମନ୍ତ୍ରୀ କେଟି ଜଲିଲ ସୂଚନା ଦେଇଛନ୍ତି। ସୂଚନା…

କରୋନା ପଜିଟିଭ ମନ୍ତ୍ରୀଙ୍କ ପାଇଁ ଡାଏଟ୍‌ ଚାର୍ଟ

ଶିମଲା,୮।୮: ଶକ୍ତିମନ୍ତ୍ରୀ ସୁଖରାମ ଚୌଧୁରୀ କରୋନାରେ ସଂକ୍ରମିତ ହେବା ପରେ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୧୦ ଦିନ ପରେ ପୁଣିଥରେ ତାଙ୍କର ଓ ତାଙ୍କ ପିଲାମାନଙ୍କର ସ୍ବାବ ଟେଷ୍ଟ କରାଯିବା ପରେ ଯଦି ଏହା ନେଗେଟିଭ ଆସିଲା ତେବେ ତାଙ୍କୁ…

୪୦୦ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ଲୋକାର୍ପଣ କଲେ ଯୋଗୀ ସରକାର

ନଏଡା,୮।୮: ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପାଇଁ ହୋଇଥିବା ଭୂମିପୂଜନରେ ସାମିଲ ହୋଇ ଫେରିବା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ମହାମାରୀ କରୋନା ଯୁଦ୍ଧରେ ସାମିଲ ହୋଇଛନ୍ତି। ଅଯୋଧ୍ୟାରୁ ଫେରିବା ପରେ ଯୋଗୀ ସହରର କରୋନା ସ୍ଥିତି ସମୀକ୍ଷା କରିଛନ୍ତି।…

ସୁରକ୍ଷିତ ନ ଥିଲା କୋଝିକୋଡ ବିମାନ ବନ୍ଦର: ଡିଜିସିଏ କରିଥିଲା ସତର୍କ

ନୂଆଦିଲ୍ଲୀ,୮।୮: କେରଳର କୋଝିକୋଡ ବିମାନବନ୍ଦରରେ ଶୁକ୍ରବାର ଏୟାର ଇଣ୍ଡିଆ ଏକ୍ସପ୍ରେସର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୨ ପାଇଲଟଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ ହୋଇଛି। କେରଳରେ ପ୍ରବଳ ବର୍ଷ ହେଉଥିବା ସମୟରେ ବନ୍ଦେ ଭାରତ ମିଶନର ଏହି ବିମାନଟି…

ବିମାନ ଦୁର୍ଘଟଣା ପୂର୍ବରୁ ଶେଷ ସେଲ୍ଫି

କୋଝିକୋଡ,୮।୮: କେରଳର କୋଝିକୋଡ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ବିମାନ ଶୁକ୍ରବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାକି ଅନ୍ୟଯାତ୍ରୀ ଆହତ ହୋଇଛନ୍ତି। ବନ୍ଦେ ଭାରତ ମିଶନରେ ଦୁବାଇରୁ ଆସୁଥିବା…

ମୋଦି ପୁଣିଥରେ ହୁଅନ୍ତୁ ପ୍ରଧାନମନ୍ତ୍ରୀ: ୬୬ ପ୍ରତିଶତ ଲୋକଙ୍କ ମତ

ନୂଆଦିଲ୍ଲୀ, ୮।୮: କରୋନା ସଙ୍କଟରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଲୋକପ୍ରିୟତା ବଢ଼ିଚାଲିଛି। ସମ୍ପ୍ରତି ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ମୋଦି ପୁଣିଥରେ ଦେଶର ପ୍ରଧାନମନ୍ତ୍ରୀ ହୁଅନ୍ତୁ ବୋଲି ୬୬ ପ୍ରତିଶତ ଲୋକ ଚାହୁଁଛନ୍ତି। ଏହି ତାଲିକାର ଦ୍ୱିତୀୟ ପସନ୍ଦରେ…

ରାଜ୍ୟର ଲକ୍ଷେ ୭୮ ହଜାର ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ସ୍ମାର୍ଟଫୋନ୍‌

ଚଣ୍ଡିଗଡ଼, ୮।୮: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ରେ କ୍ଲାସ୍‌ କରୁଛନ୍ତି। ରାଜ୍ୟର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ପଞ୍ଜାବ ସରକାର ଅଣ୍ଟା ଭିଡ଼ିଛନ୍ତି। ରାଜ୍ୟର ଲକ୍ଷେ ୭୮…

ପିଲା ପିଇବେ ଗଧ କ୍ଷୀର: ଏକ ଲିଟରର ଦାମ ଜାଣି ହେବେ ଆଶ୍ଚର୍ଯ୍ୟ !

ହିସାର, ୮।୮: ଏବେ ପିଲାଙ୍କୁ ଗଧ କ୍ଷୀର ପିଇବାକୁ ଦିଆଯିବ। ଏହାଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହେବା ସହିତ ସ୍ମୃତି ଶକ୍ତି ବି ପ୍ରଖର ହେବ। ଏହାକୁ ନିୟମିତ ପିଇଲେ କର୍କଟ, ମେଦବହୁଳତା ଏବଂ ଆଲର୍ଜିରୁ ମୁକ୍ତି ମିଳିପାରିବ…

ପିଲା ଜନ୍ମର ୧୦ ଦିନ ପୂର୍ବରୁ ଆସିଲା ପିତାଙ୍କ ମୃତ୍ୟୁ ଖବର

ମଥୁରା,୮।୮: ଏୟାର ଇଣ୍ଡିଆ ଏକ୍ସପ୍ରେସର ବିମାନ ଦୁର୍ଘଟଣାରେ ମଥୁରା ନିବାସୀ କୋ-ପାଇଲଟ ଅଖିଳେଶ କୁମାର ଭରଦ୍ୱାଜଙ୍କ ମୃତ୍ୟୁ ହୋଇଛି। ଏହି ଖବର ଆସିବା ପରେ ତାଙ୍କ ପରିବାରରେ ଆସିବାକୁ ଥିବା ଖୁସି ଏବେ ଦୁଃଖରେ ପରିଣତ ହୋଇଛି। ଅଖିଳେଶଙ୍କ ପତ୍ନୀ ମେଘା…

ମିଥ୍ୟା ଝିଅ ହତ୍ୟା ଅପରାଧରେ ବାପ-ପୁଅ ୭ ମାସ ଜେଲ୍‌ରେ: ଜୀବିତ ଝିଅ କୋର୍ଟରେ ହାଜର

ଅମରୋହା, ୮।୮: ଉତ୍ତରପ୍ରଦେଶରେ ଆଇନ ଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ଅପରାଧୀ ପୋଲିସଙ୍କୁ ଖାତିର କରୁ ନାହାଁନ୍ତି। ଅପରପକ୍ଷରେ କେତେକ ଘଟଣାରେ ଠିକ୍‌ ଭାବେ ତଦନ୍ତ କରାଯାଉ ନ ଥିବାରୁ ନିରୀହ ଲୋକେ ଜେଲ ଦଣ୍ଡ ଭୋଗୁଥିବା ଅଭିଯୋଗ ହେଉଛି। ଜୀବିତ…

ପ୍ରବାସୀଙ୍କ ପରେ ଏବେ ଏହି ଅନାଥ ଶିଶୁଙ୍କ ଦାୟିତ୍ୱ ନେବେ ସୋନୁ

ମୁମ୍ବାଇ: ଦେଶରେ ଜାରି ରହିଥିବା କରୋନା ଲକ୍‌ଡାଉନ ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ପ୍ରବାସୀଙ୍କ ପାଇଁ ଦେବଦୂତ ସାଜିଛନ୍ତି। ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟରେ ଫସିଥିବା ପ୍ରବାସୀ ଶ୍ରମିକଙ୍କୁ ନିଜ ଘରକୁ ପଠାଇ ସୋନୁ ବେଶ୍‌ ଚର୍ଚ୍ଚିତ ହେବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri