ପୁଣିଥରେ ଏମ୍ସରେ ଭର୍ତ୍ତି ହେଲେ ଅମିତ ଶାହା
ନୂଆଦିଲ୍ଲୀ,୧୩ ।୯: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣିଥରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି । ହଠାତ୍ ଅସୁସ୍ଥତା ଅନୁଭବ କରିବାକୁ ତାଙ୍କୁ ଶନିବାର ବିଳମ୍ବିତ ରାତିରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତି ଓ ଭେଷଜ…
ସୋମବାର ମୌସୁମୀ ଅଧିବେଶନ: କରୋନା ପାଇଁ ସର୍ବଦଳୀୟ ବୈଠକ ମନା
ନୂଆଦିଲ୍ଲୀ, ୧୩।୯: ସୋମବାର ଲୋକ ସଭା ଏବଂ ରାଜ୍ୟ ସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ପ୍ରତି ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକର ଆୟୋଜନ କରାଯାଇଥାଏ। ତେବେ ଚଳିତ ଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ବାତିଲ କରାଯାଇଛି।…
ଦିଲ୍ଲୀ ଦଙ୍ଗା: ଚାର୍ଜଶିଟ୍ରେ ୟେଚୁରୀ-ଯୋଗେନ୍ଦ୍ର-ଜୟତୀଙ୍କ ନାମ
ନୂଆଦିଲ୍ଲୀ, ୧୩।୯: ଫେବୃୟାରୀ ୨୩ରୁ ୨୬ ମଧ୍ୟରେ ଉତ୍ତରପୂର୍ବ ଦିଲ୍ଲୀରେ ଘଟିଥିବା ସାମ୍ପ୍ରଦାୟିକ ଦଙ୍ଗାର ଚାର୍ଜଶିଟ୍ରେ ସିପିଏମ୍ ମହାସଚିବ ସୀତାରାମ ୟେଚୁରୀ, ସ୍ବରାଜ ଅଭିଯାନ ନେତା ଯୋଗେନ୍ଦ୍ର ଯାଦବ, ଅର୍ଥନୀତିଜ୍ଞ ଜୟତୀ ଘୋଷ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରଫେସର ଅପୂର୍ବାନନ୍ଦଙ୍କ ନାମ…
‘ବାକ୍ ସ୍ବାଧୀନତା ସମ୍ପୂର୍ଣ୍ଣ ଅଧିକାର ନୁହେଁ’
ବମ୍ବେ,୧୩।୯(ପି.ଟି.): ଭାରତୀୟ ସମ୍ବିଧାନର ଧାରା-୧୯ରେ ଉଲ୍ଲେଖ ଥିବା ବାକ୍ ସ୍ବାଧୀନତା(ଫ୍ରିଡମ୍ ଅଫ୍ ସ୍ପିଚ୍ ଆଣ୍ଡ୍ ଏକ୍ସେପ୍ରେଶନ) ସମ୍ପୂର୍ଣ୍ଣ ଅଧିକାର ନୁହେଁ ବୋଲି ଶୁକ୍ରବାର ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ପ୍ରକାଶ କରିଛନ୍ତି। ଏଥିସହିତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଏବଂ…
୮୫ ଟଙ୍କା ଛୁଇଁଲା ଟମାଟୋ
ନୂଆଦିଲ୍ଲୀ, ୧୩।୯ : ଦିଲ୍ଲୀରେ ଟମାଟୋ ଦର ଆକାଶ ଛୁଆଁ ହୋଇଛି। ଏଠାରେ ଟମାଟୋର ଖୁଚୁରା ଦର ୮୦ରୁ ୮୫ ଟଙ୍କା ଛୁଇଁଥିବା ଜଣାପଡିଛି। ଜୁନ ମାସ ପରଠାରୁ ଟମାଟୋ କିଲୋ ପ୍ରତି ଦର ୫୦ରୁ ୬୦ ଟଙ୍କା ମଧ୍ୟରେ ବିକ୍ରି…
ଶିବସେନା କର୍ମୀଙ୍କ ଆକ୍ରମଣ ଘଟଣା: ପୂର୍ବତନ ନୌସେନା ଅଧିକାରୀ ସହ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ
ମୁମ୍ବାଇ,୧୨।୯-ପୂର୍ବତନ ନୌସେନା ଅଧିକାରୀ ମଦନ ଶର୍ମାଙ୍କୁ ଶୁକ୍ରବାର ଶିବସେନା କର୍ମଚାରୀମାନେ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ହୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଉଦ୍ଧବ ସରକାର ଉପରେ ବର୍ଷିଛନ୍ତି। ଅପରପକ୍ଷେ…
ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲା: ଜାମିନକୁ ନେଇ ବିରୋଧ ପ୍ରଦର୍ଶନ କଲା ଭାଜପା
ମୁମ୍ବାଇ,୧୨ ।୯: ମହାରାଷ୍ଟ୍ରରେ ଜଣେ ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲାରେ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି । ଏବେ ଏହାକୁ ବିରୋଧ କରି ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଅତିରିକ୍ତ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ସାମ୍ନାରେ ବିରୋଧ ପ୍ରଦର୍ଶନ…
ସ୍ବାମୀଙ୍କ ମୃତ୍ୟୁ ପରେ ମଲ୍ର ତୃତୀୟ ମହଲାରୁ ଡେଇଁଲେ ସ୍ତ୍ରୀ, ଆଉ ତା’ ପରେ…
ଭୋପାଳ,୧୨ା୯: ଇନ୍ଦୋରର ବିଜୟନଗର ଥାନା ଅନ୍ତର୍ଗତ ସି-୨୧ ମଲ୍ର ତୃତୀୟ ମହଲାରୁ ଜଣେ ମହିଳା ଡେଇଁ ଆତ୍ମହତ୍ୟା ପାଇଁ ଚେଷ୍ଟା କରି ଗୁରୁତର ହୋଇଛନ୍ତି। କାରଣ ତାଙ୍କ ସ୍ବାମୀଙ୍କର ଦୁଇଦିନ ପୂର୍ବରୁ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏଥିରେ ଭାଙ୍ଗିପଡ଼ି ସେ…
ଥଣ୍ଡା ପଡିଲେ ଚିରାଗ
ପାଟନା,୧୨ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ପ୍ରସ୍ତୁତି । ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବିହାର ଗସ୍ତ କରିଛନ୍ତି । ତାଙ୍କ ଗସ୍ତ ପରେ ଲୋକଜନଶକ୍ତି ପାର୍ଟି(ଏଲ୍ଜେପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିରାଗ…
ରାଜଧାନୀରେ ଝୁମ୍ପୁଡ଼ି ରାଜନୀତି: ଭାଜପା-ଏପିପି ମୁହାଁମୁହିଁ
ନୂଆଦିଲ୍ଲୀ, ୧୨।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ରେଲଓ୍ବେ ସୁରକ୍ଷା ଜୋନ୍ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ। ନିର୍ଦ୍ଦେଶ ଅନୁସାରେ…
ପ୍ରଥମଥର ବିମାନ ବନ୍ଦରରେ ହେଲା କରୋନା ଟେଷ୍ଟ
ନୂଆଦିଲ୍ଲୀ,୧୨ ।୯: କରୋନା ମହାମାରୀ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏହାର ଟେଷ୍ଟିଂ ଉପରେ ଏବେ ଗୁରୁତ୍ୱ ଦିଆଯାଉଛି । ଦେଶର ସବୁ ସ୍ଥାନରେ ଟେଷ୍ଟିଂ ସୁବିଧା ଲପଲବ୍ଧ ହେଲାଣି । ତେବେ ଦିଲ୍ଲୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ଲିମିଟେଡ(ଡିଆଏଲ)ପକ୍ଷରୁ…
ଡ୍ରମରୁ ଗହମ ବାହାର କରୁଥିଲେ ମହିଳା, ଗହମ ବଦଳରେ ବାହାରିଲା…
ଲକ୍ଷ୍ନୌ,୧୨ା୯: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ଜିଲାର ଫୁଲବାହାର ଥାନା ଅଞ୍ଚଳର ଜଣେ ମହିଳା ଘରେ ଥିବା ଡ୍ରମରୁ ଗହମ ବାହାର କରୁଥିଲେ। ଏଥିରୁ ଗହମ ବାହାରିବା ପରିବର୍ତ୍ତେ ଏକ ବିରାଟ ଅଜଗର ବାହାରିଲା। ଏହା ଦେଖି ପରିବାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।…
Archives


