ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ
ନୂଆଦିଲ୍ଲୀ,୨୮ା୫(ପି.ଟି.): ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ। ୧୯୫୦ ନଭେମ୍ବର ୭ରେ ଭାରତର ତତ୍କାଳୀନ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁଙ୍କୁ ପତ୍ର ଲେଖି ଏହା ଜଣାଇଥିଲେ। ସେହି ସମୟରେ ଚାଇନାର ନୂତନ କମ୍ୟୁନିଷ୍ଟ ଶାସକ ତିବ୍ବତ...
ପଛଘୁଞ୍ଚା ଦେବନି ଭାରତ
ନୂଆଦିଲ୍ଲୀ,୨୮ା୫ : ଭାରତ ପଛଘୁଞ୍ଚା ଦେବନାହିଁ। ପୂର୍ବ ଲଦାଖର ବିବାଦ ହୋଇଥିବା ସ୍ଥାନରେ ରାସ୍ତା ନିର୍ମାଣ ଜାରି ରଖିବ। ଚାଇନା ସୀମା ଉଲ୍ଲଂଘନ କରି ଭାରତୀୟ ସେନାର କାର୍ଯ୍ୟରେ ବାଧା ସୃଷ୍ଟି କରିଛି। ହେଲେ ଭାରତ ଶାନ୍ତିପୂର୍ଣ୍ଣ ଓ କୂଟନୈତିକ...
ନେପାଳରେ ଫସିଥିବା ହରିୟାଣାର ୭୨ଲୋକଙ୍କୁ ଶୁକ୍ରବାର ଫେରାଇ ଆଣିବେ ସରକାର
ଚଣ୍ଡିଗଡ଼,୨୭।୫: କରୋନା ଭାଇରସ୍ ମହାମାରୀ ଯୋଗୁ ଦେଖାଦେଇଥିବା ସଙ୍କଟ ମଧ୍ୟରେ ପଡୋଶୀ ଦେଶରେ ଫସିରହିଥିବା ହରିୟାଣା ଲୋକଙ୍କ ପାଇଁ ଖୁସି ଖବର। ସେଠାରେ ଫସିରହିଥିବା ଲୋକଙ୍କୁ ହରିୟାଣା ସରକାର ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ଚିନ୍ତା କରୁଥିବା ଜଣାପଡ଼ିଛି।...
କିରଣ କୁମାରଙ୍କ ତୃତୀୟ କରୋନା ରିପୋର୍ଟ ନେଗେଟିଭ୍
ମୁମ୍ବାଇ,୨୭।୫: ଅଭିନେତା କିରଣ କୁମାର ମେ ୧୪ରେ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ ସେ ହୋମ୍ କ୍ୱାରାଣ୍ଟାଇନ୍ରେ ଥିଲେ। ସୁରକ୍ଷା ଦୃଷ୍ଟିରୁ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ଯାଞ୍ଚ କରାଯାଇ ହୋମ୍ ଆଇସୋଲେଶନ୍ରେ ରଖାଯାଇଥିଲା। ତେବେ କିଛି...
ମେ ୩୧ ପରେ ବଢ଼ିପାରେ ଲକ୍ଡାଉନ ଅବଧି: ୧୧ଟି ସହର ଉପରେ ରହିବ ଫୋକସ୍
ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶବ୍ୟାପି ଲକ୍ଡାଉନ ୪.୦ ଜାରି ରହିଛି। ହେଲେ ଏହାର ଅବଧି ମେ ୩୧କୁ ଶେଷ ହେବାକୁ ଯାଉଛି। କିନ୍ତୁ କରୋନା...
ଗୁରୁବାରଠାରୁ କେରଳରେ ଖୋଲିବ ମଦ ଦୋକାନ
ଥିରୁଭାନନ୍ତପୁରମ,୨୭।୫: କରୋନା ଲକ୍ଡାଉନ ଯୋଗୁ ଦେଶବ୍ୟାପି ମଦ ଦୋକାନ ବନ୍ଦ ରହିଥିଲା। ଏହି ସମୟରେ ଆବଶ୍ୟକୀୟ ଦୋକାନକୁ ଛାଡିଦେଲେ ଆଉ ବାକି ସବୁ ଦୋକାନ ବନ୍ଦ ରହିଥିଲା। କିନ୍ତୁ ଲକ୍ଡାଉନ ୪.୦ରେ କେନ୍ଦ୍ରସରକାର କେତେକ କଟକଣାକୁ କୋହଳ କରିବା ସହ...
ହୃଦୟ ବିଦାରକ ଦୃଶ୍ୟ: ମୃତ ମା’ଙ୍କ ଉପରେ ଘୋଡାଯାଇଥିବା ଚାଦର ସହ ଖେଳୁଥିବା ଶିଶୁର ଭିଡିଓ ଭାଇରାଲ୍
ପାଟନା,୨୭।୫:ବିହାରର ମୁଜାଫରପୁର ରେଳ ଷ୍ଟେଶନରେ ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ଷ୍ଟେଶନରେ ଶୋଇଥିବା ଜଣେ ମୃତ ମହିଳାଙ୍କ ନିଷ୍ପାପ ଶିଶୁଟି ମା’ଙ୍କ ଶରୀରରେ ପଡିଥିବା ଚାଦର ଉଠାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓଟି...
ରାହୁଲ ଗାନ୍ଧୀ ଦେଶର ମନୋବଳକୁ ଦୁର୍ବଳ କରୁଛନ୍ତି: ରବିଶଙ୍କର ପ୍ରସାଦ
ନୂଆଦିଲ୍ଲୀ,୨୭।୫: କରୋନା ଭାଇରସକୁ ନେଇ ଦେଶରେ ଜାରି ହୋଇଥିବା ଲକ୍ଡାଉନ୍ ଏବଂ ଚାଇନା-ନେପାଳ ସହ ହୋଇଥିବା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରକୁ ସମାଲୋଚନା କରିଛନ୍ତି। ଏହାସହ ଚୀନ ଏବଂ ନେପାଳ ସହ କ’ଣ...
ବ୍ୟବଚ୍ଛେଦ ପୂର୍ବରୁ ଜୀବିତ ହେଲେ ମୃତବ୍ୟକ୍ତି: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ରାଞ୍ଚି,୨୭।୫: ଝାଡ଼ଖଣ୍ଡରେ ଚିକିତ୍ସା ଲାଗି ଆସିଥିବା ଜଣେ ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ବ୍ୟବଚ୍ଛେଦ ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡ଼ିଥିଲା। ଏଖବର ପ୍ରଚାରିତ ହେବାପରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା ଘଟଣାର ତଦନ୍ତ ପାଇଁ...
ଦିଲ୍ଲୀରେ ୨୪ ଘଣ୍ଟାରେ ୭୯୨ ନୂଆ କରୋନା ସଂକ୍ରମିତ ଚିହ୍ନଟ: ୧୫ ମୃତ
ନୂଆଦିଲ୍ଲୀ,୨୭।୫: ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୭୯୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଏଠାରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ଏହି ସମୟ ମଧ୍ୟରେ ୩୧୦ ସଂକ୍ରମିତ ସୁସ୍ଥ...
ତିନି ଦଳର ବୈଠକ ଡକାଇଲେ ଉଦ୍ଧବ ଠାକରେ
ମୁମ୍ବାଇ,୨୭।୫:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ପରେ ମହାରାଷ୍ଟ୍ର ରାଜନୀତିରେ ପୁଣି ଟ୍ବିଷ୍ଟ ଆସିଛି। ବୁଧବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିଜ ବାସଭବନରେ ସମସ୍ତ ସହଯୋଗୀ ଦଳକୁ ନେଇ ଏକ ବୈଠକ ଡକାଇଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ରାହୁଲ...
୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୭୫ ପୋଲିସକର୍ମୀ କରୋନା ପଜିଟିଭ୍
ମୁମ୍ବାଇ, ୨୭।୫: ଦେଶରେ ଲଗାତାର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୩୮୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୭୦ ଜଣଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇଛି। ଏଠାରେ ଗତ ୨୪ ଘଣ୍ଟାରେ...
Archives


