ଜାତୀୟ

ପ୍ରତି ମାସରେ ପଶ୍ଚିମବଙ୍ଗ ଗସ୍ତ କରିବେ ଶାହା!

ନୂଆଦିଲ୍ଲୀ,୨୨ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣିଥରେ ଆସନ୍ତା ଜାନୁୟାରୀରେ ପଶ୍ଚିମବଙ୍ଗ ଗସ୍ତ କରିବେ ବୋଲି ଜଣାପଡିଛି । ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଜାନୁୟାରୀରେ ସ୍ୱାମୀ ବିବକୋନନ୍ଦଙ୍କ ଜନ୍ମଜୟନ୍ତି ଅବସରରେ ୧୨ ଜାନୁୟାରୀକୁ ଶାହା…

ଡିସେମ୍ବର ଶେଷ ସପ୍ତାହରେ ଦିଲ୍ଲୀରେ ପହଞ୍ଚିବ କରୋନା ଟିକା: ଡିପ୍‌ଫ୍ରିଜ୍ ପ୍ରସ୍ତୁତ

ନୂଆଦିଲ୍ଲୀ,୨୨ ।୧୨: ଦେଶରେ କରୋନା ଟିକା ଡିସେମ୍ବର ଶେଷ ସପ୍ତାହରେ ଅର୍ଥାତ୍ ୨୮ ତାରିଖରେ ପହଞ୍ଚିବ ବୋଲି ଅନୁମାନ କରାଯାଇଛି । ଏହି ଟିକା ରାଜୀବ ଗାନ୍ଧୀ ସୁପର ସ୍ପେଶାଲିଟି ହସ୍ପିଟାଲରେ ଷ୍ଟୋରେଜ କରିବାର ବ୍ୟବସ୍ଥା କରାଯାଇଛି । ଏହାପରେ ଦିଲ୍ଲୀର…

ଜୀବନସାଥୀଙ୍କ ମୃତ୍ୟୁ ପରେ ମିଳିଥିବା ଅନୁକମ୍ପାମୂଳକ ନିଯୁକ୍ତି ପରେ ବି ଜୀବିତ ସାଥୀ କରିପାରିବେ ବିବାହ: ହାଇକୋର୍ଟ

ଆହ୍ଲାବାଦ,୨୨।୧୨: ଜୀବନସାଥୀଙ୍କ ମୃତ୍ୟୁ ପରେ ମିଳିଥିବା ଅନୁକମ୍ପାମୂଳକ ନିଯୁକ୍ତି ପରେ ବି ଜୀବିତ ଥିବା ସାଥୀ ବିବାହ କରିପାରିବେ। ଏନେଇ ସମ୍ପୃକ୍ତ ବ୍ୟକ୍ତିଙ୍କ ଉପରେ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଅହ୍ଲାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ…

୧୨ ଘଣ୍ଟା ଧରି ୧୦ କି.ମି. ନଦୀରେ ପହଁରୁଥିଲେ ମହିଳା, ଲୋକେ ଭାବିଲେ ମୃତ, ପରେ ଯାହା ଦେଖିଲେ ହେଲେ ଆଶ୍ଚର୍ଯ୍ୟ

ଗଙ୍ଗା ନଦୀରେ ମତ୍ସ୍ୟଜୀବୀମାନେ ଜଣେ ମହିଳାଙ୍କୁ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ବରଫ ଭଳି ଥଣ୍ଡା ପାଣିରେ ମହିଳା ଜଣକ ୧୨ ଘଣ୍ଟାଧରି ପହଁରୁଥିଲେ। ଯାହାକୁ ଦେଖି ମତ୍ସ୍ୟଜୀବୀ ମାନେ ତାଙ୍କୁ ମୃତ ବୋଲି ଭାବି ଥିଲେ। ମାତ୍ର ୧୦ କିଲୋମିଟର ଦୂରକୁ…

କ୍ରିକେଟର ସୁରେଶ ରୈନାଙ୍କୁ ଧରି ନେଲା ପୋଲିସ

ମୁମ୍ବାଇ,୨୨।୧୨: ଭାରତୀୟ କ୍ରିକେଟର ସୁରେଶ ରୈନାଙ୍କୁ ପୋଲିସ ଧରି ନେଇଛି। ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ରାତ୍ରକାଳୀନ କର୍ଫ୍ୟୁ ଜାରି ରହିଥିବାବେଳେ ରୈନାଙ୍କ ସମେତ ୪୩ ଜଣ ଏକ କ୍ଲବ୍‌ରେ ନାଚଗୀତରେ ମାତିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ରୈନା,…

ଦୀର୍ଘ ୬ ମାସ ପରେ କମ୍ ହେଲା ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨ ।୧୨: ଦେଶରେ ପାଖାପାଖି ୬ ମାସ ପରେ ୨୪ ଘଣ୍ଟାରେ ନୂଆ କରୋନା ସଂକ୍ରମିତଙ୍କ ସଖ୍ୟା ୨୦ ହଜାର ତଳେ ରହିଛି । ସେହିପରି ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ସଂଖ୍ୟା ମଧ୍ୟ ୩ଲକ୍ଷରୁୁ କମ୍ ହୋଇଯାଇଛି । କେନ୍ଦ୍ର…

ମୋଦି ସରକାରଙ୍କ ପାଇଁ ଅନ୍ନଦାତା ଭଗବାନ, ବିରୋଧୀଙ୍କ ନଜରରେ ଏହା ଭୋଟ ବ୍ୟାଙ୍କ: କୃଷ୍ଣପାଳ ଗୁର୍ଜର

ନୂଆଦିଲ୍ଲୀ,୨୨ ।୧୨: କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା କୃଷି ଆଇନ ବିରୋଧରେ କୃଷକମାନେ ଦୀର୍ଘ ପ୍ରାୟ ୨୫ ଦିନ ହେବ ଦିଲ୍ଲୀ ସୀମାରେ ଧାରଣାରେ ବସିଛନ୍ତି । ବିରୋଧୀ ବିଶେଷ କରି କଂଗ୍ରେସ ଖୋଲାଖୋଲି ଭାବେ ଏହି କୃଷକଙ୍କୁ ସମର୍ଥନ କରୁଛି…

ବ୍ରିଟେନରୁ ଫେରିଥିବା ୫ ଯାତ୍ରୀ କରୋନା ପଜିଟିଭ୍‌: ଦିଲ୍ଲୀରେ ଆତଙ୍କ

ନୂଆଦିଲ୍ଲୀ,୨୨।୧୨: ବ୍ରିଟେନରୁ ଭାରତ ଫେରିଥିବା ୫ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍‌ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା ୨୬୬ ଯାତ୍ରୀଙ୍କର ନମୁନା ଯାଞ୍ଚ୍‌ କରାଯାଇଥିଲା। ଅଧିକ ପରୀକ୍ଷା ପାଇଁ ସମ୍ପୃକ୍ତ ୫ ଜଣଙ୍କ ନମୁନାକୁ ନ୍ୟାଶନାଲ…

ଏଏମ୍‌ୟୁରେ କୁରାନ ସହିତ ରହିଛି ଗୀତା-ରାମାୟଣ : ମୋଦି

ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍‌ ବିଶ୍ୱବିଦ୍ୟାଳୟ (ଏଏମ୍‌ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି। ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କର ସେବା କରିବା ଉପରେ ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏହାଦ୍ୱାରା…

ଥରିବ ଉତ୍ତର ଭାରତ: ୪ ଦିନ ଜାରି ରହିବ ଶୀତ ଲହରୀ

ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୀତ ଲହରୀ ଯୋଗୁ ସାଧାରଣ ଜୀବନ ଯାତ୍ରା ବିପର୍ଯ୍ୟସ୍ତ…

ଦେଶରେ ବଢ଼ିଛି ଚିତାବାଘ ସଂଖ୍ୟା: ଟୁଇଟ୍‌ କରି ମୋଦି ଦେଲେ ସୂଚନା

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚିତାବାଘଙ୍କ ସଂଖ୍ୟା ବଢ଼ିଛି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସରକାରଙ୍କ ବନ୍ୟ ପ୍ରାଣୀ ସଂରକ୍ଷଣ ଆଇନ ଯୋଗୁ ଏହା ସମ୍ଭବ ହୋଇପାରିଥିବା ମୋଦି କହିଛନ୍ତି। ୨୦୧୮ରେ ଭାରତରେ ଚିତାବାଘଙ୍କ ସ୍ଥିତି ସମ୍ପର୍କିତ…

ଦୂର ହେଉନି ଅଚଳାବସ୍ଥା

ନୂଆଦିଲ୍ଲୀ, ୨୨।୧୨: କେନ୍ଦ୍ରର କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ୨୬ ଦିନରେ ପହଞ୍ଚତ୍ଥିବାବେଳେ ସମାଧାନର ବାଟ ବାହାରିପାରୁନାହିଁ। ଦିଲ୍ଲୀ ସୀମାର ବିଭିନ୍ନ ସ୍ଥାନରେ ଚାଷୀମାନେ ପ୍ରବଳ ଶୀତ କାକରରେ ପଡ଼ି ରହିଛନ୍ତି। ଇତିମଧ୍ୟରେ ଆନ୍ଦୋଳନରତ ୨୫ ଜଣ ଚାଷୀଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?