ଜାତୀୟ

ବାୟୁସେନାରେ ସାମିଲ ହେବ ରାଫାଲ

ନୂଆଦିଲ୍ଲୀ, ୧୦।୯(ପି.ଟି.): ଅତ୍ୟାଧୁନିକ ଲଢ଼ୁଆ ବିମାନ ରାଫାଲ୍‌ ଗୁରୁବାର ବାୟୁସେନାରେ ବିଧିବଦ୍ଧ ଭାବେ ସାମିଲ ହେବ। ଅମ୍ବାଲାସ୍ଥିତ ବାୟୁସେନା ଘାଟିଠାରେ ରାଫାଲ ବିମାନ ଭାରତୀୟ ବାୟୁସେନାର ୧୭ତମ ସ୍କ୍ବାର୍ଡନ ‘ଗୋଲ୍‌ଡେନ ଆରୋ’ର ଅଂଶ ଭାବେ ସାମିଲ ହେବ। ପ୍ରଥମ ପର୍ଯ୍ୟାୟରେ ଗତ…

ଭାଜପାକୁ ସୁବ୍ରମଣ୍ୟମ ସ୍ବାମୀଙ୍କ ମହଲତ

ନୂଆଦିଲ୍ଲୀ,୧୦ା୯: ଭାଜପାର ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ନିଜ ଦଳକୁ ମହଲତ ଦେଇଛନ୍ତି। ଭାଜପାର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ସେଲ ମୁଖ୍ୟ ଅମିତ ମାଲବ୍ୟଙ୍କୁ ଗୁରୁବାର ସୁଦ୍ଧା ଦଳରୁ ବହିଷ୍କାର କରା ନ ଗଲେ ସେ ନିଜ କଥା…

ହରିବଂଶଙ୍କୁ ଏନ୍‌ଡିଏର ସମର୍ଥନ

ନୂଆଦିଲ୍ଲୀ, ୧୦।୯(ପି.ଟି.): ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏନ୍‌ଡିଏ ଏବଂ ବିରୋଧି ମେଣ୍ଟ ମଧ୍ୟରେ ଏବେ ଅଙ୍କକଶା ଜୋର ଧରିଛି। ପୂର୍ବରୁ ରାଜ୍ୟ ସଭା ଉପାଧ୍ୟକ୍ଷ ଥିବା ହରିବଂଶ ନାରାୟଣ ସିଂଙ୍କୁ ଏଥର ପୁଣି…

ଗୋଟିଏ ଦିନରେ ମହାରାଷ୍ଟ୍ର ପୋଲିସର ୫୩୩ କର୍ମଚାରୀ କରୋନା ଆକ୍ରାନ୍ତ

ମୁମ୍ବାଇ, ୯।୯: ମହାରାଷ୍ଟ୍ର ପୋଲିସରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୩ ଜଣ କର୍ମଚାରୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଫଳରେ ରାଜ୍ୟ ପୋଲିସ ବିଭାଗରେ ବର୍ତ୍ତମାନ ସୁଦ୍ଧା ୧୭ ହଜାର ୯୭୨ ଜଣ କର୍ମଚାରୀ ଏହି ପ୍ରାଣଘାତୀ ଭାଇରସ…

ନ୍ୟାୟ ନ ମିଳିବାରୁ ୨ ସନ୍ତାନଙ୍କ ସହ ପାଣି ଟାଙ୍କିରେ ଚଢ଼ିଲେ ମହିଳା

ଲକ୍ଷ୍ନୌ, ୯।୯: ଉତ୍ତର ପ୍ରଦେଶର ଭଦୋହୀ ଜିଲାରୁ ଚକିତ କଲା ଭଳି ଏକ ମାମଲା ସାମ୍ନାକୁ ଆସିଛି। ଜମିବାଡ଼ି ମାମଲାରେ ନ୍ୟାୟ ନ ମିଳିବାରୁ ଜଣେ ମହିଳା ନିଜର ୨ ସନ୍ତାନଙ୍କ ସହ ଜିଲାପାଳଙ୍କ ବାସଭବନ ନିକଟରେ ଥିବା ଏକ ପାଣିଟାଙ୍କି…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ

ନ୍ୟୁୟର୍କ,୯।୯ -ନୋବେଲ ଶାନ୍ତି ପୁରସ୍କାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନରୱେର ସଂସଦ ପକ୍ଷରୁ ମନୋନୀତ କରାଯାଇଛି। ଇସ୍ରାଏଲ ଏବଂ ୟୁଏଇ ମଧ୍ୟରେ ହୋଇଥିବା ଐତିହାସିକ ଶାନ୍ତି ଚୁକ୍ତିରେ ଟ୍ରମ୍ପ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ଏହି ପଦବୀ ପାଇଁ…

ଗତ ୬ ବର୍ଷରେ ଗରିବଙ୍କ ପାଇଁ ଯାହା ହୋଇଛି, ପୂର୍ବରୁ କେବେ ହୋଇ ନ ଥିଲା: ମୋଦି

ନୂଆଦିଲ୍ଲୀ,୯।୯: ଗତ ୬ ବର୍ଷ ମଧ୍ୟରେ ଦେଶର ଗରିବ ଲୋକଙ୍କ ପାଇଁ ଯେତେ କାର୍ଯ୍ୟ କରାଯାଇଛି ତାହା ପୂର୍ବରୁ କେବେ କରାଯାଇ ନ ଥିଲା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କହିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ରାସ୍ତାଘାଟରେ…

କଙ୍ଗନାଙ୍କ ଅଫିସ୍‌ ଭଙ୍ଗା ଉପରେ ପ୍ରଶ୍ନ ଉଠାଇଲା ଭାଜପା, ଏନ୍‌ସିପି

ମୁମ୍ବାଇ,୯।୯:ଅଭିନେତ୍ରୀ କଙ୍ଗନା କଙ୍ଗନା ରାଣାଓ୍ବତଙ୍କ ବିରୋଧରେ ବିଏମସିର କାର୍ଯ୍ୟନୁଷ୍ଠାନକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା ଏବଂ ଏନ୍‌ସିପି। ଏନ୍‌ସିପି ନେତା ଶରଦ ପାଓ୍ବାର କହିଛନ୍ତି, ବିଏମସି ଏଭଳି କାର୍ଯ୍ୟ ଜରୁରୀ ନ ଥିଲା। ମୁମ୍ବାଇର ଆହୁରି ଅନେକ ଯାଗାରେ ଅବୈଧ କୋଠା…

ନିଟ୍‌ ପରୀକ୍ଷା ସ୍ଥଗିତ ରଖିବା ଆବେଦନ ଖାରଜ: ୧୩ ସେପ୍ଟେମ୍ବରରେ ହେବ ପରୀକ୍ଷା

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‌ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି ହୋଇଥିବା ଏକ ଆବେଦନକୁ ସୁପ୍ରିମ୍‌କୋର୍ଟ ବୁଧବାର ଖାରଜ କରି ଦେଇଛନ୍ତି। ନିଟ୍‌ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ତାରିଖରେ ସେପ୍ଟେମ୍ବର ୧୩ରେ ହେବ ବୋଲି କୋର୍ଟ…

ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଧାର୍ମିକ ସ୍ଥଳ ବନ୍ଦ ରହିଛି। ଧାର୍ମିକସ୍ଥଳ ଖୋଲିବା ନେଇ ଦାଖଲ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। କୋର୍ଟ ପକ୍ଷରୁ ଏନେଇ କେନ୍ଦ୍ର ତଥା ରାଜ୍ୟ…

ଯଦି ଅଭିଯୋଗ ସତ ପ୍ରମାଣିତ ହୁଏ ତେବେ ୧୦୦ ଥର ଉଠ୍‌ବସ୍‌ ହେବି: ଜାଣନ୍ତୁ ଏପରି କାହିଁକି କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗରେ ବେଶ୍‌ ଧୁମ୍‌ଧାମରେ ଦୂର୍ଗାପୂଜା ପାଳିତ ହୋଇଥାଏ। ହେଲେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଗାପୂଜା ପାଇଁ ଅନୁମତି ଦେଇ ନ ଥିବା ଖବର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାକୁ ବିରୋଧ କରାଯିବା…

ଅବସର ପରେ ପୁନର୍ନିଯୁକ୍ତି ମନା

ଡେରାଡୁନ୍‌, ୯।୯: ଏବେ ଅବସର ଗ୍ରହଣ କରିଥିବା ସରକାରୀ କର୍ମଚାରୀଙ୍କୁ ଆଉ ପୁନର୍ନିଯୁକ୍ତି ମିଳିବ ନାହିଁ। ଏନେଇ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଉତଙ୍କ ସରକାର ନୂଆ ଆଇନ ଆଣିଛନ୍ତି। ଅବସର ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ଠିକାରେ କୌଣସି ସରକାରୀ କାର୍ଯ୍ୟାଳୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri