ଜାତୀୟ

ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ୭୮୧୯ ଓ୍ବେବସାଇଟ୍‌ ବନ୍ଦ

ନୂଆଦିଲ୍ଲୀ, ୧୭।୯: ଦେଶରେ ଲୋକଙ୍କ ମଧ୍ୟରେ ଘୃଣା ସୃଷ୍ଟି କରୁଥିବା ଏବଂ ମିଥ୍ୟ ଖବର ପ୍ରସାରିତ କରୁଥିବା ୭୮୧୯ ଓ୍ବେବସାଇଟ୍‌ ପେଜ୍‌ ତଥା ଆକାଉଣ୍ଟକୁ ବନ୍ଦ କରି ଦିଆଯାଇଛି। ଏହାଦ୍ୱାରା ହିଂସାକାଣ୍ଡ ଘଟୁଥିବାରୁ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

କରୋନା ଭାଇରସ ସଂକ୍ରମଣ: ଖୁବ୍‌ଶୀଘ୍ର ଆମେରିକାକୁ ପଛରେ ପକାଇବ ଭାରତ

ନୂଆଦିଲ୍ଲୀ,୧୭ ।୯: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । କିଛିଦିନ ହେବ ଲଗାତାର ଭାବେ ୨୪ ଘଣ୍ଟାରେ ୯୦ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ସ୍ଥିତିରେ ଭାରତ ଏବେ ଦ୍ୱିତୀୟ…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୭।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଗୁରୁବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ସିଆର୍‌ପିଏଫ୍‌ର ଜଣେ ଅଫିସରଙ୍କ ସମେତ ୨ ଜଣ ଆହତ…

ଚାଇନାର ନୂଆ ଯୋଜନା: ସୀମାରେ ଲାଉଡ ସ୍ପିକର ଜରିଆରେ ବଜାଉଛି ପଞ୍ଜାବି ଗୀତ

ନୂଆଦିଲ୍ଲୀ,୧୭ ।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ନୂଆ ରୂପ ନେଉଥିବା ବେଳେ ଚାଇନା ପ୍ରତି ମୁହୂର୍ତ୍ତରେ କିଛି ନା କିଛି ଚାଲ ଚଲାଉଥିବା ଦେଖାଯାଇଛି । ଏବେ ଚାଇନା ଏଲ୍‌ଏସିର ଫିଙ୍ଗର-୪ ଅଞ୍ଚଳରେ ଲାଉଡ ସ୍ପିକର ଜରିଆରେ ପଞ୍ଜାବି…

ମୋଦିଙ୍କ ୭୦ତମ ଜନ୍ମଦିବସରେ ଦେଶ ବିଦେଶରୁ ଛୁଟିଲା ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଆଜି ହେଉଛି ୭୦ତମ ଜନ୍ମଦିବସ । ଏହି ଦିବସକ୍‌ୁ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ସପ୍ତାହେ ପୂର୍ବରୁ ସେବା ଦିବସ ଭାବେ ପାଳନ କରାଯାଉଛି । ଜନ୍ମଦିନ ଅବସରରେ ମୋଦିଙ୍କୁ ଦେଶ ବିଦେଶରୁ ବହୁ…

କରୋନା ଆକ୍ରାନ୍ତ ହେଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀ

ନୂଆଦିଲ୍ଲୀ, ୧୬।୯: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଟୁଇଟ୍‌ ଯୋଗେ ଗଡ଼କରୀ ନିଜେ ଏହି ସୂଚନା ଦେଇଛନ୍ତି। ଗଡ଼କରୀ କହିଛନ୍ତି, ‘କାଲି ମୁଁ ଦୁର୍ବଳ ଅନୁଭବ କରିଥିଲି। ଏହାପରେ ଡାକ୍ତରଙ୍କ ପରାମର୍ଶ ନେଇଥିଲି। ଚେକ୍‌ ଅପ୍‌…

୫ ବର୍ଷ ପରେ ପାକିସ୍ତାନ ଜେଲରୁ ମୁକୁଳିବେ ସ୍ବାମୀ; ଖୁସି ବଦଳରେ ଦ୍ୱନ୍ଦ୍ୱରେ ସ୍ତ୍ରୀ

ଭୋପାଳ, ୧୬।୯: ଦୀର୍ଘ ୫ ବର୍ଷ ଧରି ନିଖୋଜ ଥିବା ମଧ୍ୟପ୍ରଦେଶ ରଓ୍ବେ ଜିଲାର ଅନିଲ ପାକିସ୍ତାନ ଜେଲରୁ ମୁକ୍ତି ହେଉଛନ୍ତି। ଏହି ଖବର ଅନିଲଙ୍କ ପରିବାରରେ ଖୁସିର ଲହରୀ ଖେଳାଇ ଦେଇଛି। ରଓ୍ବୋ ଜିଲା ଛନ୍ଦହଇ ଗ୍ରାମର ବାସିନ୍ଦା ଅନିଲ…

ଜୟା ବଚ୍ଚନଙ୍କୁ ପ୍ରଶଂସାରେ ପୋତି ପକାଇଲା ଶିବସେନା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ବଲିଉଡକୁ ଅନେକ ସମାଲୋଚନା କରାଯାଉଛି। ଡଗ୍ସ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଗିରଫ ହେବା ପରେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ବଲତଉଡ୍‌ ଅଭିନେତ୍ରୀ କଙ୍ଗନା…

୩୦ ସେପ୍ଟେମ୍ବରରେ ବାବରୀ ମସଜିଦ୍‌ ଭଙ୍ଗା ରାୟ: ଆଡ଼ଓ୍ବାଣୀ-ଯୋଶୀଙ୍କୁ ଉପସ୍ଥିତ ରହିବାକୁ ନୋଟିସ୍‌

ନୂଆଦିଲ୍ଲୀ, ୧୬।୯: ବାବରୀ ମସଜିଦ୍‌ ଭଙ୍ଗା ମାମଲାର ରାୟ ସେପ୍ଟେମ୍ବର ୩୦ରେ ଆସିବ। ଏନେଇ ଲକ୍ଷ୍ନୌସ୍ଥିତ ସ୍ପେଶାଲ ସିବିଆଇ କୋର୍ଟ ପକ୍ଷରୁ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ…

ସରକାରୀ ହସ୍ପିଟାଲର ଷ୍ଟ୍ରେଚରରେ ପଡ଼ିପଡ଼ି କଙ୍କାଳ ହେଲା ମୃତଦେହ

ଇନ୍ଦୋର, ୧୬।୯: ମଧ୍ୟପ୍ରଦେଶରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଇନ୍ଦୋରର ବଡ଼ ସରକାରୀ ହସ୍ପିଟାଲ ଏମ୍‌ଓ୍ବାଇରେ ଶବଘରେ ଏକ ମୃତଦେହ ଷ୍ଟ୍ରେଚରରେ ପଡ଼ିପଡ଼ି ଶେଷରେ ପଚିସଢ଼ି କଙ୍କାଳ ହୋଇଯାଇଥିବା ଘଟଣା ଜଣାପଡ଼ିଛି। ଦୁର୍ଗନ୍ଧ ହେବାରୁ ହସ୍ପିଟାଲ…

ଅସୁସ୍ଥତା ଯୋଗୁ ଏଥର ସଂସଦ ଅଧିବେଶନରେ ଯୋଗଦେବେ ନାହିଁ ମନମୋହନ ସିଂ, ପି. ଚିଦାମ୍ବରମ

ନୂଆଦିଲ୍ଲୀ,୧୬।୯: କରୋନା ସମୟରେ ସଂସଦର ମୌସୁମୀ ଅଧିବେଶନ ଗତ ସୋମବାରଠାରୁ ଆରମ୍ଭ ହୋଇଛି। ଖରାପ ସ୍ବାସ୍ଥ୍ୟବସ୍ଥା ଯୋଗୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଏଥର ରାଜ୍ୟ ସଭାରେ ଯୋଗଦେବେ ନାହିଁ ବୋଲି ଜଣାପଡିଛି। ବୁଧବାର…

୬ ମାସ ମଧ୍ୟରେ ଏଲ୍‌ଏସିରେ ହୋଇନି ଅନୁପ୍ରବେଶ: ଏଲ୍‌ଓସିରେ ୪୭ ଥର ଅନୁପ୍ରବେଶ ଉଦ୍ୟମ ପଣ୍ଡ

ନୂଆଦିଲ୍ଲୀ, ୧୬।୯: ଗତ ୬ ମାସ ମଧ୍ୟରେ ଏଲ୍‌ଏସି କୌଣସି ଅନୁପ୍ରବେଶ ଘଟଣା ଘଟିନାହିଁ। ଏସମ୍ପର୍କରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାରରେ ଏକ ପ୍ରଶ୍ନର ଉତ୍ତରରେ ରାଜ୍ୟ ସଭାରେ ଏଭଳି ସୂଚନା ଦେଇଛନ୍ତି। ଭାରତ ଚାଇନା ସୀମାରେ ଉତ୍ତେଜନା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri