ଜାତୀୟ

ଡ୍ରୋନ୍‌ ଯୋଗେ ଗ୍ରେନେଡ୍‌ ପକାଇଛି ପାକିସ୍ତାନ

ଚଣ୍ଡିଗଡ଼, ୨୨ା୧୨: ପଞ୍ଜାବର ଗୁରୁଦାସପୁର ଜିଲାରେ ଅନ୍ତର୍ଜାତୀୟ ସୀମା ସଂଲଗ୍ନ ଅଞ୍ଚଳରୁ ସୀମା ସୁରକ୍ଷା ବଳ(ବିଏଏସ୍‌ଏଫ୍‌) ଓ ପୋଲିସ ୧୧ ଗ୍ରେନେଡ ଠାବ କରିଛି। ପାକିସ୍ତାନ ଡ୍ରୋନ ଯୋଗେ ଏହି ଗ୍ରେନେଡ ପକାଇଥିବା ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ଭାରତ-ପାକ୍‌ ସୀମା ଦେଇ…

‘ଶିଗେଲା’ ଭୟରେ କେରଳ

କୋଝିକୋଡ୍‌, ୨୨ା୧୨: ଭାରତର ପ୍ରଥମ ରାଜ୍ୟ ଭାବେ କରୋନା ପାଦ ଥାପିଥିଲା କେରଳରେ। ଏଥିରୁ ରାଜ୍ୟବାସୀ ମୁକ୍ତି ପାଇ ନ ଥିବାବେଳେ ଏବେ ସେମାନଙ୍କ ଚିନ୍ତା ବଢ଼ାଇଛି ନୂଆ ସଂକ୍ରମଣ। କରୋନା ସହ ‘ଶିଗେଲା’ ନାମକ ଏକ ବ୍ୟାକ୍ଟେରିଆ କବଳରେ ନ…

ଆଜମ ଖାନଙ୍କ ନାଁରେ ଚାର୍ଜଶିଟ୍‌

ରାମପୁର, ୨୨ା୧୨: ରାଜ୍ୟ ସଭାର ପୂର୍ବତନ ସଦସ୍ୟ ସ୍ବର୍ଗତ ଅମର ସିଂଙ୍କ ପରିବାର ବିରୋଧରେ ଧମକପୂର୍ଣ୍ଣ ମନ୍ତବ୍ୟ ପାଇଁ ରାମପୁର ପୋଲିସ ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ୨୦୧୮ରେ ଅମର ସିଂ ତାଙ୍କ ନାଁରେ…

୯,୩୯୪ କୋଟି ଠକେଇରେ ଟିଡିପି ନେତା

ହାଇଦ୍ରାବାଦ, ୨୨।୧୨: ଦେଶରେ ଗୋଟିଏ ପରେ ଗୋଟିଏ ବଡ଼ ବ୍ୟାଙ୍କ ଦୁର୍ନୀତି ପଦାକୁ ଆସିବାରେ ଲାଗିଛି। ବିଜୟ ମାଲ୍ୟା, ନୀରବ ମୋଦିଙ୍କ ପରେ ସବୁଠୁ ବଡ଼ ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍‌ ହାଇଛି। ହାଇଦ୍ରାବାଦର ଟ୍ରାନ୍ସଷ୍ଟ୍ରୟ କମ୍ପାନୀ ବିଭିନ୍ନ ବ୍ୟାଙ୍କରୁ ୯,୩୯୪ କୋଟି…

ରଜନୀକାନ୍ତଙ୍କୁ ସମନ

ଟୁଟିକୋରିନ୍‌, ୨୨ା୧୨: ଷ୍ଟେରଲାଇଟ କମ୍ପାନୀ ବିରୋଧୀ ବିକ୍ଷୋଭବେଳେ ୨୦୧୮ରେ ପୋଲିସ ଗୁଳିଚାଳନାକୁ ନେଇ ବିବାଦୀୟ ମନ୍ତବ୍ୟ ରଖିଥିବା ତେଲୁଗୁ ଷ୍ଟାର ରଜନୀକାନ୍ତଙ୍କୁ ସମନ କରାଯାଇଛି। ଘଟଣାର ତଦନ୍ତ ପାଇଁ ଅବସରପ୍ରାପ୍ତ ଜଷ୍ଟିସ୍‌ ଅରୁଣା ଜଗଦେସନଙ୍କ ନେତୃତ୍ୱରେ ଗଠିତ ଆୟୋଗ ରଜନୀକାନ୍ତଙ୍କୁ ଆସନ୍ତା…

କଟକଣା ସତ୍ତ୍ୱେ ମିଳିବ ଏସ୍‌-୪୦୦

ନୂଆଦିଲ୍ଲୀ, ୨୨।୧୨: ଆମେରିକାର କଟକଣା ଭୟ ସତ୍ତ୍ୱେ ଭାରତକୁ ଏସ୍‌-୪୦୦ ମିସାଇଲ ସିଷ୍ଟମ ଯୋଗାଣ ସହ ଦୁଇ ଦେଶ ମଧ୍ୟରେ ସ୍ବାକ୍ଷରିତ ଅନ୍ୟ ପ୍ରତିରକ୍ଷା ଚୁକ୍ତିନାମା କାର୍ଯ୍ୟକାରୀ ହେବ ବୋଲି ରୁଷିଆ ସୋମବାର କହିଛି। ତୁର୍କୀକୁ ଏସ୍‌-୪୦୦ ମିସାଇଲ ସିଷ୍ଟମ ଯୋଗାଣରେ…

ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ

ହାଇଦ୍ରାବାଦ୍‌,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର ମୁଖ୍ୟ ଜଗନ ମୋହନ ରେଡ୍ଡୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ ଲୋକ…

ଭାଗ୍ୟ ବଦଳାଇ ଦେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ,୨୧।୧୨: ସୋସିଆଲ ମିଡିଆ ମଧ୍ୟ ଭାଗ୍ୟ ବଦଳି ଦେଇପାରେ। ଏଭଳି କିଛି ଘଟଣା ଘଟିଛି ‘ବାବା କା ଢ଼ାବା’ର ମାଲିକ କାନ୍ତା ପ୍ରସାଦଙ୍କ ସହ। କିଛି ମାସ ତଳେ ସୋସିଆଲ ମିଡିଆ ଯୋଗେ ଲୋକପ୍ରିୟତା ହାସଲ କରିଥିବା ‘ବାବା କା ଢ଼ାବା’ର…

ଭାରତୀୟ ଯବାନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ: ୪ ମୃତ

ଗ୍ୟାଙ୍ଗଟକ,୨୧।୧୨-ଉତ୍ତର ପୂର୍ବ ସିକିମ ନାଥୁଲାର ଚୀନ-ଭାରତ ସୀମା ନିକଟ ଜବାହରଲାଲ ନେହେରୁ ରୋଡରେ ରବିବାର ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଭାରତୀୟ ସେନାର ଏକ ଗାଡି ଘାଟିରୁ ଖସିପଡିବାରୁ ୩ ଜଣ ଯବାନଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା…

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ନାବାଳିକା

ନୂଆଦିଲ୍ଲୀ,୨୧।୧୨: ଦକ୍ଷିଣ ଦିଲ୍ଲୀର ଗ୍ରେଟର କୈଳାଶ ଓ୍ବାନ ଅଞ୍ଚଳରେ ଘରେ କାମ କରୁଥିବା ଜଣେ ୧୪ ବର୍ଷୀୟା ନାବାଳିକା ଆଣିଛନ୍ତି ବଳାତ୍କାର ଅଭିଯୋଗ। ୧୭ ବର୍ଷୀୟ ନାବାଳକ ଓ ତା’ର ୩ ସହଯୋଗୀଙ୍କ ନାମରେ ମାମଲ ଦାୟର କରାଯାଇଛି। ସମସ୍ତ ୪…

ଟିଏମ୍‌ସିରେ ପତ୍ନୀ ଯୋଗ ଦେବାରୁ ଛାଡ଼ପତ୍ର ପଠାଇଲେ ସ୍ବାମୀ

କୋଲକାତା,୨୧।୧୨: ଭାଜପା ଏମ୍‌ପି ସୌମିତ୍ର ଖାନଙ୍କ ପତ୍ନୀ ସୁଜାତା ମଣ୍ଡଳ ଖାନ ସୋମବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗ ଦେଇଛନ୍ତି। ଏହାର ପ୍ରଭାବ କେବଳ ରାଜ୍ୟର ରାଜନୀତିରେ ନୁହେଁ ବରଂ ସୁଜାତାଙ୍କ ପାରିବାରିକ ସମ୍ପର୍କରେ ଉପରେ ମଧ୍ୟ ପଡ଼ିଛି। ସୁଜାତାଙ୍କ ନିଷ୍ପତ୍ତିରେ…

ଗୁଜରାଟରେ ହେବ ବିଶ୍ୱର ସର୍ବବୃହତ୍‌ ଚିଡ଼ିଆଖାନା

ନୂଆଦିଲ୍ଲୀ, ୨୧।୧୨: ଭାରତରେ ବିଶ୍ୱର ସର୍ବବୃହତ୍‌ ଚିଡ଼ିଆଖାନା ନିର୍ମାଣ ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍‌ (ଆରଆଇଏଲ୍‌) ଗୁଜରାଟର ଜାମନଗରରେ ଏହି ବୃହତ୍‌ ଜୁ’ ନିର୍ମାଣ କରିବ। ଏଥିଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜସଙ୍କେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?