ଭାରତରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ବିଶେଷଜ୍ଞ
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ସରକାରୀ ଭାବେ କୁହାଯାଉଛି ଯେ, ଦେଶରେ କରୋନାର ଗୋଷ୍ଠୀ ସଂକ୍ରମଣ ଏପର୍ଯ୍ୟନ୍ତ ହୋଇନାହିଁ। ତେବେ ପ୍ରିଭେଣ୍ଟିଭ୍ ଏବଂ ସୋସିଆଲ୍ ମେଡିସିନ୍ ବିଶେଷଜ୍ଞ ତଥା ଇପିଡେମିଓଲୋଜିଷ୍ଟ୍ ଓ ପବ୍ଲିକ୍ ହେଲଥ୍ ପ୍ରାକ୍ଟିଶନର...
କରୋନା ସଂକ୍ରମଣ ଭୟ: ନବଜାତକକୁ ସ୍ତନ୍ୟପାନ କରାଇଲେ ହସ୍ପିଟାଲର କାର୍ଯ୍ୟରତ ନର୍ସ!
କୋଲକାତା,୧।୬: ପଶ୍ଚିମବଙ୍ଗର ଆର୍ଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ଜଣେ କାର୍ଯ୍ୟରତ ନର୍ସ। ନିକଟରେ ଜଣେ ମହିଳାଙ୍କର ଆର୍ଜି କର ମେଡିକାଲରେ ସନ୍ତାନ ପ୍ରସବ ହୋଇଥିଲା। ହେଲେ ତାଙ୍କର ସିଜରିଆନ୍ ସେକ୍ସନ...
୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୯୨
ନୂଆଦିଲ୍ଲୀ,୧।୬: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୮,୩୯୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୯୦,୫୩୫ରେ ପହଞ୍ଚିଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦେଇଥିବା...
୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା
ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ୬୨୨ରେ ପହଞ୍ଚିଛି। ଏହା କରୋନା ଓ୍ବାଲର୍ଡ ମିଟର ଡାଟାବେସ୍ରୁ ଦର୍ଶାଯାଇଛିି।...
୩ରେ ମହାରାଷ୍ଟ୍ର, ଗୁଜରାଟରେ ବାତ୍ୟା
ମୁମ୍ବାଇ,୧ା୬(ପି.ଟି.): ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସାମୁଦ୍ରିକ ବାତ୍ୟାର ରୂପ ନେବାକୁ ଯାଉଛି। ଏହା ଜୁନ୍ ୩ରେ ମହାରାଷ୍ଟ୍ର ଓ ଗୁଜରାଟ ଉପକୂଳ ଅତିିକ୍ରମ କରିପାରେ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣପୂର୍ବ ଏବଂ...
ଆର୍ପିଆଇ ନେତାଙ୍କ ଫାର୍ମହାଉସରେ ଗୁଳିକାଣ୍ଡ
ନୂଆଦିଲ୍ଲୀ,୧ା୬(ପି.ଟି.): ରିପବ୍ଲିକ ପାର୍ଟି ଅଫ୍ ଇଣ୍ଡିଆ (ଆର୍ପିଆଇ) ନେତା ସମିମ୍ ସୈଫ୍ଙ୍କ ଦିଲ୍ଲୀ ଫାର୍ମହାଉସ୍ରେ ରବିବାର ସକାଳେ ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କ ସୁରକ୍ଷା କର୍ମୀଙ୍କୁ ଗୁଳି କରିଛନ୍ତି। ଗୁରୁତର ଅବସ୍ଥାରେ ସୁରକ୍ଷା କର୍ମୀ ହରିନାଥଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...
ପୂର୍ବାଞ୍ଚଳର ବିକାଶରେ ଦେଶ ଆଗେଇବ
ନୂଆଦିଲ୍ଲୀ,୧ା୬(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ର ୬୫ତମ ସଂସ୍କରଣରେ ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି। କରୋନା ମହାମାରୀକୁ ନିୟନ୍ତ୍ରଣରେ ରଖିବା ଲାଗି ଘୋଷଣା ହୋଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନର...
ପଙ୍ଗପାଳ ଦମନରେ ଧର୍ମବିଶ୍ୱାସ ପ୍ରତିବନ୍ଧକ
ନୂଆଦିଲ୍ଲୀ,୧ା୬: ମଧ୍ୟପ୍ରଦେଶର ପାନ୍ନା ଅଞ୍ଚଳରେ ଗତ ସପ୍ତାହରେ ବାଜିିଥିଲା ପୋଲିସ ସାଇରନ। ହେଲେ ତାହା ଚୋରଙ୍କୁ ଗୋଡ଼ାଇବା ଲାଗି ନୁହେଁ ବରଂ ମାରାତ୍ମକ କୀଟ ପଙ୍ଗପାଳ ଦଳଠାରୁ ରକ୍ଷା ପାଇଁ। ଏହି ବିଧ୍ୱଂସକ ବିଦେଶାଗତ କୀଟ ପ୍ରତିଦିନ ତା’ ଓଜନର...
୫୭ ମଡେଲ ରାଜପଥ ବିକଶିତ କରିବ ଏନ୍ଏଚ୍ଏଆଇ
ନୂଆଦିଲ୍ଲୀ,୧।୬: ଦେଶ ମଧ୍ୟରେ ୫୭ ମଡେଲ ରାଜପଥ ବିକଶିତ କରାଯିବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍ ଇଣ୍ଡିଆ(ଏନ୍ଏଚ୍ଏଆଇ) ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି। ବିକାଶ ହେବାକୁ ଥିବା ଏହି ରାଜପଥର ମୋଟ ଦୈର୍ଘ୍ୟ ୧୭୩୫ କିଲୋମିଟର ରହିଛି। ପ୍ରତି...
ବିଦ୍ୟୁତ୍ ବିଲ୍ ଲକ୍ଷେ ଟଙ୍କା ଟପିଲେ ରିଟର୍ନ ଫାଇଲିଂ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧।୬: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଆୟକର ରିଟର୍ନ (ଆଇଟିଆର୍) ଫର୍ମ ବିଜ୍ଞପ୍ତି ଜାରି କରିଛନ୍ତି। କରେଣ୍ଟ ଆକାଉଣ୍ଟ ଜମା ୧ କୋଟି କିମ୍ବା ଇଲେକ୍ଟ୍ରିସିଟି ବିଲ୍ ନିର୍ଦ୍ଦିଷ୍ଟ ଆର୍ଥତ୍କ ବର୍ଷରେ ୧ଲକ୍ଷ କିମ୍ବା ତଦୂର୍ଦ୍ଧ୍ୱ ହେଲେ ଲୋକମାନେ...
୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୨୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୩୧।୫ : ମହାରାଷ୍ଟ୍ର ପରେ ଏବେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୧୯୮୪୪କୁ...
ପୁଣି ଏକ ବାତ୍ୟା ଆଶଙ୍କା: ସତର୍କ କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୩୧।୫: ଅମ୍ଫନ୍ ପରେ ପୁଣି ଏକ ବାତ୍ୟା ଆଶଙ୍କା। ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଉପକୂଳବର୍ତ୍ତୀ ରାଜ୍ୟରେ ଜୁନ...
Archives


