ଜାତୀୟ

କୋଭିଡ୍‌ ତରକାରିକୁ ମାସ୍କ ନାନ୍‌

ଯୋଧପୁର: ରାଜସ୍ଥାନର ଯୋଧପୁରରେ ଏବେ ଏକ ରେଷ୍ଟୁରାଣ୍ଟରେ ମିଳୁଛି କୋଭିଡ୍‌ ତରକାରି ଆଉ ନାନ୍‌ ମାସ୍କ। ରେଷ୍ଟୁରାଣ୍ଟର ମେନୁରେ ଏବେ ଏମିତି ସବୁ ଡିସ୍‌କୁ ନେଇ ଲୋକଙ୍କ ମଧ୍ୟରେ ବେଶ୍‌ ଚର୍ଚ୍ଚା ଆରମ୍ଭ ହୋଇଛି। କରୋନାକୁ ନେଇ ସମସ୍ତେ ଭୟଭୀତ ଥିବାବେଳେ…

ତସ୍କରଙ୍କ ଟାର୍ଗେଟ୍‌ରେ ଭାରତୀୟ କଳାକୃତି

ନୂଆଦିଲ୍ଲୀ: ରାଜସ୍ଥାନରୁ ୧୯୯୮ରେ ବ୍ରିଟେନକୁ ଚୋରା ଚାଲାଣ କରାଯାଇଥିବା ମହାପ୍ରଭୁ ଶିବଙ୍କ ଏକ ପ୍ରାଚୀନ ମୂର୍ତ୍ତି ଭାରତ ଫେରିବ। ୧୫ ବର୍ଷ ଧରି ଏଜାଗାରୁ ସେଜାଗା ହୋଇ ଶେଷରେ ଏହି ମୂର୍ତ୍ତି ବ୍ରିଟେନସ୍ଥିତ ଭାରତୀୟ ଦୂତାବାସରେ ପହଞ୍ଚତ୍ଥିଲା। ସେଠାରୁ ମୂର୍ତ୍ତିର ପ୍ରତ୍ୟାବର୍ତ୍ତନ…

ମନିଲଣ୍ଡରିଂ ମାମଲା ରୁଜୁକଲା ଇଡି

ନୂଆଦିଲ୍ଲୀ,୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶୁକ୍ରବାର ମନିଲଣ୍ଡରିଂ ମାମଲା ରୁଜୁ କରାଯାଇଛି। ଏହି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିହାର ପୋଲିସ ନିକଟରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ ଓ ଅନ୍ୟମାନଙ୍କ ବିରୋଧରେ…

ଡାକ୍ତରଙ୍କୁ ଠିକ୍‌ ସମୟରେ ଦରମା ଦିଅ

ନୂଆଦିଲ୍ଲୀ, ୧।୮(ପି.ଟି.): କରୋନା ରୋଗୀଙ୍କ ଚିକିତ୍ସାରେ ନିୟୋଜିତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କୁ ଠିକ୍‌ ସମୟରେ ବେତନ ପ୍ରଦାନ କରିବା ନିର୍ଦ୍ଦେଶନାମାକୁ ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ ଓ ତ୍ରିପୁରା ସରକାର ପାଳନ କରୁ ନ ଥିବା ଶୁକ୍ରବାର କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ…

ଚାଇନାରୁ ରଙ୍ଗୀନ ଟିଭି ଆମଦାନୀ ଉପରେ କଟକଣା

ନୂଆଦିଲ୍ଲୀ,୧।୮: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଜୁନ୍‌ ୧୫ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ବେଜିଂ ବିରୋଧରେ ନୂଆଦିଲ୍ଲୀ ଅନେକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୂର୍ବରୁ ଭାରତ ସରକାର ଚାଇନାର କେତେକ ମୋବାଇଲ ଆପ୍‌କୁ ରଦ୍ଦ…

ଜୟସାଲମେର ଗଲେ କଂଗ୍ରେସ ବିଧାୟକ

ଜୟସାଲମେର/ଜୟପୁର, ୧।୮(ପି.ଟି.): ରାଜସ୍ଥାନରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ଜୟପୁର-ଦିଲ୍ଲୀ ଜାତୀୟ ରାଜପଥ ପାର୍ଶ୍ୱ ଏକ ହୋଟେଲରେ ଅବସ୍ଥାନ କରୁଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମର୍ଥକ କଂଗ୍ରେସ ବିଧାୟକମାନଙ୍କୁ ଶୁକ୍ରବାର ତିନୋଟି ଚାର୍ଟାର୍ଡ ବିମାନରେ ଜୟସାଲମେର ପଠାଇଦିଆଯାଇଛି। ଅଗଷ୍ଟ ୧୪ରେ ବିଧାନସଭାର…

୮.୨୫ ଲକ୍ଷ କୋଟିର ଋଣରେ ଡୁବିବେ ରାଜ୍ୟ

ନୂଆଦିଲ୍ଲୀ,୧।୮: କରୋନା ଭାଇରସ୍‌ ସଙ୍କଟ ଭାରତୀୟ ରାଜ୍ୟଗୁଡ଼ିକୁ ୮.୨୫ ଲକ୍ଷ କୋଟି ଟଙ୍କା ବା ୧୦ ବିଲିୟନ ଡଲାର ଋଣଭାରରେ ଡୁବାଇ ଦେଇପାରେ। ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ ରାଜସ୍ବ ଆଦାୟ ହ୍ରାସ ପାଇବାରେ ଲାଗିଥିବାରୁ ଏବେ ଋଣ କରିବା…

ଲାଲୁ ପ୍ରସାଦଙ୍କ ସୁରକ୍ଷାରେ ନିୟୋଜିତ ସବ୍‌ଇନ୍ସପେକ୍ଟରଙ୍କୁ ହତ୍ୟା

ରାଞ୍ଚି, ୩୧।୭: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ରାଞ୍ଚିସ୍ଥିତ ଆର୍‌ଏମ୍‌ଏସ୍‌ରେ ଚିକିତ୍ସିତ ହେଉଛନ୍ତି। ଏଠାରେ ଲାଲୁଙ୍କ ସୁରକ୍ଷାରେ ନିୟୋଜିତ ଜଣେ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ)ଙ୍କ ହତ୍ୟା କରାଯାଇଥିବା ସୂଚନା ମିଳିଛି। କାମେଶ୍ୱର ରବିଦାସ ନାମକ ଏହି ଏସ୍‌ଆଇଙ୍କ କ୍ଷତବିକ୍ଷତ…

ସାମ୍ନାକୁ ଆସିଲା ମୋଦିଙ୍କ ଆଯୋଧ୍ୟା କାର୍ଯ୍ୟସୂଚୀ: ମଞ୍ଚ ଉପରେ ଭାଗବତଙ୍କ ସମେତ ରହିବେ ଏହି ୫ବିଶିଷ୍ଟ ବ୍ୟକ୍ତି

ଆଯୋଧ୍ୟା,୩୧।୭: ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମ ମନ୍ଦିର ନିର୍ମାଣ ପାଇଁ ହେବାକୁ ଥିବା ଭୂମିପୂଜା କାର୍ଯ୍ୟକ୍ରମର ପ୍ରସ୍ତୁତି ଜୋରସୋରରେ ଚାଲିଛି। କାର୍ଯ୍ୟକ୍ରମ ପୂର୍ବରୁ ଅଯୋଧ୍ୟାକୁ ନବବଧୂ ଭଳି ସଜାଯାଉଛି। ଭୂମିପୂଜା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ଗସ୍ତ କରିବେ। ତେବେ…

ଭେଜାଲ ମଦ ପିଇ ଚାଲିଗଲା ୨୬ ଜଣଙ୍କ ଜୀବନ

ଅମୃତସର, ୩୧।୭: ପଞ୍ଜାବର ୩ ଜିଲା ଅମୃତସର, ବତାଲା ଓ ତାରନତରାନରେ ଗତ ୨୪ ଘଣ୍ଟା ମଧ୍ୟରେ ଭେଜାଲ ମଦ ପିଇ ୨୬ ଜଣ ଲୋକ ପ୍ରାଣ ହରାଇଛନ୍ତି। ପୋଲିସ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପୋଲିସ ପକ୍ଷରୁ କୁହାଯାଇଛି ଯେ,…

ଭୂମିପୂଜା ପାଇଁ ଉତ୍ସବମୁଖରିତ ରାମନଗରୀ: ୧ଲକ୍ଷ ୧୧ହଜାର ଲଡ଼ୁରେ ମଣୋହି ହେବେ ରାମଲଲା

ଅଯୋଧ୍ୟା,୩୧।୭: ବହୁ ପ୍ରତିକ୍ଷୀତ ଆଯୋଧ୍ୟାରେ ରାମଲଲାଙ୍କ ପାଇଁ ଏବେ ରାମ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା ସହ ଶିଳାନ୍ୟାସ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ନବବଧୂ…

ମେହବୁବା ମୁଫତିଙ୍କ ବଢ଼ିଲା ଗୃହବନ୍ଦୀ ଅବଧି

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି)ର ମୁଖ୍ୟ ମେହବୁବା ମୁଫତିଙ୍କ ଗୃହବନ୍ଦୀ ଅବଧିକୁ ପ୍ରଶାସନ ପକ୍ଷରୁ ଆହୁରି ବଢ଼ାଇ ଦିଆଯାଇଛି। ପବ୍ଲିକ ସେଫ୍ଟି ଆକ୍ଟ (ପିଏସ୍‌ଏ) ଆଧାରରେ ଶୁକ୍ରବାର ମେହବୁବାଙ୍କ ଗୃହବନ୍ଦୀକୁ ଆସନ୍ତା ୩ ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri