ଉତ୍ତରାଖଣ୍ଡ କ୍ୟାବିନେଟ୍ ମନ୍ତ୍ରୀ ସତପାଲ ମହାରାଜାଙ୍କୁ କରୋନା
ଡେରାଡୁନ୍,୩୧।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଉତ୍ତରଖଣ୍ଡର କ୍ୟାବିନେଟ ମନ୍ତ୍ରୀ ସତପାଲ ମହାରାଜ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ତାଙ୍କ ପୁଅ, ବୋହୂ ସମେତ ୨୨ଜଣ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ସତପାଲ...
କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଲେନିି ପୁଅ
ହାଇଦ୍ରାବାଦ, ୩୧।୫: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଇନାହାନ୍ତି ପୁଅ-ବୋହୂ। ତେଲେଙ୍ଗାନାର କରିମନଗର ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଏଠାରେ ଜଣେ ୮୦ ବର୍ଷୀୟା ମହିଳା ଲକ୍ଡାଉନ୍...
ନମସ୍ତେ ଟ୍ରମ୍ପ୍ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ-ଦିଲ୍ଲୀରେ ବଢ଼ିଲା କରୋନା ସଂକ୍ରମଣ: ସଞ୍ଜୟ ରାଉତ
ମୁମ୍ବାଇ,୩୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଶିବସେନା ସଦସ୍ୟ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ନମସ୍ତେ ଟ୍ରମ୍ପ୍ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ ଏବଂ ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ିଥିବା ସେ...
କର୍ମଚାରୀଙ୍କୁ ଦରମା ଦେବାକୁ କେନ୍ଦ୍ରକୁ ୫ ହଜାର କୋଟି ମାଗିଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ସରକାରଙ୍କ ପାଖରେ କର୍ମଚାରୀଙ୍କୁ ଦରମା ଦେବାକୁ ଟଙ୍କା ନାହିଁ। ଏନେଇ ରାଜ୍ୟ ସରକାର କେନ୍ଦ୍ରକୁ ୫ ହଜାର କୋଟିର ସହାୟତା ମାଗିଛନ୍ତି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ୍ କରି ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ...
ନେପାଳ ସଂସଦରେ ସଂଶୋଧନ ବିଲ୍ ଆଗତ: ନୂଆ ମାନଚିତ୍ରରେ ଭାରତର ୩ ଅଞ୍ଚଳ
ନୂଆଦିଲ୍ଲୀ/କାଠମାଣ୍ଡୁ,୩୧।୫: ଭାରତ ଏବଂ ନେପାଳ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ନେପାଳ ସରକାର ରାଜନୈତିକ ମାନଚିତ୍ର ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍ ସଂସଦରେ ଆଗତ କରିଛନ୍ତି। ଏହାକୁ ନେପାଳ ଆଇନମନ୍ତ୍ରୀ ଶିବମାୟା ତୁମ୍ବାହମ୍ଫେ ଆଗତ କରିଛନ୍ତି। ନେପାଳର ନୂଆ ମାନଚିତ୍ରରେ...
ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀ-ଗୁଜରାଟରେ ଆଲର୍ଟ
ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ଓ ଗୁଜରାଟରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ଗୁପ୍ତ ସୂଚନା ମିଳିବାପରେ ଏଠାରେ ଆଲର୍ଟ ଜାରି କରାଯାଇଛି। ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ମହମ୍ମଦ୍, ହିଜିବୁଲ୍ ମୁଜାହିଦ୍ଦିନ୍ ଏବଂ ଲଶ୍କର-ଇ-ତୋଏବା ପକ୍ଷରୁ ଆକ୍ରମଣ ଲାଗି ଯୋଜନା କରାଯାଉଥିବା ସମ୍ପର୍କରେ ଗୋଇନ୍ଦା ବିଭାଗ...
ମହାରାଷ୍ଟ୍ରରେ ଆଉ ୯୧ ପୋଲିସ କରୋନା ସଂକ୍ରମିତ
ମୁମ୍ବାଇ,୩୧।୫: କରୋନା ଭାଇରସ ମହାରାଷ୍ଟ୍ର ପୋଲିସର ଚିନ୍ତା ବଢାଇ ଚାଲିଛି। ଏହି କରୋନା ଯୋଦ୍ଧା ଏବେ ସଙ୍କଟରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏହାକୁ...
ଅହମଦାବାଦରେ ୧୭୨ କରୋନା ପଜିଟିଭ ମହିଳା କରିଛନ୍ତି ସନ୍ତାନ ପ୍ରସବ: ୪୪ ଶିଶୁ ସଂକ୍ରମିତ !
ଅହମଦାବାଦ,୩୧।୫: ଗୁଜୁରାଟରେ କରୋନା ସଂକ୍ରମଣ ସ୍ଥିତି ଖରାପ ଥିବା ବେଳେ ବେଳକୁ ବେଳ ଏଥିରେ ବୃଦ୍ଧି ଘଟୁଛି। ଏବେସୁଦ୍ଧା ଗୁଜରାଟରେ ୧୬,୩୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏହାର ଅହମଦାବାଦ ସହର ହଟ୍ସ୍ପଟରେ ଆସୁଛି। ତେବେ ବିଗତ...
ଭିକ ମାଗି ସମାଜସେବା କରୁଥିବା ରାଜୁଙ୍କୁ ପ୍ରଶଂସା କଲେ ମୋଦି
ନୂଆଦିଲ୍ଲୀ,୩୧।୫: କରୋନା ମହାମାରୀ ସଙ୍କଟ ସମୟରେ ଭିକ ମାଗି ସମାଜସେବା କରୁଥିବା ପଞ୍ଜାବର ପଠାଣକୋଟ ବାସିନ୍ଦା ରାଜୁଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଶଂସା କରିଛନ୍ତି। ରାଜୁ ନିଜେ ଦିବ୍ୟାଙ୍ଗ। ସେ ଭିକ ମାଗି ଚଳିଥାନ୍ତି।...
ଖରାପ ରହିଲା ଲକ୍ଡାଉନ ୪.୦: ପ୍ରତି ଘଣ୍ଟାରେ ସଂକ୍ରମିତ ହେଲେ ୨୭୧ ଜଣ
ନୂଆଦିଲ୍ଲୀ,୩୧।୫: ବେଳକୁ ବେଳ ଚିନ୍ତା ବଢାଇ ଚାଲିଛି କରୋନା ଭାଇରସ ସଂକ୍ରମଣ। ଏହାକୁ ରୋକିବାକୁ ଦେଶରେ ଗତ ମାର୍ଚ୍ଚ ମାସଠାରୁ ଲକ୍ଡାଉନ ଜାରି କରାଯାଇଛି। ତେବେ ମେ’ ୧୬ ପରେ ଜାରି କରାଯାଇଥିବା ଲକ୍ଡାଉନ ୪.୦ ସବୁଠାରୁ ଖରାପ ରହିଲା...
ଦିଲ୍ଲୀରେ ବଡ଼ଧରଣର ଭୂକମ୍ପ ହେବାର ରହିଛି ଆଶଙ୍କା: ଦେଢ଼ ମାସରେ ୧୦ଥର ଥରିଲାଣି ଦେଶର ରାଜଧାନୀ
ନୂଆଦିଲ୍ଲୀ,୩୧।୫: ଗତ ଦେଢ଼ ମାସ ମଧ୍ୟରେ ଦେଶର ରାଜଧାନୀ ଦିଲ୍ଲୀରେ ୧୦ଥର କମ୍ ତୀବ୍ରତାଯୁକ୍ତ ଭୂକମ୍ପ ହୋଇଛି। ଏହା ଆଗାମୀ ଦିନରେ ଏଠାରେ ବଡ଼ଧରଣର ଭୂକମ୍ପ ହେବାର ଆଶଙ୍କାକୁ ସୂଚିତ କରୁଛି। ଏନେଇ ଓ୍ବାଡ଼ିଆ ଇନଷ୍ଟିଚ୍ୟୁଟ୍ ଅଫ୍ ହିମାଲୟାନ ଜିଓଲୋଜିର...
ପନିପରିବା-ଫଳ ବିକ୍ରେତାଙ୍କର ହେବ କରୋନା ଟେଷ୍ଟ
ଦୋଡା,୩୧।୫: କରୋନା ଭାଇରସ ସଂକ୍ରମଣ ଧିରେ ବୃଦ୍ଧି ପାଉ ଥିବାରୁ ଏବେ ଏହା ସରକାରଙ୍କ ସମେତ ସାଧାରଣ ଜନତାଙ୍କୁ ମଧ୍ୟ ଚିନ୍ତାରେ ପକାଇ ଦେଇଛି। ଜମ୍ମୁ-କଶ୍ମୀରର ଦୋଡା ଜିଲା ପ୍ରଶାସନ ପକ୍ଷରୁ ପନିପରିବା ବା ଫଳ ବ୍ୟବସାୟୀ ଓ ହୋଲ୍ସେଲରଙ୍କର...
Archives


