୭୦% ସଂକ୍ରମିତ ୧୩ ସହରରେ
ନୂଆଦିଲ୍ଲୀ,୨୯ା୫(ପି.ଟି.): ଲକ୍ଡାଉନ ୪.୦ ଅବଧି ଶେଷ ହେବାକୁ ଆଉ ୩ ଦିନ ବାକି ଥିବାବେଳେ କ୍ୟାବିନେଟ ସଚିବ ରାଜୀବ ଗୌବା ଗୁରୁବାର ଦେଶର ସର୍ବାଧିକ ସଂକ୍ରମିତ ୧୩ ସହରର ମ୍ୟୁନିସିପାଲ କମିଶନ ଏବଂ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଦେଶର...
ଜୁନ୍ ୧ରେ କେରଳ ଛୁଇଁବ ମୌସୁମୀ
ନୂଆଦିଲ୍ଲୀ,୨୯ା୫: ଜୁନ୍ ପହିଲାରେ କେରଳକୁ ମୌସୁମୀ ବାୟୁ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦର୍ଶାଯାଇଛି। ଖୁବ୍ଶୀଘ୍ର ଅନୁକୂଳ ପରିବେଶ ସୃଷ୍ଟି ହେବ ଓ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବ ବୋଲି ଭୂ ବିଜ୍ଞାନୀମାନେ ମତବ୍ୟକ୍ତ କରିଛନ୍ତି।...
ପଙ୍ଗପାଳକୁ ସାମ୍ନା କରିବାକୁ ପ୍ରସ୍ତୁତ ହେଉଛନ୍ତି ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୨୮।୫: ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଦଳ ଏବେ ଭାରତର କିଛି ରାଜ୍ୟରେ ବ୍ୟାପିଯିବା ଫଳରେ ଏବେ ଏହା ଚାଷୀଙ୍କ ଚିନ୍ତାର କାରଣ ପାଲଟି ଯାଇଛି। କିଛିଦିନ ମଧ୍ୟରେ ଏହା ରାଜଧାନୀ ଦିଲ୍ଲୀରେ ପ୍ରବେଶ କରିବା ଅନୁମାନ କରି ଗୁରୁବାର ଦିଲ୍ଲୀର...
ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ
ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ମିଶାଇ ଏବେ ମହାରାଷ୍ଟ୍ରରେ ମୋଟ...
ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକଙ୍କୁ ତୁରନ୍ତ ଆଶ୍ରୟ ଦିଅ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୮।୫: କରୋନା ଭାଇରସ ସଂକ୍ରମଣକୁ ଏଡାଇବାକୁ ଯାଇ ଦେଶରେ ଚାଲିଥିବା ଲକ୍ଡାଉନ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି ପ୍ରବାସୀ ଶ୍ରମିକ। ଏମାନେ ନିଜ ନିଜ ରାଜ୍ୟକୁ ଫେରିବାକୁ ଚାହୁଁଥିବା ବେଳେ ଯାନବାହାନ ଚଳାଚଳ ବନ୍ଦ ଥିବାରୁ...
ରେଡିମେଡ୍ ପୋଷାକ ଟ୍ରାଏଲ୍ କରିପାରିବେନି ଗ୍ରାହକ: ପୋଷାକକୁ କରାଯିବ କ୍ୱାରାଣ୍ଟାଇନ
ଇନ୍ଦୋର,୨୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଆର୍ଥିକ ସ୍ଥିତିରେ ସୁଧାର ଅଣାଯିବା ଲାଗି ଧୀରେଧୀରେ ବିଭିନ୍ନ ବ୍ୟବସାୟିକ ସଂସ୍ଥା ଖୋଲିବା ଉପରେ ସସର୍ତ୍ତ କୋହଳ ବ୍ୟବସ୍ଥା ଲାଗୁ କରାଯାଇଛି। ମଧ୍ୟପ୍ରଦେଶ ଇନ୍ଦୋରରେ ରେଡିମେଡ୍ ପୋଷାକ...
ପ୍ରବାସୀ ଶ୍ରମିକଙ୍କ ଦୁଃଖ ଭାଜପାକୁ ଛାଡ଼ି ଅନ୍ୟମାନେ ଅନୁଭବ କରିପାରୁଛନ୍ତି: ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୮।୫: କରୋନା ମହାମାରୀ ସଙ୍କଟ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଭାଜପାକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ପ୍ରବାସୀଙ୍କ ଦୁଃଖ ସମସ୍ତେ ଅନୁଭବ କରିପାରୁଛନ୍ତି।...
ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ପୂରା ବିମାନ ବୁକ୍ କଲେ ଗୋଟିଏ ପରିବାରର ୪ ସଦସ୍ୟ
ଭୋପାଳ,୨୮।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନ ବନ୍ଦରରୁ ଗତ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହାସହ ଚାର୍ଟର ବିମାନ ଚଳାଚଳ ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଏହାପରେ କରୋନା ଭାଇରସଠାରୁ ଦୂରେଇ ରହିବାକୁ ଧନୀ...
ଭାଜପା ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ: ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୮।୫: ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସମ୍ବିତଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ସମ୍ବିତ ସୋସିଆଲ୍ ମିଡ଼ିଆରେ ବେଶ୍ ଆକ୍ଟିଭ୍...
ଲକ୍ଡାଉନ୍ରେ ବି ଜାରି ରହିଛି ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ: ଖର୍ଚ୍ଚ ହେବ ୧୮୦୦ କୋଟି
ହାଇଦ୍ରାବାଦ,୨୮।୫: କରୋନା ମହାମାରୀରେ ମଧ୍ୟ ତେଲଙ୍ଗାନାରେ ନିର୍ମିତ ହେଉଥିବା ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ ଅଟକି ଯାଇନାହିଁ। ଏହି ମନ୍ଦିର ସ୍ଥାନୀୟ ୟଦାଦ୍ରୀ ଭୁବନଗିରି ଜିଲାରେ ରହିଛି। ଏହି ଜିଲାରେ କୌଣସି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନ ଥିବାରୁ...
କରୋନାକୁ ଦୂରେଇବା ଲାଗି ଛତାକୁ ଅସ୍ତ୍ର କରିଛନ୍ତି ଗ୍ରାମବାସୀ
କୋଚି,୨୮।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଛି। ଆମ ଦେଶରେ ମଧ୍ୟ ଗୋଟିଏ ଦିନରେ ୬ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେବା ଚିନ୍ତାର କାରଣ ପାଲଟି ଯାଇଛି। ତେବେ କେରଳର ଉପକୂଳ ଜିଲା...
ମୁଣ୍ଡରେ ବିଭିନ୍ନ ସାମଗ୍ରୀ ବୋହି ଜଙ୍ଗଲରେ ବୁଲିବୁଲି ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି ବିଧାୟିକା: ସୋସିଆଲ୍ ମିଡ଼ିଆରେ ଭାଇରାଲ
ନୂଆଦିଲ୍ଲୀ,୨୮।୫: ଭାରତରେ କରୋନା ସଂକ୍ରମଣ ବଢ଼ିଚାଲିଛି। କରୋନା ସଙ୍କଟ ସମୟରେ ବହୁ ବ୍ୟକ୍ତିବିଶେଷ, ସଂସ୍ଥା ତଥା ସରକାରଙ୍କ ପକ୍ଷରୁ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା କାର୍ଯ୍ୟ ଜାରି ରଖିଛନ୍ତି। ତେଲଙ୍ଗାନାର ମୁଲୁଗୁ ବିଧାନସଭା କ୍ଷେତ୍ରର କଂଗ୍ରେସ ବିଧାୟିକା ଦାନସରି...
Archives


