ଜାତୀୟ

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିବା ସହ ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବଢ଼ିଚାଲିଛି। ବିଶ୍ୱରେ...

କ୍ୱାରାଣ୍ଟାଇନରେ ୨୩ ଲକ୍ଷ

ନୂଆଦିଲ୍ଲୀ,୨୯ା୫(ପି.ଟି.): କୋଭିଡ୍‌-୧୯ ଯୋଗୁ ସାରା ଦେଶ ଲକ୍‌ଡାଉନରେ ଥିବାବେଳେ ବିଭିନ୍ନ ସ୍ଥାନକୁ ଗସ୍ତ କରିଥିବା କିମ୍ବା ବିଦେଶରୁ ଫେରିଥିବା ପାଖାପାଖି ୨୩ ଲକ୍ଷ ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅନ୍ୟ ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଅଧିକାଂଶ ରାଜ୍ୟ ସରକାର ଓ...

୧୬ ବିମାନ ଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୯ା୫: ଦୁଇ ମାସ ବନ୍ଦ ରହିବା ପରେ ଗତ ସୋମବାରଠାରୁ ଦେଶ ଭିତରେ ବିମାନ ସେବା ଆରମ୍ଭ ହୋଇଛି। ଇତିମଧ୍ୟରେ ୩ ଏୟାରଲାଇନ୍ସରେ ଯାତ୍ରା କରିଥିବା ୧୬ ଜଣ ଯାତ୍ରୀଙ୍କଠାରେ କରୋନା ପଜିଟିଭ୍‌ ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଇଣ୍ଡିଗୋର...

୭୦% ସଂକ୍ରମିତ ୧୩ ସହରରେ

ନୂଆଦିଲ୍ଲୀ,୨୯ା୫(ପି.ଟି.): ଲକ୍‌ଡାଉନ ୪.୦ ଅବଧି ଶେଷ ହେବାକୁ ଆଉ ୩ ଦିନ ବାକି ଥିବାବେଳେ କ୍ୟାବିନେଟ ସଚିବ ରାଜୀବ ଗୌବା ଗୁରୁବାର ଦେଶର ସର୍ବାଧିକ ସଂକ୍ରମିତ ୧୩ ସହରର ମ୍ୟୁନିସିପାଲ କମିଶନ ଏବଂ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଦେଶର...

ଜୁନ୍‌ ୧ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୯ା୫: ଜୁନ୍‌ ପହିଲାରେ କେରଳକୁ ମୌସୁମୀ ବାୟୁ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦର୍ଶାଯାଇଛି। ଖୁବ୍‌ଶୀଘ୍ର ଅନୁକୂଳ ପରିବେଶ ସୃଷ୍ଟି ହେବ ଓ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବ ବୋଲି ଭୂ ବିଜ୍ଞାନୀମାନେ ମତବ୍ୟକ୍ତ କରିଛନ୍ତି।...

ପଙ୍ଗପାଳକୁ ସାମ୍ନା କରିବାକୁ ପ୍ରସ୍ତୁତ ହେଉଛନ୍ତି ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୮।୫: ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଦଳ ଏବେ ଭାରତର କିଛି ରାଜ୍ୟରେ ବ୍ୟାପିଯିବା ଫଳରେ ଏବେ ଏହା ଚାଷୀଙ୍କ ଚିନ୍ତାର କାରଣ ପାଲଟି ଯାଇଛି। କିଛିଦିନ ମଧ୍ୟରେ ଏହା ରାଜଧାନୀ ଦିଲ୍ଲୀରେ ପ୍ରବେଶ କରିବା ଅନୁମାନ କରି ଗୁରୁବାର ଦିଲ୍ଲୀର...

ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ

ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ମିଶାଇ ଏବେ ମହାରାଷ୍ଟ୍ରରେ ମୋଟ...

ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକଙ୍କୁ ତୁରନ୍ତ ଆଶ୍ରୟ ଦିଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୫: କରୋନା ଭାଇରସ ସଂକ୍ରମଣକୁ ଏଡାଇବାକୁ ଯାଇ ଦେଶରେ ଚାଲିଥିବା ଲକ୍‌ଡାଉନ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି ପ୍ରବାସୀ ଶ୍ରମିକ। ଏମାନେ ନିଜ ନିଜ ରାଜ୍ୟକୁ ଫେରିବାକୁ ଚାହୁଁଥିବା ବେଳେ ଯାନବାହାନ ଚଳାଚଳ ବନ୍ଦ ଥିବାରୁ...

ରେଡିମେଡ୍‌ ପୋଷାକ ଟ୍ରାଏଲ୍‌ କରିପାରିବେନି ଗ୍ରାହକ: ପୋଷାକକୁ କରାଯିବ କ୍ୱାରାଣ୍ଟାଇନ

ଇନ୍ଦୋର,୨୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଆର୍ଥିକ ସ୍ଥିତିରେ ସୁଧାର ଅଣାଯିବା ଲାଗି ଧୀରେଧୀରେ ବିଭିନ୍ନ ବ୍ୟବସାୟିକ ସଂସ୍ଥା ଖୋଲିବା ଉପରେ ସସର୍ତ୍ତ କୋହଳ ବ୍ୟବସ୍ଥା ଲାଗୁ କରାଯାଇଛି। ମଧ୍ୟପ୍ରଦେଶ ଇନ୍ଦୋରରେ ରେଡିମେଡ୍‌ ପୋଷାକ...

ପ୍ରବାସୀ ଶ୍ରମିକଙ୍କ ଦୁଃଖ ଭାଜପାକୁ ଛାଡ଼ି ଅନ୍ୟମାନେ ଅନୁଭବ କରିପାରୁଛନ୍ତି: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୮।୫: କରୋନା ମହାମାରୀ ସଙ୍କଟ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଭାଜପାକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ପ୍ରବାସୀଙ୍କ ଦୁଃଖ ସମସ୍ତେ ଅନୁଭବ କରିପାରୁଛନ୍ତି।...

ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ପୂରା ବିମାନ ବୁକ୍‌ କଲେ ଗୋଟିଏ ପରିବାରର ୪ ସଦସ୍ୟ

ଭୋପାଳ,୨୮।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନ ବନ୍ଦରରୁ ଗତ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହାସହ ଚାର୍ଟର ବିମାନ ଚଳାଚଳ ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଏହାପରେ କରୋନା ଭାଇରସଠାରୁ ଦୂରେଇ ରହିବାକୁ ଧନୀ...

ଭାଜପା ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୫: ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସମ୍ବିତଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ସମ୍ବିତ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri