ଜାତୀୟ

୯୩ ତମ ଜନ୍ମଦିନ ପାଳିବାର ଗୋଟିଏ ଦିନ ପରେ ମୋତିଲାଲ ଭୋରାଙ୍କ ପରଲୋକ: ଶୋକ ପ୍ରକାଶ କଲେ ରାହୁଲ

ନୂଆଦିଲ୍ଲୀ,୨୧ ।୧୨: କଂଗ୍ରେସର ବରିଷ୍ଠ ନେତା ମୋତିଲାଲ ଭୋରାଙ୍କର ୯୩ ବର୍ଷ ବୟସରେ ସୋମବାର ପରଲୋକ ହୋଇଛି । ତାଙ୍କ ବିୟୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟ୍ କରି ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି…

ପରଲୋକରେ ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରା

ନୂଆଦିଲ୍ଲୀ,୨୧।୧୨-ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ରବିବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଏସକର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୋତିଲାଲ ବହୁ…

ବ୍ରିଟେନକୁ ବିମାନ ଚଳାଚଳ ବନ୍ଦ

ନୂଆଦିଲ୍ଲୀ,୨୧ ।୧୨: ବ୍ରିଟେନରେ ସାମ୍ନାକୁ ଆସିଥିବା କରୋନା ଭାଇରସର ନୂଆ ରୂପକୁ ଦେଖି ଭାରତ ସରକାର ସତର୍କ ହୋଇଯାଇଛନ୍ତି । ବ୍ରିଟେନରୁ ଭାରତ ଆସିବାକୁ ଥିବା ସମସ୍ତ ବିମାନ ଚଳାଚଳକୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି । ଏହି…

ସାଦା ପୋଷାକରେ ଭାରତ ସୀମାରେ ପ୍ରବେଶ କଲେ ଚାଇନା ସେନା!

ଲଦ୍ଦାଖ,୨୧ ।୧୨: ଭାରତ-ଚାଇନା ସୀମା ବିବାଦକୁ ନେଇ ଦୁଇ ଦେଶ ମଧ୍ୟରେ ଶାନ୍ତି କଥାବାର୍ତ୍ତା ଚାଲିଥିଲେ ବି ଚାଇନା ସେନା ସବୁବେଳେ ଅନୁପ୍ରବେଶ ଉଦ୍ୟମ ଜାରି ରଖିଛି । ଏହି କ୍ରମରେ କେତେଜଣ ଚାଇନା ସେନା ସାଦା ପୋଷାକରେ ଭାରତର ଲଦ୍ଧାଖ…

ପଶ୍ଚିମବଙ୍ଗରେ ଭାଜପାକୁ ଝଟ୍‌କା

କୋଲକାତା,୨୧ ।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ପ୍ରତିଦିନ ଏଠାରୁ କିଛି ନା କିଛି ନୂଆ ଖବର ଆସୁଛି । ରାଜ୍ୟରେ ଏବେ ଦଳ-ବଦଳକୁ ନେଇ ଚର୍ଚ୍ଚା ଜୋର…

ବ୍ରିଟେନରେ କରୋନାର ନୂଆ ରୂପକୁ ଦେଖି ପ୍ରସ୍ତୁତ ହେଲାଣି ଭାରତ!

ନୂଆଦିଲ୍ଲୀ,୨୧ ।୧୨: ଗୋଟିଏ ପଟେ ଖୁବଶୀଘ୍ର କରୋନା ଭ୍ୟାକ୍ସିନ ଆସିବା କଥା ଜଣାପଡିବା ପରେ ଦେଶବାସୀ ଉତ୍ସାହିତ ଥିବା ବେଳେ ଅନ୍ୟପଟେ କରୋନାର ନୂଆ ରୂପ ସାମ୍ନାକୁ ଆସିବା ପରେ ଚିନ୍ତା ବଢି ଯାଇଛି । ବ୍ରିଟେନରେ କରୋନା ଭାଇରସର ନୂଆ…

ଗୋଆରେ ଗୋମାଂସ ସଙ୍କଟ

ମୁମ୍ବାଇ,୨୧।୧୨: ଗୋଆରେ ଖ୍ରୀଷ୍ଟମାସ୍‌ ପାଳନ ବେଳେ ମୁଖ୍ୟ ବ୍ୟଞ୍ଜନ ଭାବେ ବିଫ୍‌ (ଗୋମାଂସ) ପରିବେଷଣ କରାଯାଇଥାଏ। ଏଥର ଖ୍ରୀଷ୍ଟମାସ୍‌ ପୂର୍ବରୁ ସେଠାରେ ଗୋମାଂସ ସଙ୍କଟ ଗୋଆବାସୀଙ୍କୁ ଚିନ୍ତାରେ ପକାଇଦେଇଛି। ଗୋମାଂସ ବିନା ଏଥର ଖ୍ରୀଷ୍ଟମାସ ପାଳନ ଫିକା ପଡ଼ିବ ବୋଲି ଅନେକେ…

ଏକାଠି ଦେଖାଯିବେ ବୃହସ୍ପତି-ଶନି

କୋଲକାତା,୨୧।୧୨: ଏକ ବିରଳ ସଂଯୋଗକ୍ରମେ ସୋମବାର ଶନି ଓ ବୃହସ୍ପତି ପରସ୍ପରର ନିକଟତର ହେବେ। ଏହାଯୋଗୁ ପୃଥିବୀ ପୃଷ୍ଠରୁ ଉଭୟ ଗ୍ରହ ଗୋଟିଏ ଉଜ୍ଜ୍ୱଳ ତାରକା ଭଳି ପ୍ରତୀୟମାନ ହେବେ। ୧୬୨୩ ମସିହା ପରଠାରୁ ଏଭଳି ଘଟଣା କେବେ ଦେଖିବାକୁ ମିଳି…

ପ୍ରଶାନ୍ତଙ୍କୁ ଚେତାବନୀ ଦେଲେ ମମତା

କୋଲକାତା,୨୧ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ହେଲେ ଏହି ସମୟରେ ଶାସନ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ଦଳ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଉଥିବା ଦେଖାଯାଇଛି । ଦଳ ମଧ୍ୟ ନିଜର ଅସନ୍ତୁଷ୍ଟ…

ଭାଜପା ଦୁଇ ଅଙ୍କ ଆସନ ଜିତିଲେ ଟୁଇଟର ଛାଡ଼ିଦେବି: ପ୍ରଶାନ୍ତ କିଶୋର

କୋଲକାତା,୨୧ା୧୨: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃତ୍ୱ ପଶ୍ଚିମବଙ୍ଗ ଜୟ କରିବା ପାଇଁ ଏକ ମିଶନ ଆରମ୍ଭ କରିଛି। ଏହି ସମୟରେ ଟିଏମ୍‌ସି ସଭାପତି ତଥା…

ଖୁସି ଖବର: ନୂଆବର୍ଷରୁ କରୋନା ଟିକାକରଣ

ନୂଆଦିଲ୍ଲୀ,୨୧ା୧୨: ଆସନ୍ତା ନୂଆବର୍ଷରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି। ଟିକା ଦିଆଯିବା ନେଇ ସମସ୍ତ ଯୋଜନା ହୋଇଥିବା ବେଳେ ଏଥିରେ ଅବହେଳା କରାଯିବ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଦେଶରେ ଟିକା…

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଜମ୍ମୁ-କଶ୍ମୀର,୨୧ା୧୨: ଜମ୍ମୁ-କଶ୍ମୀରରେ ସୋମବାର ସକାଳ ୮ଟା ୩୩ରେ ଭୂକମ୍ପର ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନି ହୋଇ ନ ଥିବା ସୂଚନାରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ଡିସେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?