ଜାତୀୟ

କରେଣ୍ଟ ଲାଗି ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କୁ ଜୀବନ୍ତ କରିବା ପାଇଁ ଗୋବରରେ ପୋତିଲେ ଶବ

ଲକ୍ଷ୍ନୌ, ୧୦।୯: ଉତ୍ତର ପ୍ରଦେଶ ଅମରୋହା ଜିଲାରୁ ଅନ୍ଧ ବିଶ୍ୱାସର ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ଜିଲାର ଜନପଦ ଥାନା ଅନ୍ତର୍ଗତ ଦେହାତ ଅଞ୍ଚଳର ଜଣେ ବାସିନ୍ଦା ବିଜୁଳି ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିଲେ। ବିଲରେ ଚାରା ଲଗାଉବା…

ଆରଜେଡି ଛାଡିଲେ ରଘୁବଂଶ ପ୍ରସାଦ

ପାଟନା,୧୦।୯-ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂ ଗୁରୁବାର ଦଳରୁ ଇସ୍ତଫା ଦେଇଛନ୍ତି। ଦଳ ସଭାପତି ଲାଲୁ ପ୍ରସାଦ ଯାଦବଙ୍କୁ ଏକ ପତ୍ର ଲେଖି ସେ କହିଛନ୍ତି ଯେ, କର୍ପୁରି ଠାକୁରଙ୍କ ମୃତ୍ୟୁ ପରେ ସେ ୩୨…

ପୋଲିସକୁ ଦେଖି ୭ କୋଟି ଟଙ୍କାର ଅତି ଦୁର୍ଲଭ ଝିଟିପିଟି ଛାଡ଼ି ଯୁବକ ଫେରାର୍‌

କୋଲକାତା, ୧୦।୯: ସୀମା ସୁରକ୍ଷା ବଳୟ (ବିଏସ୍‌ଏଫ୍‌) ଯବାନମାନେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲାର ଭାରତ-ବାଂଲାଦେଶ ସୀମା ଦେଇ ଚୋରା ଚାଲାଣ ହେଉଥିବା ୧୪ଟି ଅତି ଦୁର୍ଲଭ ଝିଟିପିଟି ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ଝିଟିପିଟିଗୁଡ଼ିକ ‘ଟେକୋ ଗେକୋ’ ପ୍ରଜାତିର…

ଏନ୍‌ଏସ୍‌ଡି ଅଧ୍ୟକ୍ଷ ନିଯୁକ୍ତ ହେଲେ ପରେଶ ରାୱଲ

ନୂଆଦିଲ୍ଲୀ,୧୦ ।୯:ବଲିଉଡ୍ ଅଭିନେତା ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍‌ପି ପରେଶ ରାୱଲଙ୍କୁ ନ୍ୟାଶନାଲ ସ୍କୁଲ ଅଫ୍ ଡ୍ରାମା(ଏନ୍‌ଏସ୍‌ଡି)ର ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି । ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ଗୁରୁବାର ଏହି ସୂଚନା ଦେଇଛନ୍ତି ।…

କଙ୍ଗନାଙ୍କ କାର୍ଯ୍ୟାଳୟ ଭଙ୍ଗା ଘଟଣା: କ୍ଷତି ହୋଇଛି ୨ କୋଟି

ମୁମ୍ବାଇ,୧୦ ।୯: ବିଏମ୍‌ସି ବିରୋଧରେ କ୍ରିମିନାଲ ଆକ୍ସନ ନେବେ ବଲିଉଡ୍ ନାୟିକା କଙ୍ଗନା ରାନାୱତ । ମହାରାଷ୍ଟ୍ର ସରକାରଙ୍କ ସହ କଙ୍ଗନାଙ୍କର ଚାଲିଥିବା ବିବାଦ ମଧ୍ୟରେ ବୁଧବାର ଅଭିନେତ୍ରୀ ମୁମ୍ବାଇ ପହଞ୍ଚିଥିଲେ । ହେଲେ ସେ ପହଞ୍ଚିବା ବେଳେକୁ ବିଏମ୍‌ସି ପକ୍ଷରୁ…

