ଅଧିକ ସମୟ ମାସ୍କ ପିନ୍ଧିଲେ ହାଇପରକେପନିଆ ହେବାର ରହିଥାଏ ଆଶଙ୍କା
ଡେରାଡୁନ୍,୩୦।୫: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ତେବେ ଅଧିକ ସମୟ ଧରି ମାସ୍କ୍ ପିନ୍ଧିବା ଦ୍ୱାରା ହାଇପରକେପନିଆ ହେବାର ଆଶଙ୍କା ରହିଥିବା ଉତ୍ତରଖଣ୍ଡ ଡୁନ୍ ହସ୍ପିଟାଲରେ ହୋଇଥିବା ଏକ ଗବେଷଣା...
ମୋଦି ସରକାରଙ୍କ ୨.୦କୁ ଗୋଟିଏ ବର୍ଷ: ଜାତି ଉଦ୍ଦେଶ୍ୟରେ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ସରକାରଙ୍କୁ ଏକ ବର୍ଷ ପୂରଣ ହୋଇଛି। ଏହି ବର୍ଷପୂର୍ତ୍ତି ଅବସରରେ ମୋଦି ଜାତି ଉଦ୍ଦେଶ୍ୟରେ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ସରକାରଙ୍କ ଉପଲବ୍ଧି ଓ ଆଗକୁ ଥିବା ଆକାଂକ୍ଷା...
ଲ୍ୟାବ୍ରେ କରୋନା ଭୂତାଣୁ କଲ୍ଚର କଲେ ଭାରତୀୟ ବୈଜ୍ଞାନିକ
ହାଇଦ୍ରାବାଦ୍,୩୦।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଲ୍ୟାବ୍ରେ କରୋନା ଭୂତାଣୁ କଲ୍ଚର କରି ସଫଳତା ହାସଲ କରିଛନ୍ତି। ସିଏସ୍ଆଇଆର୍ ଏବଂ ହାଇଦ୍ରାବାଦ୍ର ସିସିଏମ୍ବି...
ମାଙ୍କଡ଼ ନେଇଗଲେ କରୋନା ରକ୍ତ ନମୁନା
ନୂଆଦିଲ୍ଲୀ,୩୦ା୫: ଉତ୍ତରପ୍ରଦେଶର ମିରଟ ମେଡିକାଲ କଲେଜ ପରିସରରେ ଦଳେ ମାଙ୍କଡ ଲାବରେଟୋରି ଟେକ୍ନିସିଆନ୍ଙ୍କୁ ଆକ୍ରମଣ କରି ତାଙ୍କଠାରୁ ସନ୍ଦିଗ୍ଧ କୋଭିଡ୍-୧୯ ସଂକ୍ରମିତଙ୍କ ରକ୍ତ ନମୁନା ଛଡ଼ାଇନେଇ ପଳାଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିବାବେଳେ ସଂକ୍ରମଣ ବଢ଼ିବା ଆଶଙ୍କା ପ୍ରକାଶ ପାଇଛି।...
ଇଣ୍ଡିଆ ବଦଳରେ ଭାରତ
ନୂଆଦିଲ୍ଲୀ,୩୦ା୫(ପି.ଟି.): ସମ୍ବିଧାନ ସଂଶୋଧନ କରି ଦେଶର ନଁ। ଇଣ୍ଡିଆ ବଦଳରେ ‘ଭାରତ’ କିମ୍ବା ‘ହିନ୍ଦୁସ୍ଥାନ’ ରଖିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ଜୁନ୍ ୨ରେ ଏହାର ଶୁଣାଣି କରିବାକୁ ଅଦାଲତ ନିଷ୍ପତ୍ତି...
ସିଭିଲ ହସ୍ପିଟାଲକୁ କାଳକୋଠରି କହିଥିବା ବିଚାରପତିଙ୍କୁ ବେଞ୍ଚ୍ରୁ ହଟାଗଲା
ନୂଆଦିଲ୍ଲୀ,୩୦ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଅହମଦାବାଦର ସିଭିଲ ହସ୍ପିଟାଲ କାଳକୋଠରିଠାରୁ ନିକୃଷ୍ଟ ବୋଲି କହିଥିବା ବିଚାରପତି ଇଲେଶ ଭୋରାଙ୍କୁ କୋଭିଡ୍ ମାମଲା ବିଚାର କରୁଥିବା ଗୁଜରାଟ ହାଇକୋର୍ଟ ବେଞ୍ଚ୍ରୁ ଗୁରୁବାର ହଟାଇଦିଆଯାଇଛି। ଗତ ୨୨ ତାରିଖରେ ଉକ୍ତ ଖଣ୍ଡପୀଠ...
କାମାଥ ହୋଇପାରନ୍ତି ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୩୦ା୫: ଜଣାଶୁଣା ବ୍ୟାଙ୍କର୍ କୁନ୍ଦପୁର ବାମନ କାମାଥ ଭାରତର ପରବର୍ତ୍ତୀ ଅର୍ଥମନ୍ତ୍ରୀ ହେବେ ବୋଲି ଚର୍ଚ୍ଚା ଜୋର୍ ଧରିଛି। ତଥ୍ୟାଭିଜ୍ଞ ମହଲରେ ଚାଲିଥିବା ଆଲୋଚନାକୁ ସତ ବୋଲି ମାନିଲେ ୫ ସଦସ୍ୟ ବିଶିଷ୍ଟ ବ୍ରିକ୍ସ ରାଷ୍ଟ୍ର ନେତୃତ୍ୱାଧୀନ ନ୍ୟୁ ଡେଭେଲପମେଣ୍ଟ...
ଦିଲ୍ଲୀରେ ଭୂକମ୍ପ: ୟୁପି, ପଞ୍ଜାବରେ ଝଟକା
ନୂଆଦିଲ୍ଲୀ,୨୯ା୫-ଦିଲ୍ଲୀରେ ଶୁକ୍ରବାର ରାତିରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୬ ଥିବାବେଳେ କେନ୍ଦ୍ରସ୍ଥଳ ଦିଲ୍ଲୀଠାରୁ ୬୫ କିଲୋମିଟର ଦୂର ହରିୟାଣାର ରୋହତକ ନିକଟରେ ବୋଲି ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ...
ଜ୍ୟୋତିର୍ବିଦ୍ ବେଜାନ ଦାରୁଓ୍ବାଲାଙ୍କ ପରଲୋକ
ନୂଆଦିଲ୍ଲୀ,୨୯ା୫- ଖ୍ୟାତନାମା ଜ୍ୟୋତିର୍ବିଦ୍ ବେଜାନ ଦାରୁଓ୍ବାଲାଙ୍କର ଶୁକ୍ରବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଗତ ସପ୍ତାହରେ ତାଙ୍କୁ ଅହମଦାବାଦର ଏକ ଘରୋଇ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇଥିଲା। ତାଙ୍କଠାରେ କରୋନା ପଜିଟିଭ୍ ଥିବା...
ଆଉ ୧୫ ଦିନ ବଢିବ ଲକ୍ଡାଉନ ଅବଧି !
ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀକୁ ରୋକିବାକୁ ଦେଶରେ ଚାଲିଥିବା ଲକ୍ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହାକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍ କରିଥିଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ହେଲେ ଲକ୍ଡାଉନ ବୃଦ୍ଧିକୁ ନେଇ ଏପର୍ଯ୍ୟନ୍ତ କୌଣସି...
ଫଙ୍ଗପାଳ କେବଳ ଫସଲ ନୁହେଁ ମଣିଷ ପାଇଁ ମଧ୍ୟ କ୍ଷତିକାରକ !
ନୂଆଦିଲ୍ଲୀ,୨୯।୫: ପାକିସ୍ତାନରେ ଏକର ଏକର ଫସଲ ନଷ୍ଟ କରୁଥିବା ପଙ୍ଗପାଳ ଦଳ ଏବେ ଭାରତରେ କାୟା ବିସ୍ତାର କରିବାକୁ ଯାଉଛନ୍ତି। ଏବେସୁଦ୍ଧା ଏହା ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର, ପଞ୍ଜାବ ଓ ଉତ୍ତର ପ୍ରଦେଶରେ ଶହ ଶହ ହେକ୍ଟର ଚାଷ ଜମିରେ...
ଜୁନ୍ ପହିଲାରୁ ପୂର୍ବଭଳି କାର୍ଯ୍ୟ କରିବ ସମସ୍ତ ସରକାରୀ କାର୍ଯ୍ୟାଳୟ
ଡେରାଡୁନ,୨୯।୫: ଦେଶରେ କରୋନା ମହାମାରୀ ପାଇଁ ଚାଲିଥିବା ଲକ୍ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହି ଅବଧି ଆଗକୁ ବଢିବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଉତ୍ତରାଖଣ୍ଡରେ ଜୁନ୍ ପହିଲାରୁ...
Archives