ରାଫାଲକୁ ନେଇ ଭାରତୀୟ ବାୟୁ ସେନାକୁ ଶୁଭେଚ୍ଛା ଜଣାଇଲେ ଧୋନି

ନୂଆଦିଲ୍ଲୀ,୧୦ ।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନିଙ୍କ ସେନା ପ୍ରେମ ଦେଖିବାକୁ ମିଳିଛି । ଭାରତୀୟ ସେନା ପକ୍ଷରୁ ଧୋନିଙ୍କୁ ଲେପ୍ଟନାଣ୍ଟ କର୍ନେଲ ର‌୍ୟାଙ୍କ ଦିଆଯାଇଛି । ଏବେ ଭାରତୀୟ ବାୟୁସେନାରେ ରାଫାଲ ସାମିଲ ହେବା…

ବିନା ବିଜୁଳି ଆଲୋକରେ ଅଫିସରେ କାମ କଲେ ଜିଲାପାଳ

ଗାଜିଆବାଦ, ୧୦।୯: ଜିଲାପାଳ ନିଜ ଅଫିସରେ ବିନା ବିଜୁଳି ଆଲୋକରେ ଜାଣିଶୁଣି କାମ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ମଧ୍ୟପ୍ରଦେଶର ଗାଜିଆବାଦ୍‌ ଜିଲାପାଳ ଅଜୟ ଶଙ୍କର ପାଣ୍ଡେ ଏଭଳି କରି ଏକ ଉଦାହରଣ ସୃଷ୍ଟି…

ଇଲୋକ୍ଟ୍ରନିକ୍ସ୍‌ ମିଡ଼ିଆ ଉପରେ ସରକାରଙ୍କର କାହିଁକି ନାହିଁ ନିୟନ୍ତ୍ରଣ: ପ୍ରଶ୍ନ କଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ, ୧୦।୯: ଇଲୋକ୍ଟ୍ରିନିକ୍ସ୍‌ ମିଡ଼ିଆ ଏବଂ ଟେଲିଭିଜନ ଉପରେ କାହିଁକି ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ନାହିଁ ବୋଲି ବମ୍ବେ ହାଇକୋର୍ଟ ପ୍ରଶ୍ନ କରିଛନ୍ତି। ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ନେଇ ପ୍ରସାରିତ ହେଉଥିବା ଖବର ଦ୍ୱାରା ଲୋକଙ୍କ ଉପରେ…

ବାଲିବସ୍ତାରେ ଆଇଇଡି: ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର, ୧୦।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଦ୍ୱାରା ରଚାଯାଇଥିବା ଏକ ବିସ୍ଫୋରଣ ଘଟଣାକୁ ଏଡ଼ାଇ ଦିଆଯାଇଛି। ଫଳରେ ପାଟ୍ରୋଲିଂ ଦଳ ଉପରେ ଆକ୍ରମଣ କରିବାକୁ ହୋଇଥିବା ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଉତ୍ତର କଶ୍ମୀରର ବାରମୁଳା ଜିଲାର ଡାଙ୍ଗିଓ୍ବାଚା ଅଞ୍ଚଳର ଚତଲୋରାଠାରେ ବାଲିବସ୍ତାରେ ଥିବା…

ଦେଶର ସମ୍ପତ୍ତି ବିକ୍ରି କରୁଛନ୍ତି ମୋଦି ସରକାର

ଲକ୍ଷ୍ନୌ, ୧୦।୯: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସେ ଗୁରୁବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି ସରକାର ଦେଶର ସମ୍ପତ୍ତି ବିକ୍ରି କରିବା ଆରମ୍ଭ କରିଛନ୍ତି। ବହୁ ସରକାରୀ କମ୍ପାନୀର…

ଅକ୍ସଫୋର୍ଡ଼ ଟିକା ପରୀକ୍ଷଣ ଭାରତରେ ବନ୍ଦ: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ, ୧୦।୯: ଭାରତରେ ଏଷ୍ଟ୍ରାଜେନିକା ଏବଂ ଅକ୍ସଫୋର୍ଡ଼ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାର ମାନବ ପରୀକ୍ଷଣକୁ ବନ୍ଦ କରି ଦିଆଯାଇଛି। ପୁଣେ ସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ସୁରକ୍ଷା କାରଣରୁ…

ବିହାର ନିର୍ବାଚନ ପୂର୍ବରୁ ଆର୍‌ଜେଡିକୁ ଝଟ୍‌କା

ପାଟନା,୧୦ ।୯: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)କୁ ବଡ ଝଟ୍‌କା ଲାଗିଛି । ଆର୍‌ଜେଡିର ପୂର୍ବତନ ଉପାଧ୍ୟକ୍ଷ ତଥା ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂ ଦଳରୁ ଇସ୍ତଫା ଦେଇଛନ୍ତି । ଏହି ଇସ୍ତଫା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri